-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||     

HOME   ରାଜ୍ୟ

ବିଜୁ ଛାତ୍ର ଜନତା ଦଳର ସମ୍ବଲପୁର, ନବରଙ୍ଗପୁର, ଝାରସୁଗୁଡ଼ା, ସୁନ୍ଦରଗଡ ଜିଲ୍ଲାର ନୂତନ ଜିଲ୍ଲା କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା।

13-Nov-2020



ଭୁବନେଶ୍ବର (ପ୍ରେରଣା ଖବର) - ଆଜି ରାଜ୍ୟ ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଦଳର ଛାମୁଆ ଛାତ୍ର ସଂଗଠନକୁ ସୁଦୃଢ ଓ କ୍ରିୟାଶୀଳ କରିବା ପାଇଁ ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ସମ୍ବଲପୁର, ନବରଙ୍ଗପୁର, ଝାରସୁଗୁଡ଼ା ସୁନ୍ଦରଗଡ ଜିଲ୍ଲାର ନୂତନ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ଏହି କମିଟିରେ ଜିଲ୍ଲାର ସଂଗ୍ରାମୀ ଛାତ୍ର ନେତା ମାନଙ୍କୁ ସାମିଲ କରାଯାଇଛି। ଏହା ସହିତ ନୂତନ ଜିଲ୍ଲା କମିଟିରେ ଜିଲ୍ଲା ସଭାପତି ସମେତ ୧୦ ଜଣ ଜିଲ୍ଲା ଉପସଭାପତି,୧୦ ଜଣ ଜିଲ୍ଲା ସାଧାରଣ ସମ୍ପାଦକ,୨୦ ଜଣ ସମ୍ପାଦକ ଏବଂ ୨ ଜଣ ସୋସିଆଲ ମିଡିଆ କୋଡିନେଟ୍ ର ଭାବେ ନିଯୁକ୍ତି ପାଇଛନ୍ତି ବୋଲି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି। ଏହି ନୂତନ କମିଟି ଫଳରେ ଛାତ୍ର ସମାଜର ରାଜନୈତିକ କ୍ରିୟାଶୀଳ ତାରେ ବିଶେଷ ଯୋଗଦାନ ହୋଇପାରିବ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026

You Might Also Like