-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||     

HOME   ଜିଲ୍ଲା

ପ୍ରାଥମିକ ବିଦ୍ୟାଳୟ ରୁ ଅଜଣା ମୃତ ଦେହ ଉଦ୍ଧାର

10-Dec-2021



ବଲାଙ୍ଗୀର (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଶୁଣ୍ଢିମୁଣ୍ଡା ଗାଁ ର ସରକାରୀ ପ୍ରାଥମିକ ସ୍କୁଲ ଭିତରୁ ଏକ ଅଜଣା ଗଳିତ ଶବ ଠାବ କରାଯାଇଛି ।ଶବରୁ ଦୁର୍ଗନ୍ଧ ହେଉଥିବାରୁ ଦୁଇ ତିନି ଦିନ ତଳର ଘଟଣା ବୋଲି ପୁଲିସ ସନ୍ଦେହ କରିଛି। ମୃତ୍ୟୁ ର କାରଣ ସ୍ପଷ୍ଟ ଜଣାପଡିନଥିବା ବେଳେ ହତ୍ୟା ସନ୍ଦେହ କରାଯାଉଛି  l ଘଟଣା ସ୍ଥଳକୁ ଟିଟିଲାଗଡ଼ ଏସ ଡି ପି ଓ  ସୁରେନ୍ଦ୍ର ଶତପଥୀ ଙ୍କ ନେତୃତ୍ୱରେ  ସିନ୍ଧେକେଲା ପୋଲିସ ଦଳ,ସାଇଣ୍ଟିଫିକ ଟିମ   ପହଞ୍ଚି ତଦନ୍ତ ଆରମ୍ଭ କରୁଥିବା ବେଳେ ମାଜିଷ୍ଟ୍ରେଟ ଭାବେ ଟିଟିଲାଗଡ଼ ତହସିଲଦାର କର୍ଣ୍ଣ ମଲ୍ଲିକ ଦାୟିତ୍ଵ ତୁଲାଇଛନ୍ତି  l ସ୍କୁଲ କୋଠରୀ ମଧ୍ୟରେ ଗଳିତ ଶବ ଜଣେ ଝିଅ ବୋଲି ଜଣାପଡୁଥିବା ବେଳେ କିଏ ଓ ସ୍କୁଲ ଭିତର କୁ କେମିତି ଆସିଲା ତାହା ଏବେ  ପ୍ରଶ୍ନବାଚୀ ସୃଷ୍ଟି କରୁଛି ? ଅନେକ ଦିନ ର ହୋଇଥିବାରୁ ଶବ ଫୁଲି  ଯାଇ ଥିବା ଦେଖିବାକୁ ମିଳିଛି lଏନେଇ ପ୍ରଧାନ ଶିକ୍ଷୟିତ୍ରୀ ଓ ସହକାରୀ ଶିକ୍ଷକଙ୍କ କହିବା କଥା ହେଲା ଶବ ଥିବା ସ୍କୁଲ ଗୃହ ଅନେକ ଦିନରୁ ପରିତ୍ୟକ୍ତ ଅବସ୍ଥାରେ ପଡି ରହିଥିବାରୁ ସେମାନେ ସେପଟେ ଯାଆନ୍ତି ନାହିଁ। ଘଟଣା ସମ୍ପର୍କରେ ପୋଲିସ ତରଫରୁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି କୌଣସି ପ୍ରତିକ୍ରିୟା ନିଆଯାଇ ନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026

You Might Also Like