-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଜିଲ୍ଲା

ରାମଚନ୍ଦ୍ରପୁର ସରକାରୀ ଡାକ୍ତରଖାନା ପରିସରରେ ରୋଗୀ କଲ୍ୟାଣ କମିଟିର  ବୈଠକ - ଯୋଗ ଅଭ୍ୟାସ ଲନ୍ ଓ ଔଷଧୀୟ ବୃକ୍ଷ ଉଦ୍ୟାନ ଲୋକାର୍ପିତ  

13-Nov-2020



ବଲାଙ୍ଗିର,(ସନ୍ତୋଷ କୁମାର ଠ।କୁର)- ଆଜି ପବିତ୍ର ଧନନ୍ତ୍ୱରୀ ପୂଜା ଓ ବିଶ୍ୱ ଆୟୁର୍ବେଦ ଦିବସ ଅବସରରେ ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ସରକାରୀ ଡାକ୍ତରଖାନା ପରିସରରେ ରୋଗୀ କଲ୍ୟାଣ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ପରିଷଦ ସଭ୍ୟ ସୁଶୀଲ କୁମାର ଚାନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏନ୍‌ଆର୍‌ଏଚ୍‌ଏମ୍ ର ଡିପିଏମ୍ ମୃତ୍ୟୁଞ୍ଜୟ ମୁଣ୍ଡ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଦେଓଗାଁ ଚିକିତ୍ସା ଅଧିକାରୀ ଡ. ସୁରେନ୍ଦ୍ର ପାରକିଆ, ବନ୍ଧପଡା ହାଇସ୍କୁଲର ପ୍ରଧାନଶିକ୍ଷକ ସଂକୀର୍ତ୍ତନ ବାଗ ପ୍ରମୁଖ ଅତିଥି ଭାବରେ ଯୋଗ ଦେଇ ଲୋକ ମାନଙ୍କୁ ସ୍ୱାସ୍ଥ୍ୟ ସଚେତନ କରାଇଥିଲେ । ଏହି ଅବସରରେ ଡାକ୍ତରଖାନ ପରିସରରେ ଏକ ଯୋଗ ଅଭ୍ୟାସ ଲନ୍ ଓ ଔଷଧୀୟ ବୃକ୍ଷ ଉଦ୍ୟାନକୁ ମୁଖ୍ୟ ଅତିଥି ଲୋକାର୍ପିତ କରିଥିଲେ ।

ରାମଚନ୍ଦ୍ରପୁରର ଯୁବ ସଂଗଠକ ମନୋଜ ପଟେଲଙ୍କୁ ସମ୍ମାନିତ କରାଯାଇଥିଲା । ଦେଓଗାଁ ବ୍ଲକ ପ୍ରୋଗ୍ରାମ ଅଫିସର କୁମୁଦ ରଂଜନ  ନାୟକ  କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ରାମଚନ୍ଦ୍ରପୁର ଆୟୁଷ ଡାକ୍ତର ଲଳିତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ବନ୍ଧପଡା ଆୟୁଷ ଡାକ୍ତର ଡା. ସୁମିତ୍ରା ଦାଶ, ଫାର୍ମାସିଷ୍ଟ ରାଜୁ ମେହେର, ରମେଶ ମହାକୁର, ମହିଳା ସ୍ଵାସ୍ଥ୍ୟ କର୍ମୀ ଦମୟନ୍ତୀ ବାରିକ, ରିଙ୍କି ତ୍ରିପାଠୀ, ସନ୍ତୋଷ ଚନ୍ଦନ, ଧୃବ ବାଗ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିବା ସହ ନିଜସ୍ୱ ମତାମତ ଉପସ୍ଥାପନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like