-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ବରଗଡ଼ - ଚ୍ଛତିଶଗଡ଼ ବ୍ୟବସାୟୀ ଙ୍କ ଠାରୁ ସୁନା ଗହଣା ଲୁଟ୍ ଘଟଣା- ଗିରଫ ହେଲେ 6 ଅଭିଯୁକ୍ତ

13-Nov-2020



 ବରଗଡ଼, (ମୁକୁନ୍ଦ ଦାସ) - ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଛତିଶଗଡ଼ ବ୍ୟବସାୟୀଙ୍କ ସୁନା ଗହଣା ଓ ନଗଦ ଟଙ୍କା ଲୁଟ୍‌ ମାମଲାର ପର୍ଦ୍ଦାଫାଶ ହୋଇଛି। ସୋହେଲା ପୋଲିସ ଏହି ମାମଲାରେ ୬ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୋହେଲାର ରବି ବରିହା, ବଣ୍ଟି ଦାସ, ରମେଶ ଗଡ଼ତିଆ, ନାରାୟଣ ବାଗ ,କାର୍ତ୍ତିକ ଷଣ୍ଢ ଏବଂ ଖଇରଟ ଗ୍ରାମର ମହେନ୍ଦ୍ର ସାହୁ। ସେମାନଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ, ଗତ ୬ ତାରିଖ ଛତିଶଗଡ଼ ରାଜ୍ୟ ରାୟପୁରରେ ରହଥିବା ସାଗର ଜୈନଙ୍କ ଏସ୍‌.ଏସ. ଜଏଲାରୀ ଦୋକାନର ୨ ଜଣ କର୍ମଚାରୀ ସୁନା ବ୍ୟବସାୟ ପାଇଁ ଏକ କାର୍‌ ଯୋଗେ ବରଗଡ଼ ଜିଲାକୁ ଆସିଥିଲେ। ତେବେ ସେମାନେ ବରମକେଲାକୁ ଫେରୁଥିବା ବାଟରେ ଘଟଣା ଦିନ ରାତି ପ୍ରାୟ ୧୯ଟାରେ ଉପରୋକ୍ତ ଅଭିଯୁକ୍ତମାନେ ଏକ କମାଣ୍ଡର ଜିପରେ ଆସି ସେମାନଙ୍କଠାରୁ ୮୦୦ ଗ୍ରାମର ସୁନା ଗହଣା ଏବଂ ନଗଦ ୧ ଲକ୍ଷ ୫୭ ହଜାର ଟଙ୍କା ଲୁଟି ନେଇଥିବା ପୋଲିସରେ ଅଭିଯୋଗ ହୋଇଥିଲା। ଅନୁସନ୍ଧାନ କରି ପୋଲିସ ଉପରୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ବ୍ୟବହୃତ କମାଣ୍ଡର ଜିପ୍‌(ନଂ-ଓଆର ୧୫ଏ ୬୧୮୫)କୁ ଜବତ କରିଛି। ସେହିପରି ଲୁଟ୍‌ ହୋଇଥିବା ସୁନା ଗହଣା, ନଗଦ ଟଙ୍କା ମଧ୍ୟରୁ ପୋଲିସ ୪୬୦ ଗ୍ରାମ ସୁନା ଗହଣା ଏବଂ ନଗଦ ୫୦ ହଜାର ଟଙ୍କା ଉଦ୍ଧାର କରିବାରେ ସକ୍ଷମ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like