-+91-9937148622 |

prerana_bgr@rediffmail.com |

  Friday 6th December 2024 |

| | | |

R.N.I. Regd No. ODIODI/2010/46693

Breaking News

ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   (06-Dec-2024)       ||      ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   (06-Dec-2024)       ||      କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   (06-Dec-2024)       ||      ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   (06-Dec-2024)       ||      କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   (06-Dec-2024)       ||      ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   (06-Dec-2024)       ||      ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   (06-Dec-2024)       ||      ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   (06-Dec-2024)       ||      ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା    (06-Dec-2024)       ||      ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   (06-Dec-2024)       ||      ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    (06-Dec-2024)       ||      ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   (06-Dec-2024)       ||      ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ   (06-Dec-2024)       ||      ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ   (06-Dec-2024)       ||      ବିଶ୍ଵ ଦରବାରରେ ପରିଚିତ ଶଲାବୁଢାଙ୍କ ପ୍ରତିମୂର୍ତ୍ତି ଜନ୍ମ ମାଟି ବିନିକାରେ ନିର୍ମାଣ ହେବ କେବେ ?   (06-Dec-2024)       ||      କୂଅ ରେ ପଡି ତିନି ବର୍ଷ ଶିଶୁ ପୁତ୍ର ଗୁରୁତର   (06-Dec-2024)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଲୋଇସିଂହା ଜମିଦାର ଜୟକୃଷ୍ଣ ସିଂ ରାଏ ଙ୍କ ଶୋକସଭା କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Dec-2024)       ||      ଏନ ଡି ୟୁ ଜେ ର ସାଧାରଣ ବୈଠକ ଓ ନୂତନ କର୍ମକର୍ତା ଚୟନ    (06-Dec-2024)       ||      ସାହିତ୍ୟ ଏକାଡେମୀର ବାଙ୍ଗାଲୁରୁ କୋଠାକୁ ତିନି ତାରକା ମାନ୍ୟତା   (05-Dec-2024)       ||      ଲରାସରା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉଦଯାପିତ        (05-Dec-2024)       ||     

HOME   ଜିଲ୍ଲା

ବାତ୍ୟା ଜୱାଦ ଯୋଗୁଁ କେନ୍ଦ୍ରାପଡ଼ା ଅଂଚଳରେ   ନାହିଁ ନଥିବା କ୍ଷୟକ୍ଷତି

06-Dec-2021



କେନ୍ଦ୍ରାପଡ଼ା(ଶିବ ପ୍ରସାଦ ସେନାପତି) : ବାତ୍ୟା ଜୱାଦ ସମଗ୍ର କେନ୍ଦ୍ରାପଡ଼ା ଅଂଚଳରେ   ନାହିଁ ନଥିବା କ୍ଷୟକ୍ଷତି ଘଟାଇଛି । ଏହି  ଜିଲ୍ଲାର ଗରଦପୁର ବ୍ଲକ ଅର୍ନ୍ତଗତ ବଡ଼ବେତରା ଗ୍ରାମ ପଞ୍ଚାୟତରେ  ଧାନ ଫସଲର ବ୍ୟାପକ କ୍ଷତି ହୋଇଛି | ଧାନସବୁ ପାଚି ବିଲରେ ଛିଡ଼ା ହୋଇଥିବା ବେଳେ ପ୍ରଥମେ ପବନ ତାକୁ ପକାଇଦେଲା | ପରେ ବ୍ୟାପକ ବର୍ଷା ଯୋଗୁ ଏବେ ସବୁ ଧାନ ବିଲରେ ପାଣି ଛିଡ଼ା ହୋଇଛି | ପାଚିଲାଧାନ ବିଲରେ ଗଜା ହୋଇଯିବାର ସମ୍ଭାବନା ଦେଖାଦେଇଛି | ଚାଷୀକୂଳ ମୁଣ୍ଡରେ ହାତ ଦେଇ ବସିଛନ୍ତି |   କ୍ଷତିଗ୍ରସ୍ତ ଚାଷୀଙ୍କୁ ଆର୍ଥୀକ କ୍ଷତି ପୂରଣ ଦିଆଯିବା ନିମନ୍ତେ ସାଧାରଣରେ ଦୃଢ ଦାବି ହୋଇଛି ।

ବାତ୍ୟା ଜୱାଦ ଯୋଗୁ  ପଞ୍ଚାୟତର ବଡ଼ବେତରା, ଭାରିଗୋଳ, କୁସୁନପୁର, ପଟିକିରା ପ୍ରଭୃତ ଗ୍ରାମରେ ଶହ ଶହ ଏକର ଚାଷଜମିରେ ପାଣି ଜମିଥିବାରୁ ଧାନ ଫସଲ ଅମଳ କରିବା ଆଶା ମଉଳି ଯିବାକୁ ବସିଛି | ଚଳିତ ବର୍ଷ ସ୍ଥାନୀୟ ଅଂଚଳର ଚାଷୀମାନେ ସ୍ଥାନୀୟ ବିଭିନ୍ନ ଜାତୀୟ କରଣ ବ୍ୟାଙ୍କ, ସମବାୟ ସମିତି,ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ ଋଣ ଆଣି ଏପରିକି କେତେକ ଚାଷୀ ଗାଁ ମହାଜନଙ୍କ ଠାରୁ ହାତ ଊଧାରୀ ଆଣି ଧାନଚାଷ କରିଥିଲେ ।

ଚଳିତ ବର୍ଷ ଏହି ଅଂଚଳରେ ଧାନ ଫସଲ ବେଶ ଭଲ ହୋଇଥିଲା । ଫଳରେ ଧାନ ଫସଲ ଉତ୍ପାଦନ ନିମନ୍ତେ ଚାଷୀ ବ୍ୟଗ୍ର ହୋଇ ଉଠୁଥିଲା ବେଳେ ଆକସ୍ମିକ ଭାବେ ବାତ୍ୟା ଜୱାଦ ଚାଷୀ ମୁଣ୍ଡରେ ଏକ ରକମ ଚଡକ ପକାଇଥିଲା । ସ୍ଥାନୀୟ ଅଂଚଳର ପ୍ରାୟ ଅଧିକାଂଶ ଜମିରେ ଧାନ ଫସଲ ସମ୍ପୂର୍ଣ୍ଣ ପାଚି ଯାଇଛି । ଚାଷୀ ଧାନ କାଟିବା ନିମନ୍ତେ ପ୍ରସ୍ତୁତ ହେଉଥିଲା ବେଳେ ଏହି ବାତ୍ୟା ଚାଷୀ ନିମନ୍ତେ ଦାଉ ସାଜିଛି । ସରକାର ଏଥିପ୍ରତି ତୁରନ୍ତ ଧ୍ୟାନ ଦେଇ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   06-Dec-2024
  ଜିଲ୍ଲା  
ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   06-Dec-2024
  ଜିଲ୍ଲା  
କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   06-Dec-2024
  ଜିଲ୍ଲା  
ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   06-Dec-2024
  ଜିଲ୍ଲା  
କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   06-Dec-2024
  ଜିଲ୍ଲା  
ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   06-Dec-2024
  ଜିଲ୍ଲା  
ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   06-Dec-2024
  ଜିଲ୍ଲା  
ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା   06-Dec-2024
  ରାଜ୍ୟ  
ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   06-Dec-2024
  ଜିଲ୍ଲା  
ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    06-Dec-2024
  ରାଜ୍ୟ  
ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   06-Dec-2024

You Might Also Like