-+91-9937148622 |

prerana_bgr@rediffmail.com |

  Tuesday 5th July 2022 |

| | | |

R.N.I. Regd No. ODIODI/2010/46693

Breaking News

ମୁରିବାହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟକ୍ରମ    (05-Jul-2022)       ||      ଦନ୍ତୁରିତ ରାସ୍ତା କୁ ପିଚୁକରଣ କରିବାପାଇଁ ଜିଲ୍ଲାପାଳ ଙ୍କୁ ଅଭିଯୋଗ କଲେ   (05-Jul-2022)       ||      ମାଁ କ୍ରସରରେ ଅଘଟଣ,ନାଇଟ୍ରୋଜେନ ଗ୍ୟାସସିଣ୍ଡର ବ୍ଲାଷ୍ଟରୁ ୩ଜଣ ଶ୍ରମିକ ଗୁରୁତର   (05-Jul-2022)       ||      ମହର୍ଷି ବୁଦ୍ଧରାମ ଡିଗ୍ରୀ କଲେଜରେ ବନ ମହୋତ୍ସବ କାର୍ଯ୍ୟକ୍ରମ    (05-Jul-2022)       ||      ବାରହା ମାଂସ ,ଦେଶୀ ବନ୍ଧୁକ ସହ ଜଣେ ଗିରଫ,   (05-Jul-2022)       ||      ବନମହୋତ୍ସବ ପାଳିତ   (05-Jul-2022)       ||      ମୁରିବ।ହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟ କର୍ମ।   (05-Jul-2022)       ||      ସିନ୍ଧେକେଲା ନିଶାନୀ ପାହାଡ ରେ ବନୀକରଣ   (05-Jul-2022)       ||      ରାଣୀପୁର ଝରିଆଲ ରେ ଶ୍ରାବଣ ମେଳା ପାଇଁ ପ୍ରସ୍ତୁତି ବୈଠକ। ପାନୀୟଜଳ, ଆଲୋକ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳା କୁ ଗୁରୁତ୍ବ   (05-Jul-2022)       ||      ଜଗତା ଘାଇ ପୁନଃରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଦୁର୍ନୀତି, ଖବର ସଂଗ୍ରହ ରେ ଯାଇଥିବା ସାମ୍ବାଦିକ ଙ୍କୁ ପେଟି କଣ୍ଟ୍ରାକ୍ଟର ତଥା କାଳିମେଘି ପଞ୍ଚାୟତ ର ସରପଞ୍ଚଙ୍କ ସ୍ୱାମୀଙ୍କ ଦବଙ୍ଗଗିରି   (04-Jul-2022)       ||      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା   (04-Jul-2022)       ||      ସଙ୍କୁଳ ସାମୂହିକ ଆଚାର୍ଯ୍ୟ କର୍ମଶାଳା ଉଦ୍‌ଯାପିତ    (04-Jul-2022)       ||      ଅର୍ଦ୍ଧେନ୍ଦୁ ଦାସଙ୍କ ଗିରଫ ପ୍ରତିବାଦରେ କୋକସରା ବ୍ଲକ୍ ସାମ୍ବାଦିକ ସଙ୍ଘ ପକ୍ଷରୁଏକ ଦାବିପତ୍ର ପ୍ରଦାନ   (04-Jul-2022)       ||      କୁରୁଲ ରାମଜୀ ହାଇସ୍କୁଲର ପୁରାତନ ବିଦ୍ୟାର୍ଥୀ ମାନଙ୍କ ମୋ’ ସ୍କୁଲ ଯୋଜନା ର ବୈଠକ   (04-Jul-2022)       ||      ରଥଯାତ୍ରା ଅବସରରେ ଅଂକୁର ସାହିତ୍ୟ ସଂସଦ ତରଫରୁ ଭକ୍ତି କବିତା ଆସର    (04-Jul-2022)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା    (04-Jul-2022)       ||      ଯୋଗୀଶର୍ଡ଼ା ପ୍ରାଥମିକ କୃଷି ସମବାୟ ସମିତି ର ନବ ନିର୍ବାଚିତ ସଭ୍ୟ ମାନଙ୍କୁ ନେଇ ସମ୍ବର୍ଦ୍ଧନା ସଭା    (04-Jul-2022)       ||      ସ୍ଵଚ୍ଛ ଭାରତ ସଂଗଠନ ଓ ମାହେଶ୍ୱରୀ ସଂଗଠନ ର ମିଳିତ ସହଯୋଗରେ ପଲିଥିନ ମୁକ୍ତ ସଚେତନତା କାର୍ଯ୍ୟକ୍ରମ    (04-Jul-2022)       ||      ମୁରିବାହାଲରେ ଓଡିଶା ଆଦର୍ଶ ବିଦ୍ୟାଳୟ ୧୦୦ ବିଶିଷ୍ଟ ଛାତ୍ରୀ ନିବାସ ଉଦଘାଟନ ଅଞ୍ଚଳ ର ବହୁତ ଦିନର ଦାବି ପୁରଣ    (04-Jul-2022)       ||      ଭାରତୀୟ ଶିକ୍ଷାବ୍ଯବସ୍ଥାର ରୂପାନ୍ତରଣ ଶୀର୍ଷକ ଜାତୀୟ ଆଲୋଚନାଚକ୍ର   (04-Jul-2022)       ||     

