-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||     

HOME   ଜିଲ୍ଲା

ମାରୁତି ସୁଜୁକି ର ନିଉ ସେଲେରୀଓ ଲଞ୍ଚିଙ୍ଗ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କଲେ ସୁବର୍ଣ୍ଣପୁର ଏସ. ପି - ଯୋଗ ଦେଲେ ଚୋଲା, ମହିନ୍ଦ୍ରା ଓ ସୁନ୍ଦରମ ଫାଇନାନ୍ସ

07-Dec-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) : ମାରୁତି ସୁଜୁକି ଏରିନା ଓଡିଶୀ ମୋଟର୍ସ ସୋନପୁର ଆନୁକୂଲ୍ୟରେ ମାରୁତି ସୁଜୁକି ର ନିଉ ସେଲେରୀଓ ଲଞ୍ଚିଙ୍ଗ କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର ଏସପି ଶ୍ରୀ ସୀତାରାମ ଶତପଥି ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଶୁଭ ଉଦଘାଟନ କରି ପ୍ରୋପାଇଟର ତଥା ଯୁବ ଉଦ୍ୟୋଗୀ ଓ 

ଫାଇନାନ୍ସ କମ୍ପାନୀ ଙ୍କୁ  ପ୍ରଶଂସା କରିଥିଲେ l ଏଥିରେ ସେଣ୍ଟ୍ରାଲ ବ୍ୟାଙ୍କ,  ବ୍ୟାଙ୍କ ଅଫ ଇଣ୍ଡିଆ, ଏଚ ଡି ଏଫ ସି,  ବ୍ୟାଙ୍କ ଅଫ ବରୋଦା ର ମ୍ୟାନେଜର ଙ୍କ ସମେତ ଚୋଲା, ମହିନ୍ଦ୍ରା ଏଣ୍ଡ ମହିନ୍ଦ୍ରା ଓ ସୁନ୍ଦରମ ଫାଇନାନ୍ସ କମ୍ପାନୀ, ମାରୁତି ଜେନେରାଲ ମ୍ୟାନେଜର ଉଦୟ ତିୱାରୀ, ସୋନପୁର ଏକ୍ସ -ନଗରପାଳ ପ୍ରକାଶ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ମାରୁତି ସୋ- ରୁମ ମ୍ୟାନେଜର ଦାମୋଦର ପଣ୍ଡା ଙ୍କ ତତ୍ୱାବଧାନ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସୋ ରୁମ ର ଷ୍ଟାଫ କରୁଣାକର, ସୁବ୍ରାଂଶୁ ଚାନ୍ଦ, ଗୌରାଙ୍ଗ, ସୋବୋଦତ୍ତ, ଜଳେଶ୍ୱର ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ l ଏଥିରେ ଶତାଧିକ ଗ୍ରାହକ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026

You Might Also Like