-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   (29-Mar-2024)       ||      ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   (29-Mar-2024)       ||      ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   (29-Mar-2024)       ||      ୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||     

HOME   ଜିଲ୍ଲା

ଆସ୍ଥା ଫାଉଣ୍ଡେସନ ଟ୍ରଷ୍ଟର ଦ୍ୱିତୀୟ ବାର୍ଷିକଉତ୍ସବ, ଏକ ନିଆରା ଢଙ୍ଗ ରେ କୁଆଖାଇ ବଞ୍ଚାଓ ଅଭିଯାନ

27-Jan-2022



ଭୁବନେଶ୍ୱର:- ୭୩ତମ ଗଣତନ୍ତ୍ର ଦିବସ ଏବଂ ଆସ୍ଥା ଫାଉଣ୍ଡେସନର ଦିତ୍ୱୀୟ ବାର୍ଷିକ ଉତ୍ସବ ଅବସରରେ ମହାମାରୀ କରୋନା ର କଟକଣା ପାଇଁ କୌଣସି ପ୍ରକାର ଫଙ୍କସନ ପାଇଁ ଅନୁମତି ମିଳି ପାରିଲା ନାହିଁ । ସେଥିପାଇଁ ଆସ୍ଥା ଫାଉଣ୍ଡେସନ ତାର ଦିତ୍ୱୀୟ ବାର୍ଷିକ ଉତ୍ସବକୁ ସେବାକାର୍ଯ୍ୟ ମାଧ୍ୟମରେ ନିଆରା ଢଙ୍ଗରେ ଜଳ ସୁରକ୍ଷା ରୂପରେ ପାଳନ କରିଛି ଏବଂ ସରକାରଙ୍କ କରୋନା ନିୟମ ଅନୁସାରେ ଅଳ୍ପ କିଛି ସଦସ୍ୟ ଏବଂ ସଦସ୍ୟା ମାନଙ୍କ ସହିତ ଜଳ ସୁରକ୍ଷା ଦିଗରେ କାଯ୍ୟକ୍ରମ ମାଧ୍ୟମରେ ପାଳନ କରିଥିଲା

ଏହି କାଯ୍ୟକ୍ରମକୁ ନାଚ, ଗୀତ, ଆକ୍ଟିଙ୍ଗ ଏବଂ ସଚେତନତା ବାର୍ତ୍ତା ମାଧ୍ୟମରେ ଜଳ ସୁରକ୍ଷା ଏବଂ ଭବିଷ୍ୟତ ସୁରକ୍ଷା ପାଇଁ ଏକ ଭିନ୍ନ ଉପାୟରେ ପାଳନ କରାଯାଇଥିଲା

ଏହି କାଯ୍ୟକ୍ରମ ରେ ଆସ୍ଥା ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ଶୁଭକାନ୍ତ ସାମଲ, ନାରାୟଣ ସ୍ୱାଇଁ, ସନ୍ତୋଷ ଦାଶ, ଦୈତାରୀ ସେନାପତି,  ସୁଶାନ୍ତ ପଟ୍ଟନାୟକ, ମାନସ ଥାଟୋଇ, ଲକ୍ଷ୍ମୀପ୍ରିୟା ବେହେରା, ସୁପ୍ରଭା ସାହୁ ଓ ଅଭିପ୍ସା ତ୍ରିପାଠୀ ପ୍ରମୁଖ ଯୋଗଦାନ ଦେଇ ଏହାକୁ ସଫଳତା ର ଶିର୍ଷରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   29-Mar-2024
  ଜିଲ୍ଲା  
ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   29-Mar-2024
  ଜିଲ୍ଲା  
ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   29-Mar-2024
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024

You Might Also Like