HOME   ଖେଳ

ବ୍ଲକ ସ୍ତରୀୟ ସ୍ପୋର୍ଟସ ମିଟ ୨୦୨୧   ଫୁଟବଲ ଫାଇନାଲରେ ଯୋଗୀଶର୍ଡl ଓ ସରଗାଡ଼            

25-Dec-2021



ଲୋଇସିଂହା (ବିନୋଦ କୁମାର ଦୀପ ) ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡ। ମିନି ଷ୍ଟାଡିୟମରେ ଚାଲିଥିବା, ନେହେରୁ ଯୁବକେନ୍ଦ୍ର ବଲାଙ୍ଗୀର ଓ ଆଥଲେଟିକ ଏସୋସିଏସନ ଝାରମୁଣ୍ଡା ଆନୁକୂଲ୍ୟରେ ତ୍ରୀ ଦିବସିୟ ବ୍ଲକ ସ୍ତରୀୟ ସ୍ପୋର୍ଟସ ମିଟ ୨୦୨୧ ର ଦ୍ଵିତୀୟ ଦିବସ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଆୟୋଜିତ ଭଳିବଲରେ କୁଟୁରାପଲି ବିଜୟୀ ହୋଇଥିବା ବେଳେ ଫୁଟବଲ ରେ ଯୋଗୀଶର୍ଡl ଓ ସରଗାଡ଼  ଦଳ ଫାଇନାଲରେ ପ୍ରବେଶ କରିଛନ୍ତି l ଏହି ଅବସରରେ  ନିମନ୍ତ୍ରିତ ଅତିଥି ଭାବେ ବ୍ଲକ କଂଗ୍ରେସ କମିଟି  ସଭାପତି ଅରବିନ୍ଦ ସାହୁ, ଝାରମୁଣ୍ଡ। ସରପଞ୍ଚ ସୁନୀଲ ଅଗ୍ରୱାଲ ଓ ବ୍ଲକ ସାମ୍ୱାଦିକ ସଙ୍ଘ ସଭାପତି ସରୋଜ ବିଶ୍ୱାଳ ଯୋଗଦେଇଥିଲେ l ପ୍ରଥମ ଦିବସରେ ବଲାଙ୍ଗୀର ସାଂସଦଙ୍କ ଲୋଇସିଂହା ବ୍ଲକ ପ୍ରତିନିଧି ବାଳକୃଷ୍ଣ ଧରୁଆ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ  ଭାବେ ଉଦ୍ଘାଟନ କରିଥିଲେ l ଖେଳ ପରିଚାଲନା ସୁଧାଂଶୁ ମହସକୁର, ଗୁଣମଣି ସେଠ ଓ ସୁଧାଂଶୁ ଥନାପତି ଦାୟିତ୍ୱ ତୁଲାଇଥିବା ବେଳେ ସଭାପତି ଶ୍ୟାମ ସୁନ୍ଦର ମେହେର, ସମ୍ପାଦକ ସଚ୍ଚିଦାନନ୍ଦ ସାହୁ,ମନୋଜ ଧରୁଆ, କାଳିଚରଣ ବଗର୍ତ୍ତି, ବିନୋଦ ଧରୁଆ, କାର୍ତ୍ତିକ କର୍ତ୍ତି, ଆନନ୍ଦ  ଧରୁଆ, ଗୌର କୁମ୍ଭାର ପ୍ରମୁଖ ପରିଚାଳନରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁରିବାହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟକ୍ରମ   05-Jul-2022
