-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||     

HOME   ଜିଲ୍ଲା

ଧର୍ମପରାୟଣ ବ୍ୟକ୍ତି ସ୍ୱର୍ଗତ ରାଧେଶ୍ୟାମ ପୁରୋହିତଙ୍କ ଶ୍ରଦ୍ଧାଞ୍ଜଳି ରେ ସାଂସଦ ସୁରେଶ ପୂଜାରୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ

05-Dec-2021



ପଦ୍ମପୁର:- ରାଜ୍ୟ କୃଷକ ମୋର୍ଚ୍ଚା ର ସଭାପତି ,ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ପ୍ରଦୀପ କୁମାର ପୁରୋହିତଙ୍କ ସ୍ଵର୍ଗତ ପିତାମହ ରାଧେଶ୍ୟାମ ପୁରୋହିତଙ୍କ ପ୍ରାୟଗ ରାଜ ତୀର୍ଥକ୍ଷେତ୍ର ତ୍ରିବେଣୀ ସଙ୍ଗମ ସ୍ଥଳୀରେ ଅସ୍ଥି ବିସର୍ଜନ କ୍ରିୟା କର୍ମ ସମାପନ କଲାପରେ ଆଜି ପାଇକମାଲ ସ୍ଥିତ ନିଜସ୍ୱ ବାସ ଭବନ ଠାରେ ଗଙ୍ଗାଭୋଜି ସହ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଶ୍ରଦ୍ଧାଞ୍ଜଳୀ ସଭାରେ ପ୍ରିୟ ବନ୍ଧୁପରିଜନ ସମେତ ଅଞ୍ଚଳର ବହୁ ସଂଖ୍ୟକ ଜନ ସାଧାରଣ ଯୋଗଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଭିତରେ ବରଗଡ ଲୋକସଭା ସାଂସଦ ସୁରେଶ ପୂଜାରୀ, ଡାକ୍ତର ରାମକୃଷ୍ଣ ପୁରୋହିତ, ଜିଲ୍ଲା ବିଜେପି ସଭାପତି ଅଶ୍ଵିନୀ ଷଡ଼ଙ୍ଗୀ, ବରିଷ୍ଠ ନେତା ସୁରେଶ ଶତପଥୀ, ରବି ଦାସଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଧର୍ମପରାୟଣ ବ୍ୟକ୍ତି ବିଶେଷ ସ୍ଵର୍ଗତ ଶ୍ରୀ ପୁରୋହିତଙ୍କ ଫଟୋ ରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।ବରଗଡ, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର ଜିଲ୍ଲା ରୁ ତଥା ପଦ୍ମପୁର, ପାଇକମାଲ, ଝାରବନ୍ଧ,ମାଣ୍ଡୋସିଲ, ଗାଇସିଲେଟ, ବିଜେପୁର  ଆଦି ଅଞ୍ଚଳରୁ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗ ଦେଇ ସ୍ୱର୍ଗତ ରାଧେଶ୍ୟାମ ପୁରୋହିତ ଙ୍କ ଭଳି ବ୍ୟକ୍ତି ସବୁଦିନ ପାଇଁ ଉଦାହରଣ ହୋଇ ରହିଥିବେ ବୋଲି ମତବ୍ୟକ୍ତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026

You Might Also Like