-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

କବିତା ମନସ୍କ ଭାବର ସୁନ୍ଦର ଅଭିବ୍ୟକ୍ତି:ପକ୍ଷୀର ପର: ଡକ୍ଟର ସୁଧାଂଶୁବାଳା ତ୍ରିପାଠୀଙ୍କ କବିତା ସଂକଳନ-ପକ୍ଷୀର ପର ଲୋକାର୍ପିତ

12-Dec-2021



ବଲାଙ୍ଗୀର (ପ୍ରେରଣା ଖବର) : କବିତା ଭିତରେ କବିର ଆତ୍ମିକ ଅନୁଭବ ଅନେକ ସମୟରେ ପାଠକୀୟତାକୁ ଆପ୍ଲୁତ କରେ। ଜୀବନର ଯୁଗଯନ୍ତ୍ରଣାକୁ  କବି ଆପଣାର  କବିତାରେ ଉତାରିଦିଏ।ପ୍ରତିଟି ସୃଜନଶୀଳ ସ୍ରଷ୍ଟା ଅତୀତ ସହ ଆଗାମୀକୁ ନେଇ  ସାଧନା କରିବାକଥା।ସାଧନାର ସ୍ବର ପ୍ରକାଶିତ  କବୟତ୍ରୀ  ଡକ୍ଟର ସୁଧାଂଶୁବାଳା ତ୍ରିପାଠୀଙ୍କ କବିତା ସଂକଳନ  ପକ୍ଷୀରପର କବିତା  ସଂକଳନରେ। ଆଜି ସାମ୍ବାଦିକ ଭବନ ଠାରେ ଆୟୋଜିତ ଏହି ଲୋକାର୍ପଣ ସମାରୋହରେ ଅଧ୍ୟକ୍ଷତା କରିଥିଲେ ଶିକ୍ଷାବିତ ସନାତନ ଠାକୁର। ଅତିଥି ଭାବେ ଯୋଗ ଦେଇ ଥିଲେ  ନାଟ୍ଯଭୂଷଣ ଜଗଦାନନ୍ଦ ଛୁରିଆ, କବି ଭାଗିରଥି ମିଶ୍ର ଓ କବି ଡାକ୍ତର ମଂଜୁବାଳା ପଣ୍ଡା ।  କବୟତ୍ରୀ  ଡକ୍ଟର ସୁଧାଂଶୁବାଳା ତ୍ରିପାଠୀ ନିଜର ବକ୍ତବ୍ୟରେ ତାଙ୍କ  କାବ୍ୟ ମୟ ଅଭିବ୍ୟକ୍ତି  ଉପସ୍ଥାପନ କରିଥିଲେ ।   କବିତା  ସଂକଳନରୁ ଦଶଟି କବିତାକୁ ଆବୃତ୍ତି କରିଥିଲେ  ରତ୍ନମୟ ତ୍ରିପାଠୀ, ଲିଲି ପଟେଲ ,ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ଜ୍ୟୋତିରଂଜନ ମିଶ୍ର, ସ୍ନେହା ପ୍ରତ୍ୟାଶା ନନ୍ଦ, ଅଧ୍ୟାପକ କୌତୁକ ପନ୍ଦର, ଗଣେଶ ବାରିକ,ଅଧ୍ୟାପକ ଜଗନ୍ନାଥ ସାହୁ,ନବକିଶୋର ବେହେରା ଓ କସ୍ତୁରି ରଥ।    କବିତା  ଭିତରେ ଅନେକ ସମ୍ଭାବନା ଓ ନୂତନତା ଥିବା ତଥା ସହୃଦୟତା ସହ କବିତା କୁ ଅନୁଭବ କରିବା  କରିବାକୁ ଆହ୍ବାନ ଦେଇ କବିତା  ସଂକଳନ ସଂପର୍କରେ  ସମୀକ୍ଷାତ୍ମକ ଉପସ୍ଥାପନା କରିଥିଲେ  କବି  ସନ୍ଦୀପ କୁମାର କୁଅଁର ।  କବିତା ସଂକଳନ ର ଲୋକାର୍ପଣ  ପୂର୍ବରୁ  କାର୍ଯ୍ୟକ୍ରମ କୁ ସ୍ବାଗତ କରିଥିଲେ ରଂଜିତ ମିଶ୍ର ।ସମସ୍ତ କାର୍ଯ୍ୟକ୍ରମ କୁ  ସଂଯୋଜନା କରିଥିଲେ  କବି ରାଜୀବ ଲୋଚନ ଆଚାର୍ଯ୍ୟ । ଏହି ଅବସରରେ କବିତା ସଂକଳନର ପ୍ରଚ୍ଛଦ , ଅଳଙ୍କରଣ ଓ ଅନ୍ୟ  ସହଯୋଗୀ ଲଲାଟେନ୍ଦୁ ପଟନାୟକ, ବାସୁଦେବ ମେହେରଙ୍କୁ ସମ୍ମାନିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like