-+91-9937148622 |

prerana_bgr@rediffmail.com |

  Saturday 20th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   (20-Apr-2024)       ||      ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    (20-Apr-2024)       ||      ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି    (20-Apr-2024)       ||      ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   (19-Apr-2024)       ||      ମଦ କାରବାରରେ ଜଣେ ଗିରଫ   (19-Apr-2024)       ||      ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   (19-Apr-2024)       ||      ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    (19-Apr-2024)       ||      ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   (19-Apr-2024)       ||      ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   (19-Apr-2024)       ||      ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   (19-Apr-2024)       ||      "ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   (19-Apr-2024)       ||      ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   (19-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||      ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   (18-Apr-2024)       ||     

HOME   ଖେଳ

ବ୍ଲକ ସ୍ତରୀୟ ସ୍ପୋର୍ଟସ ମିଟ ୨୦୨୧   ଫୁଟବଲ ଫାଇନାଲରେ ଯୋଗୀଶର୍ଡl ଓ ସରଗାଡ଼            

25-Dec-2021



ଲୋଇସିଂହା (ବିନୋଦ କୁମାର ଦୀପ ) ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡ। ମିନି ଷ୍ଟାଡିୟମରେ ଚାଲିଥିବା, ନେହେରୁ ଯୁବକେନ୍ଦ୍ର ବଲାଙ୍ଗୀର ଓ ଆଥଲେଟିକ ଏସୋସିଏସନ ଝାରମୁଣ୍ଡା ଆନୁକୂଲ୍ୟରେ ତ୍ରୀ ଦିବସିୟ ବ୍ଲକ ସ୍ତରୀୟ ସ୍ପୋର୍ଟସ ମିଟ ୨୦୨୧ ର ଦ୍ଵିତୀୟ ଦିବସ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଆୟୋଜିତ ଭଳିବଲରେ କୁଟୁରାପଲି ବିଜୟୀ ହୋଇଥିବା ବେଳେ ଫୁଟବଲ ରେ ଯୋଗୀଶର୍ଡl ଓ ସରଗାଡ଼  ଦଳ ଫାଇନାଲରେ ପ୍ରବେଶ କରିଛନ୍ତି l ଏହି ଅବସରରେ  ନିମନ୍ତ୍ରିତ ଅତିଥି ଭାବେ ବ୍ଲକ କଂଗ୍ରେସ କମିଟି  ସଭାପତି ଅରବିନ୍ଦ ସାହୁ, ଝାରମୁଣ୍ଡ। ସରପଞ୍ଚ ସୁନୀଲ ଅଗ୍ରୱାଲ ଓ ବ୍ଲକ ସାମ୍ୱାଦିକ ସଙ୍ଘ ସଭାପତି ସରୋଜ ବିଶ୍ୱାଳ ଯୋଗଦେଇଥିଲେ l ପ୍ରଥମ ଦିବସରେ ବଲାଙ୍ଗୀର ସାଂସଦଙ୍କ ଲୋଇସିଂହା ବ୍ଲକ ପ୍ରତିନିଧି ବାଳକୃଷ୍ଣ ଧରୁଆ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ  ଭାବେ ଉଦ୍ଘାଟନ କରିଥିଲେ l ଖେଳ ପରିଚାଲନା ସୁଧାଂଶୁ ମହସକୁର, ଗୁଣମଣି ସେଠ ଓ ସୁଧାଂଶୁ ଥନାପତି ଦାୟିତ୍ୱ ତୁଲାଇଥିବା ବେଳେ ସଭାପତି ଶ୍ୟାମ ସୁନ୍ଦର ମେହେର, ସମ୍ପାଦକ ସଚ୍ଚିଦାନନ୍ଦ ସାହୁ,ମନୋଜ ଧରୁଆ, କାଳିଚରଣ ବଗର୍ତ୍ତି, ବିନୋଦ ଧରୁଆ, କାର୍ତ୍ତିକ କର୍ତ୍ତି, ଆନନ୍ଦ  ଧରୁଆ, ଗୌର କୁମ୍ଭାର ପ୍ରମୁଖ ପରିଚାଳନରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   20-Apr-2024
  ରାଜନୀତି  
ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    20-Apr-2024
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି   20-Apr-2024
  ଜିଲ୍ଲା  
ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   19-Apr-2024
  ଜିଲ୍ଲା  
ମଦ କାରବାରରେ ଜଣେ ଗିରଫ   19-Apr-2024
  ଜିଲ୍ଲା  
ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   19-Apr-2024
  ରାଜନୀତି  
ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    19-Apr-2024
  ଜିଲ୍ଲା  
ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   19-Apr-2024
  ରାଜନୀତି  
ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   19-Apr-2024
  ଜିଲ୍ଲା  
ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   19-Apr-2024

You Might Also Like