-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଅପରାଧ

ସାରା ରାଜ୍ୟରେ ଚାଞ୍ଚଲ୍ଯକର ଘଟଣା - ଗୋଟିଏ ପରିବାରର ୬ ଜଣ ଙ୍କୁ ନିର୍ମମ ହତ୍ୟା ଘଟଣାର ଟେର ପାଉନି ପୋଲିସ।

13-Nov-2020



ବଲାଙ୍ଗୀର, (ପ୍ରେରଣା ଖବର) -ସାରା ରାଜ୍ୟରେ ପଟଣାଗଡ଼ ସଅଁରାପଡାରେ ଗୋଟିଏ ପରିବାରର ୬ ଜଣଙ୍କୁ ନିର୍ମମ ହତ୍ୟା ଘଟଣାରେ କୂଳ କିମ୍ବା କିଛି ଟେର ପାଉନି ପୋଲିସ । ଏହି ରହସ୍ୟମୟ ଘଟଣା ପଛରେ କେଉଁ କାରଣ ଯୋଡିହୋଇ ରହିଛି ତାହାକୁ ଠାବ କରାଯାଇ ପାରିନି । ପୂର୍ବ ଶତୃତା ଏହା ପଛର ଏକ ବଡ କାରଣ ହୋଇପାରେ ବୋଲି ଅନୁମାନ ଲଗାଇଛି ପୋଲିସ । ଏହା ପୂର୍ବରୁ ବୁଲୁ ଜାନୀଙ୍କ ବଡପୁଅକୁ ହତ୍ୟା କରାଯାଇଥିଲା ବୋଲି ଜଣାପଡିଛି ।

ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସଅଁରାପଡ଼ାରେ ଗୋଟିଏ ପରିବାରର ଛଅଜଣଙ୍କୁ ହତ୍ୟା ଘଟଣା ସାରାରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଛି। ଆଜି ଶୋକାକୁଳ ପରିବେଶ ମଧ୍ୟରେ 
୬ ଜଣଙ୍କ ମୃତଦେହକୁ ଦାହ କରାଯାଇଛି। ଅନ୍ୟପକ୍ଷରେ, ଏହି ଘଟଣାରେ ପୋଲିସ ୨ ଭାଇଙ୍କୁ ଅଟକ ରଖିଥିବାବେଳେ ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।
ସୂଚନା ଅନୁସାରେ, ଭୁବନେଶ୍ୱରର ଷ୍ଟେସନରୋଡରେ ରହୁଥିବା ମୃତ ବୁଲୁ ଜାନୀଙ୍କ ପୁଅ ସରୋଜ, ବିକାଶ, ରାଜେଶ, ସମୀର ଓ ଶ୍ରୀଲାଲ ଗୁରୁବାର ପହଞ୍ଚିବା ପରେ ବାପା-ମାଆ, ଭାଇ-ଭଉଣୀଙ୍କ କ୍ଷତବିକ୍ଷତ ମୃତଦେହ ଦେଖିବାକୁ ସାହାସ କରି ନଥିଲେ। ଦୁଃଖରେ ମ୍ରିୟମାଣ ହୋଇପଡିଥିବା ପୁଅ, ତିନିବୋହୂ ହତ୍ୟାକାରୀଙ୍କୁ ଫାଶୀ ଦିଅ ବୋଲି ଦାବି କରିଥିଲେ। ଯଦି ହତ୍ୟାକାରୀଙ୍କୁ ଫାଶୀ ଦିଆ ନଯାଏ, ତାହେଲେ ଜାନୀ ପରିବାରର ବଞ୍ଚି ରହିଥିବା ସମସ୍ତ ସଦସ୍ୟଙ୍କୁ ଫାଶୀ ଦେବାକୁ ସେମାନେ ଅନୁରୋଧ କରିଥିଲେ। ବାପା-ମାଆ ଓ ଭାଇ-ଭଉଣୀଙ୍କୁ ହରାଇବା ପରେ କାହା ମୁହଁ ଦେଖି ବଞ୍ଚିବେ ବୋଲି ଭାବବିହ୍ୱଳ କଣ୍ଠରେ ସେମାନେ କହୁଥିଲେ। ପୋଲିସ ଜାନୀ ପରିବାର ସଦସ୍ୟମାନଙ୍କୁ ଗୁଡେଇ ତୁଡେଇ ବିଭିନ୍ନ ପ୍ରଶ୍ନ ପଚାରିବା ପରେ ସମସ୍ତ ସଦସ୍ୟ ପହଞ୍ଚିଥିଲେ ଡାକ୍ତରଖାନାରେ। ବାପା-ମାଆ ଓ ଭାଇ-ଭଉଣୀଙ୍କ କ୍ଷତବିକ୍ଷତ ମୃତଦେହ ଦେଖିବା ପରେ ସେଠାରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ଗୋଟିଏ ଗାଡିରେ ୬ ଶବ ନିଆଯାଇଥିବା ବେଳେ ୩ ଜଣ ଡାକ୍ତର ଶବ ବ୍ୟବଚ୍ଛେଦ କରିଥିଲେ। ବ୍ୟବଚ୍ଛେଦ ପରେ ମାୟାବତୀ ନଦୀକୂଳ ଶ୍ମଶାନରେ ସେବା ଚ୍ୟାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଶେଷକୃତ୍ୟ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like