-+91-9937148622 |

prerana_bgr@rediffmail.com |

  Saturday 9th December 2023 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକରେ ଶିକ୍ଷକ ମାନଙ୍କୁ ଟାବଲେଟ ବଣ୍ଟନ   (09-Dec-2023)       ||      ଡାବୁଗାଁ ରେ ଭୀମଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (09-Dec-2023)       ||      ଭାନପୁର ରେ ଏଚ୍.ଡି.ଏଫ୍. ସି ବ୍ୟାଙ୍କ୍ ର ୠଣ ମେଳା ଅନୁଷ୍ଠିତ   (09-Dec-2023)       ||      ଯୁବକଙ୍କ ସଂଗଠନ ବିରୋଧୀ ମନ୍ତବ୍ୟ: ମାହେଶ୍ୱରୀ ସଂଗଠନ ତରଫରୁ ଥାନାରେ ଅଭିଯୋଗ    (08-Dec-2023)       ||      ତୁରେକେଲା ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା (ନୂଆଁ ଓ) ଆନୁକୁଲ୍ୟରେ ସଚେତନତା କାର୍ଯ୍ୟକ୍ରମ   (08-Dec-2023)       ||      ବୌଦ୍ଧ ଆଦର୍ଶ ଡ଼ିଗ୍ରୀ ମହାବିଦ୍ୟାଳୟରେ ନୁଆଁ -ଓ, ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ତରଫରୁ ସାଂସ୍କୃତିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ   (08-Dec-2023)       ||      ୨୪ ପ୍ରହରୀ ନାମଯଜ୍ଞ ରେ ଯୋଗଦେଲେ ବିଧାୟକ   (08-Dec-2023)       ||      ଲୋଇସିଂହା ମହାବିଦ୍ୟାଳୟ ରେ ନୂଆ-ଓ କାର୍ଯ୍ୟକ୍ରମ ତରଫରୁ ସାମାଜିକ ସଚେତନତା ମୂଳକ କାର୍ଯ୍ୟକ୍ରମ ଆରମ୍ଭ   (08-Dec-2023)       ||       ଦେଇଥିଲେ ମନ୍ତ୍ରୀ,  ଖାଇଦେଲେ ଯନ୍ତ୍ରୀ:   ଲରିଆବାହାଲ ସେମେଲ ବନ୍ଧ ମାଟି କାମରେ ମହାଦୁର୍ନୀତି ଅଭିଯୋଗ   (08-Dec-2023)       ||      ସତ୍ୟବାଦୀ କଲେଜରେ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ   (08-Dec-2023)       ||      ନାକ୍ଟିଦେଉଳ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ   (08-Dec-2023)       ||      ବାଟଗାଁର ଯୁବକକୁ ଗାଡି ଚଢାଇ ହତ୍ୟା ଅଭିଯୋଗରେ ସାହେବୀ ସରପଞ୍ଚଙ୍କ ସମେତ ୩ ଗିରଫ , କୋର୍ଟ ଚାଲାଣ    (08-Dec-2023)       ||      ସୁବଳୟା ସରସ୍ବତୀ ମନ୍ଦିରରେ ବାର୍ଷିକ ଉତ୍ସବ   (08-Dec-2023)       ||      ଉଗ୍ର ଆଂଚଳିକ ବୈଷମ୍ୟର ଶୀକାର, ସରକାରଙ୍କ ୧୯ଟି ସିଙ୍ଗଲ ୱିଣ୍ଡୋ ପ୍ରକଳ୍ପ ମଂଜୁରୀରୁ ବାଦ୍ ପଡିଲା ବଲାଙ୍ଗୀର, ନାଗରିକ କମିଟିର ତୀବ୍ର ପ୍ରତିକ୍ରିୟା    (08-Dec-2023)       ||      ନର୍ଲା ପ୍ରେସ ଆସୋସିଏସନ ର ଏକ ସାଧାରଣ ବୈଠକ ଅନୁଷ୍ଠିତ l   (08-Dec-2023)       ||      ତୃତୀୟ ଦିନରେ ମଦଭାଟିରେ ଆୟକର ଚଢାଉ... ୧୫୬ ବସ୍ତା ନୋଟରୁ ଗଣାଯାଇଛି ୬ଟି, ୭ମେସିନରେ ଚାଲିଛି ଗଣତି   (08-Dec-2023)       ||      ବଲାଙ୍ଗିର : ୧୦ ରୁ ସର୍ବଭାରତୀୟ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ     (08-Dec-2023)       ||      ପାଟଣାଗଡରେ ବ୍ଲକ୍ ସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା ଶିବିର। ବିଧାୟକ ଙ୍କ ଦ୍ଵାରା ବିଜୁ କନ୍ୟା ରତ୍ନ ଯୋଜନାର ଶୁଭାରମ୍ଭ।   (08-Dec-2023)       ||      ମଦବ୍ୟବସାୟୀଙ୍କ ଘରେ ଆୟକର ଚଢାଉ... ସୁଦପଡା ଭାଟିରୁ ପ୍ରାୟ ୨୦୦କୋଟି ଓ ଟିଟିଲାଗଡରୁ ୨୦କୋଟି ଟଙ୍କା ଜବତ   (08-Dec-2023)       ||      ବିଳାସପୁର-କିରକିଚିପାଲି ରାସ୍ତା ପାଲଟିଛି ମରଣଯନ୍ତା, ମାସେ ମଧ୍ୟରେ ରାସ୍ତା ନହେଲେ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେବେ ଗ୍ରାମବାସୀ    (08-Dec-2023)       ||     

