-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ଧାନ ମଣ୍ଡି ଉଦଘାଟନ କଲେ ପାଇକମାଲ ବି.ଡି.ଓ ଉପାଞ୍ଜଳୀ ମାଝୀ

01-Dec-2021



ପଦ୍ମପୁର:-ଚାଷୀମାନଙ୍କ କର୍ମ ଅର୍ଜିତ ଧାନ କୁ ସରକାରୀ ନିର୍ଦ୍ଧାରିତ ଦରରେ ବିକ୍ରୟ କରିବା ପାଇଁ ବିଭିନ୍ନ ସ୍ଥାନରେ ଧାନ ମଣ୍ଡି ର ବ୍ୟବସ୍ଥା କରାଯାଇଛି lଏ ପରିପ୍ରେକ୍ଷୀରେ ବୁକୁରାମୁଣ୍ଡା ପିପିସି ଠାରେ ସରକାରୀ ମଣ୍ଡି ବ୍ୟବସ୍ଥା ହୋଇଛି lମୁଖ୍ୟ ଅତିଥି ଭାବେ ପାଇକମାଲ ବ୍ଳକ ବି.ଡି.ଓ ଉପାଞ୍ଜଳୀ ମାଝୀ ଙ୍କ କରକମଳରେ ଆଜି ଦିବା ୧୨ ଘଟିକା ସମୟରେ ଉଦଘାଟିତ ହୋଇଯାଇଛି lଏହି ମଣ୍ଡିରେ ବୁକୁରାମୁଣ୍ଡା ଗ୍ରାମପଞ୍ଚାୟତ ଏବଂ  ନିକଟସ୍ଥ ଟେମରୀ ଗ୍ରାମପଞ୍ଚାୟତ ର ଚାଷୀ ମାନେ ଧାନ

ବିକ୍ରୟ ନେଇ ସୁବ୍ୟବସ୍ଥା ହୋଇଛି lଏହି ମଣ୍ଡି ଟି ସିଂହ ବାହାନୀ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଙ୍କ ଦ୍ୱାରା ପରିଚାଳିତ ହେବାପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ମନୋନୀତ ହୋଇଛନ୍ତି lସମ୍ମାନୀତ ଅତିଥି ଭାବେ ପାଇକମାଲ ତହସିଲଦାର  ମନୋଜ ମେହେର , ପାଇକମାଲ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ଶ୍ରୀମତୀ କାନ୍ତୀଲତା ସାହୁ,ଜି.ପି.ଓ ଅନିଲ ପାଣିଗ୍ରାହୀ, ଅତିରିକ୍ତ ବିଡିଓ ଦେବାଶିଷ ସିହ୍ନା, ଆଇ. ସି. ଡ଼ି .ଏସ୍ ସୁପରଭାଇଜର ସୁନୁସୁତା ସାହୁ,ବ୍ଳକ ପ୍ରକଳ୍ପ ସଂଯୋଜକ ଦୈତାରୀ ବେହେରା,ଆରଏମସି କର୍ମଚାରୀ ସିଲାଜିତ ସାହୁ ପ୍ରମୁଖ ଯୋଗଦାନ କରି ମଣ୍ଡି ର ଶୁଭାରମ୍ଭ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like