-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||     

HOME   ମହାନଗର

ତିନି ଦିନିଆ ଗସ୍ତରେ ଆସି ଆଜି ପୁରୀ ରେ ପହଞ୍ଚିଛନ୍ତି ରାଜ୍ୟପାଳ

05-Dec-2021



ପୁର (ସମୀର ରଞ୍ଜନ ନାୟକ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତିନି ଦିନିଆ ଗସ୍ତରେ ଆସି ଆଜି ପୁରୀସ୍ଥିତ ରାଜ ଭବନରେ ପହଞ୍ଚିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ମିହିର କୁମାର ପଣ୍ତା ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ ।  ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବାତ୍ୟା ଜୱାଦ ପ୍ରଭାବ ସଂପର୍କରେ ବରିଷ୍ଠ ଅଧିକାରୀ ମାନଙ୍କ ଠାରୁ ପଚାରି ବୁଝିଥିଲେ ।  ଆସନ୍ତାକାଲି ରାଜ୍ୟପାଳ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅସବରରେ ରେଡକ୍ରସ, ସ୍କାଉଟ ଓ ଗାଇଡ ଏବଂ ସେଣ୍ଟ ଜନ୍ସ ଆମ୍ବୁଲାନ୍ସର ସ୍ବେଚ୍ଛାସେବୀ ମାନେ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି । ବିଭିନ୍ନ ବିପର୍ଯ୍ୟୟ ସମୟରେ ସ୍ବେଚ୍ଛାସେବୀ ମାନଙ୍କ ସହଯୋଗ ଓ ସେବାର 

ରାଜ୍ୟପାଳ ଭୂୟସୀ ପ୍ରଶଂସା କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ଶ୍ରୀ ରବିନ୍ଦ୍ର ପ୍ରଧାନ, ଅତିରିକ୍ତ ତହସିଲଦାର ଶ୍ରୀ ସୌମ୍ୟ ମିଶ୍ର, ସିଟି ଡିଏସପି ଶ୍ରୀ ଜନାର୍ଦ୍ଦନ ପାଢୀ, ରିଜର୍ଭ ପୁଲିସ ଅଧିକାରୀ ଶ୍ରୀ ଚନ୍ଦ୍ରଶେଖର ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।  ଆସନ୍ତା ୭ ତାରିଖରେ ରାଜ୍ୟପାଳ ଭୁବନେଶ୍ବର ଫେରିଯିବା ଗସ୍ତସୂଚୀ ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026

You Might Also Like