HOME   ଜିଲ୍ଲା

ରେଙ୍ଗାଲି ଉଚ୍ଚ ବିଦ୍ୟାଳୟର କମ୍ପ୍ୟୁଟର ଲେବ୍ ଉଦ୍‌ଘାଟନ କଲେ ନରସିଂହ, ନିଜ ପୁରୁଣା ନିର୍ବାଚନ ମଣ୍ଡଳୀରେ ନରସିଂହଙ୍କ ଭବ୍ୟ ସମ୍ବର୍ଦ୍ଧନା

05-Jan-2022



ବଲାଙ୍ଗିର, (ପ୍ରେରଣା ଖବର) ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ନିଜ ପୁରାତନ ନିର୍ବାଚନ ମଣ୍ଡଳି ଲୋଇସିଂହାର ରେଙ୍ଗାଲି ଠାରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ କମ୍ପ୍ୟୁଟର ଲେବ୍ କୁ ଉଦ୍‌ଘାଟନ କରିଛନ୍ତି । ରେଙ୍ଗାଲି ବିଦ୍ୟାଳୟ ଯାହାକି ୩୦ ରୁ ୩୫ ବର୍ଷ ତଳେ ସେଠାକାର କିଛି ବୁଦ୍ଧିଜିବି ଏକ ଗାଈ ଗୁହାଳରେ ଆରମ୍ଭ କରିଥିଲେ । ଦିନ ବେଳା ପିଲାମାନେ ପାଠ ପଢୁଥିବା ବେଳେ ସନ୍ଧ୍ୟାରେ ସେଠାରେ ଗାଈମାନେ ରହୁଥିଲେ । ସେପରି ଏକ ବିଦ୍ୟାଳୟକୁ ଲୋକଙ୍କ ଆଗ୍ରହ ଓ ଅନୁରୋଧ କ୍ରମେ ବର୍ତ୍ତମାନର ବଲାଙ୍ଗିର ବିଧାୟକ ତତ୍‌କାଳିନ ଆଇନମନ୍ତ୍ରୀ ନରସିଂହ ମିଶ୍ର ସ୍କୁଲ ପାଇଁ ସରକାରୀ ସ୍ୱିକୃତି ଆଣିବା ସହ ୧୯୯୪ ମସିହାରେ ଏହି ସ୍କୁଲକୁ ଗୁହାଳ କୋଠାରେ ପରିବର୍ତ୍ତନ କରିବା ପାଇଁ ଭିତ୍ତି ପ୍ରସ୍ତର ଦେଇଥିଲେ । ସେଥି ପାଇଁ ସେତେବେଳେର ଲୋକେ ଆଜି ପର୍ଯ୍ୟନ୍ତ ଲୋକେ ଶ୍ରୀ ମିଶ୍ରକୁ ଭୁଲି ପାରିନାହାନ୍ତି । ବିଧାୟକ ଶ୍ରୀ ମିଶ୍ର ଗାଁ କୁ ପହଞ୍ôଚଲା ବେଳେ ସେଠାକାର ଆବାଳ ବୃଦ୍ଧ ବନିତା ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦେଇଥିଲେ । କମ୍ୟୁଟର ଲେବ୍ ଉଦ୍‌ଘାଟନି ପରବର୍ତ୍ତି ସଭାରେ ନିଜ ବକ୍ତବ୍ୟରେ ସେ କହିଥିଲେ ଆମେ ଶିକ୍ଷା ଓ ଏ ଅଂଚଳର ବିକାଶ ପାଇଁ ରାଜନୀତି ଚିନ୍ତାଧାରାରୁ ଉର୍ଦ୍ଧ୍ୱରେ ରହିବାକୁ ହେବ ଏବଂ ଛାତ୍ରମାନେ ଶୃଙ୍ଖଳିତ ହେବା ସହ ସେମାନଙ୍କ ଶିକ୍ଷା ପ୍ରତି ଅଭିଭାବକ ଓ ଶିକ୍ଷକମାନେ ଯତ୍ନବାନ ହେବା ଦରକାର ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବରେ ଉଦୟ ସିଂ ଠାକୁର ଏହି ବିଦ୍ୟାଳୟକୁ ଆଗାମୀ ଦିନରେ ମହାବିଦ୍ୟାଳୟର କରିବା ଉପରେ ଯୁକ୍ତି ଉପସ୍ଥାପନ କରିବା ସହ ବିଧାୟକ ଶ୍ରୀ ମିଶ୍ରଙ୍କ ଆଗରେ ଏହାର ସଫଳତା ପାଇଁ ଅନୁରୋଧ ଏବଂ ଦାବି କରିଥିଲେ । ପ୍ରଧାନ ଶିକ୍ଷୟତ୍ରୀ ବନବାସୀ ଛତ୍ରିଆଙ୍କ ସଭାପତିତ୍ୱରେ ହୋଇଥିବା ଏହି ସଭାରେ ଡ. ଜଗନ୍ନାଥ ସାହୁ ମଂଚ ପରିଚାଳନା କରିଥିଲେ । ଦିନମିତ୍ର