-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||     

HOME   ଦେଶ ବିଦେଶ

ମହାକାଶରୁ ମତଦାନ

30-Sep-2020




ଆସନ୍ତା ନଭେମ୍ବର ୩ତାରିଖ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଦିନ ଧାର୍ଯ୍ୟ ହୋଇଛି। ଆମେରିକାରେ ନିର୍ବାଚନ ପ୍ରଚାର ସରଗରମ ହୋଇଥିବା ବେଳେ ମହାକାଶରେ ବି ଏହି ପ୍ରଭାବ ଦେଖାଯାଇଛି। ଏଥର ଆମେରିକା ନିର୍ବାଚନରେ ମହାକାଶରୁ ମତଦାନ ହେବ। ନାସାର ମହିଳା ମହାକାଶ ଯାତ୍ରୀ ୪୧ବର୍ଷୀୟ କ୍ୟାଥଲିନ୍‍ ରୁବିନ୍‍ସ ଆସନ୍ତା ଅକ୍ଟୋବରରେ ୬ମାସ ପାଇଁ ମହାକାଶ ଯାତ୍ରା କରିବେ। ସେଠାରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ରୁବିନ୍‍ସ ଏବଂ ତାଙ୍କ ସାଥୀମାନେ ରହଣି କରିବେ। ତେଣୁ ନଭେମ୍ବର ନିର୍ବାଚନ ଲାଗି ମହାକାଶରୁ ମତଦାନ କରିବେ ସେ। ୨୦୧୬ ଜୁଲାଇ ୭ରେ ନାସାର ୬୦ତମ ମହିଳା ମହାକାଶଯାତ୍ରୀ ଭାବେ ସେ ମହାକାଶକୁ ଯାଇଥିଲେ ଏବଂ ୧୧୫ଦିନ ରହି ଫେରିଆସିଥିଲେ। ଏଥର ନିର୍ବାଚନ ସମୟକୁ ପୃଥିବୀରେ ରହୁନଥିଲେ ମଧ୍ୟ ଜଣେ ଦାୟିତ୍ୱବାନ୍‍ ନାଗରିକ ଭାବେ ସେ ମହାକାଶରୁ ପ୍ରାୟ ୩୨୨ କିଲୋମିଟର ଦୂରରୁ ମତଦାନ କରିବେ ବୋଲି କହିଛନ୍ତି। ଏପରି କରିବାରେ ରୁବିନ୍‍ସ ସମ୍ଭବତଃ ବିଶ୍ୱର ପ୍ରଥମ ମହିଳା ମହାକାଶଯାତ୍ରୀ ହେବେ। ସେ ମିଶନ୍‍ କଣ୍ଟ୍ରୋଲରଙ୍କୁ ଇଲେକ୍ଟ୍ରୋନିକ ଭୋଟ୍‍ ଦ୍ୱାରା ନିଜ ମତ ପଠାଇବେ ଯାହା ମିଶନ କଣ୍ଟ୍ରୋଲ ପୃଥିବୀର ନିର୍ବାଚନ କମିଟିକୁ ପଠାଇବେ। ନାସା ନିଜ ମହାକାଶଚାରୀମାନଙ୍କ ମତଦାନକୁ ବେଶ୍‍ ସୁରକ୍ଷିତ ରଖିଥାଏ। ଏମାନଙ୍କୁ ମହାକାଶରୁ ମତଦାନ ଲାଗି ସ୍ୱତନ୍ତ୍ର ଅନୁମତି ମିଳେ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026

You Might Also Like