-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||     

HOME   ଜିଲ୍ଲା

କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ, ୪ ଅନ୍ତେବାସୀ ଫେରର

08-Dec-2021



ବୀରମହାରାଜପୁର,  (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଉଫୁଲା ସୌରନଗର ସ୍ଥିତ ସ୍ଵଧାର ଗୃହରୁ ଜଣେ ନାବାଳିକା ସହ ୪ ଅନ୍ତେବାସୀ ଫେରାର୍ ହୋଇଥିବା ସୂଚନା ମିଳିଛି । ସ୍ଵଧାର ଗୃହ କର୍ମଚାରୀଙ୍କ ଅବହେଳା ଯୋଗୁଁ ଅନ୍ତେବାସୀମାନେ ଫେରାର୍ ହେଉଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ସମସ୍ତ ଅନ୍ତେବାସୀ ଶୋଇଥିବା ସମୟରେ କର୍ମଚାରୀ ଙ୍କ ତକିଆ ତଳୁ ଚାବି ନେଇ ଜଣେ ନାବାଳିକା ଙ୍କ ସହ ୪ ଜଣ ଅନ୍ତେବାସୀ ଫଛ ଗେଟ ଖୋଲି ଫେରର୍ ହୋଇଥିଲେ । ସକାଳୁ ଅନ୍ତେବାସୀ ମାନଙ୍କୁ ସ୍ଵଧାର ଗୃହରେ ନଥିବାରୁ କର୍ମଚାରୀ ମାନେ ଖୋଜାଖୋଜି କରିଥିଲେ । ମାତ୍ର କୌଣସି ଖବର ନମିଳିବାରୁ ସ୍ଵଧାର ଗୃହର ପରାମର୍ଶ ଦାତା ଲକ୍ଷ୍ମୀପ୍ରିୟା ଜେନା  ବୀରମହାରାଜପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଅନୁଯାୟୀ ୬ ବର୍ଷର ନାବାଳିକା ସହ ସୁମିତ୍ରା ମାଝୀ (୨୪ ),ସରୋଜିନୀ ବାଘ( ୨୮),ଜୟନ୍ତୀ ନାଏକ( ୩୩) ଫେରାର୍ ହୋଇଥିବା ଉଲ୍ଲେଖ ରହିଛି ।  ଏନେଇ ବୀରମହାରାଜପୁର ପୋଲିସ ତିନୋଟି ନିରୁଦ୍ଦିଷ୍ଟ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଏପର୍ଯ୍ୟନ୍ତ ଫେରାର୍ ହୋଇଥିବା ଅନ୍ତେବାସୀ ଙ୍କ କୌଣସି ସୁରାକ ମିଳିନଥିବା ଏ ଏସ ଆଇ ଅରବିନ୍ଦ ସାହୁ ପ୍ରକାଶ କରିଛନ୍ତି । ଏହି ସ୍ଵଧାର ଗୃହରୁ ଗତ ଛଅ ମାସ ଭିତରେ ଅନେକ ସମୟରେ ୩ ଥର ଅନ୍ତେବାସୀମାନେ ଫେରାର ହୋଇଛନ୍ତି ।   ସ୍ଵଧାର ଗୃହ କର୍ତ୍ତୃପକ୍ଷ ସୁରକ୍ଷା ପ୍ରତି ଦୃଷ୍ଟି ଦେଉନଥିବାରୁ ତଥା ଅବହେଳ  ମନମୁଖୀ  ଅବସ୍ଥାରେ ରହୁଥିବାରୁ ବିଭିନ୍ନ ସମୟରେ ଏଭଳି ଘଟଣା ଘଟୁଥିବା ଅଞ୍ଚଳରେ ଚର୍ଚ୍ଚା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026

You Might Also Like