-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ବିନିକା ସିଦ୍ଧାର୍ଥ ଡିଗ୍ରୀ ଓ ଜୁନିଅର କଲେଜ ଯୁବ ରେଡକ୍ରସ ବିଭାଗ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ବିଶ୍ଵ ଏଡ଼ସ ଦିବସ ପାଳିତ

01-Dec-2021



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ବିଶ୍ୱ ଏଡସ ଦିବସ ପରିପେକ୍ଷିରେ ବିନିକା ସିଦ୍ଧାର୍ଥ ଡିଗ୍ରୀ ଓ ଜୁନିଅର କଲେଜ ଯୁବ ରେଡକ୍ରସ ବିଭାଗ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇ ଯାଇଛି।

ପ୍ରାରମ୍ଭରେ ଉଭୟ କଲେଜର ସମସ୍ତ ଛାତ୍ରଛାତ୍ରୀ ଏକ ଶୋଭାଯାତ୍ରା ମାଧ୍ୟମରେ ବିନିକା ସହର ପରିକ୍ରମା କରି ଏଡ଼ସ ରୋଗ ଉପରେ ବିଭିନ୍ନ ସ୍ଲୋଗାନ ଦେଇ ଲୋକଙ୍କୁ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ । ପରେ ଡିଗ୍ରୀ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ବିନିକା ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ଃ ଅଂଶୁମାଳିନୀ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାରାତ୍ମକ ରୋଗ ଏଡସ ରୋଗର କାରଣ,ନିରାକରଣ ଓ ତାର ନିଧନ ଉପରେ କହିବା ସହ ଏହି ରୋଗରୁ   ବର୍ତିବାର ବିଭିନ୍ନ ଦିଗ ଉପରେ ପ୍ରାଞ୍ଜଳ ଭାବେ ବୁଝାଇଥିଲେ । ଏଥିରେ ସ୍ଵତନ୍ତ୍ର ଅତିଥି ଭାବେ ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ ଯୋଗଦେଇ ଏହି ରୋଗରୁ ନିଜକୁ ଦୂରେଇ ରଖିବା ପାଇଁ ପରାମର୍ଶ ଦେଇଥିଲେ ।କାର୍ଯ୍ୟକ୍ରମକୁ ଯୁବ ରେଡକ୍ରସ କାଉନସିଲର ବିଶ୍ଵନାଥ ମିଶ୍ର ସଂଯୋଜନା କରିଥିବା ବେଳେ+୨କଲେଜ କାଉନସିଲର ତଥା ଅଧ୍ୟାପକ ପ୍ରୀତି ରଞ୍ଜନ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଗୋପାଳ କୃଷ୍ଣ ଦାଶ,ରୁଦ୍ର ନାରାୟଣ ଦାଶ,ବାଣୀପ୍ରସାଦ ବିଶ୍ଵାଳ,ହରିଶ୍ଚନ୍ଦ୍ର ହୋତା,ମାନସ ରଞ୍ଜନ ମିଶ୍ର,ଭଗବାନ ସାହୁ,ରୋହିତ ଧାରୁଆ,ମନୋରଞ୍ଜନ ପ୍ରଧାନ,

ସପ୍ତସାଗର ପ୍ରଧାନ ଧନେଶ୍ଵର ସାହୁ,ସନୋଜ କୁମାର ଦାଶ,ଗରିବ ସାଲମା, ଅଧ୍ୟାପିକା ଦିପ୍ତିରାଣି ସ୍ୱାଇଁ,ପ୍ରମୀତା ମିଶ୍ର,ମିତାଲି ପ୍ରଧାନ,ରୁବୀ ପୁଝାରୀ,ସୁପ୍ରଭା ପୂଜାରୀ,ଜାନକୀ ସାମନି,ଦୀପିକା ବାରିକ,ମନିଷା ଷଡ଼ଙ୍ଗୀ,ମଧୁମିତା ମେହେର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like