ବାଗ ବିବରଣୀ ପାଠ କରିଥିଲେ ଏବଂ ସୀତାରାମ ଭୋଇ ସମ୍ମାନପତ୍ର ପାଠ କରିବା ସହ ହୃଷିକେଶ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ବିବତ୍ସ ପଟେଲ, ପଟେଲ ପାତ୍ର, କୁଶଧ୍ୱଜ ଗଡତ୍ୟା, କପିଳେଶ୍ୱର ଦଣ୍ଡସେନା, ଘନଶ୍ୟାମ ବାଗ, ପ୍ରେମରାଜ ରାଜପୁତ, ସରପଂଚ ଘାସିରାମ ରାଜପୁତ ପ୍ରମୁଖ ମଂଚାସିନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକରେ ଶିକ୍ଷକ ମାନଙ୍କୁ ଟାବଲେଟ ବଣ୍ଟନ   09-Dec-2023
  ଜିଲ୍ଲା  
ଡାବୁଗାଁ ରେ ଭୀମଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   09-Dec-2023
  ଜିଲ୍ଲା  
ଭାନପୁର ରେ ଏଚ୍.ଡି.ଏଫ୍. ସି ବ୍ୟାଙ୍କ୍ ର ୠଣ ମେଳା ଅନୁଷ୍ଠିତ   09-Dec-2023
  ଜିଲ୍ଲା  
ଯୁବକଙ୍କ ସଂଗଠନ ବିରୋଧୀ ମନ୍ତବ୍ୟ: ମାହେଶ୍ୱରୀ ସଂଗଠନ ତରଫରୁ ଥାନାରେ ଅଭିଯୋଗ   08-Dec-2023
  ଜିଲ୍ଲା  
ତୁରେକେଲା ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା (ନୂଆଁ ଓ) ଆନୁକୁଲ୍ୟରେ ସଚେତନତା କାର୍ଯ୍ୟକ୍ରମ   08-Dec-2023
  ଜିଲ୍ଲା  
ବୌଦ୍ଧ ଆଦର୍ଶ ଡ଼ିଗ୍ରୀ ମହାବିଦ୍ୟାଳୟରେ ନୁଆଁ -ଓ, ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ତରଫରୁ ସାଂସ୍କୃତିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ   08-Dec-2023
  ଜିଲ୍ଲା  
୨୪ ପ୍ରହରୀ ନାମଯଜ୍ଞ ରେ ଯୋଗଦେଲେ ବିଧାୟକ   08-Dec-2023
  ଜିଲ୍ଲା  
ଲୋଇସିଂହା ମହାବିଦ୍ୟାଳୟ ରେ ନୂଆ-ଓ କାର୍ଯ୍ୟକ୍ରମ ତରଫରୁ ସାମାଜିକ ସଚେତନତା ମୂଳକ କାର୍ଯ୍ୟକ୍ରମ ଆରମ୍ଭ   08-Dec-2023
  ରାଜ୍ୟ  
 ଦେଇଥିଲେ ମନ୍ତ୍ରୀ,  ଖାଇଦେଲେ ଯନ୍ତ୍ରୀ:   ଲରିଆବାହାଲ ସେମେଲ ବନ୍ଧ ମାଟି କାମରେ ମହାଦୁର୍ନୀତି ଅଭିଯୋଗ   08-Dec-2023
  ଜିଲ୍ଲା  
ସତ୍ୟବାଦୀ କଲେଜରେ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ   08-Dec-2023
  ଜିଲ୍ଲା  
ନାକ୍ଟିଦେଉଳ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ   08-Dec-2023
  ଜିଲ୍ଲା  
ବାଟଗାଁର ଯୁବକକୁ ଗାଡି ଚଢାଇ ହତ୍ୟା ଅଭିଯୋଗରେ ସାହେବୀ ସରପଞ୍ଚଙ୍କ ସମେତ ୩ ଗିରଫ , କୋର୍ଟ ଚାଲାଣ   08-Dec-2023

You Might Also Like