  ଜିଲ୍ଲା  
ଦନ୍ତୁରିତ ରାସ୍ତା କୁ ପିଚୁକରଣ କରିବାପାଇଁ ଜିଲ୍ଲାପାଳ ଙ୍କୁ ଅଭିଯୋଗ କଲେ   05-Jul-2022
  ରାଜ୍ୟ  
ମାଁ କ୍ରସରରେ ଅଘଟଣ,ନାଇଟ୍ରୋଜେନ ଗ୍ୟାସସିଣ୍ଡର ବ୍ଲାଷ୍ଟରୁ ୩ଜଣ ଶ୍ରମିକ ଗୁରୁତର   05-Jul-2022
  ଜିଲ୍ଲା  
ମହର୍ଷି ବୁଦ୍ଧରାମ ଡିଗ୍ରୀ କଲେଜରେ ବନ ମହୋତ୍ସବ କାର୍ଯ୍ୟକ୍ରମ   05-Jul-2022
  ଜିଲ୍ଲା  
ବାରହା ମାଂସ ,ଦେଶୀ ବନ୍ଧୁକ ସହ ଜଣେ ଗିରଫ,   05-Jul-2022
  ଜିଲ୍ଲା  
ବନମହୋତ୍ସବ ପାଳିତ   05-Jul-2022
  ଜିଲ୍ଲା  
ମୁରିବ।ହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟ କର୍ମ।   05-Jul-2022
  ଜିଲ୍ଲା  
ସିନ୍ଧେକେଲା ନିଶାନୀ ପାହାଡ ରେ ବନୀକରଣ   05-Jul-2022
  ଜିଲ୍ଲା  
ରାଣୀପୁର ଝରିଆଲ ରେ ଶ୍ରାବଣ ମେଳା ପାଇଁ ପ୍ରସ୍ତୁତି ବୈଠକ। ପାନୀୟଜଳ, ଆଲୋକ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳା କୁ ଗୁରୁତ୍ବ   05-Jul-2022
  ଜିଲ୍ଲା  
ଜଗତା ଘାଇ ପୁନଃରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଦୁର୍ନୀତି, ଖବର ସଂଗ୍ରହ ରେ ଯାଇଥିବା ସାମ୍ବାଦିକ ଙ୍କୁ ପେଟି କଣ୍ଟ୍ରାକ୍ଟର ତଥା କାଳିମେଘି ପଞ୍ଚାୟତ ର ସରପଞ୍ଚଙ୍କ ସ୍ୱାମୀଙ୍କ ଦବଙ୍ଗଗିରି   04-Jul-2022
  ଜିଲ୍ଲା  
ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା   04-Jul-2022
  ଜିଲ୍ଲା  
ସଙ୍କୁଳ ସାମୂହିକ ଆଚାର୍ଯ୍ୟ କର୍ମଶାଳା ଉଦ୍‌ଯାପିତ   04-Jul-2022

You Might Also Like