-+91-9937148622 |
prerana_bgr@rediffmail.com |
Sunday 1st October 2023 |
R.N.I. Regd No. ODIODI/2010/46693
Breaking News
03-Feb-2022
ବୀରମହାରାଜପୁର,ମୁର୍ଷୁଣ୍ଢି(ଆର୍ତ୍ତତ୍ରାଣ ଖୁର୍ଡିଆ): ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅଧିନସ୍ଥ କଦଳୀପାଲି ଗ୍ରାମରେ ମାଁ ମାଉଳି କ୍ରିକେଟ୍ କପ କମିଟୀ ଓ ପଶ୍ଚିମ୍ ଓଡ଼ିଶା ଯୁବା ମଞ୍ଚର ମିଳିତ ପ୍ରୟାସରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ବୀରମହାରାଜପୁର ଉପଖଣ୍ଡୀୟ ପୁଲିସ ଅଧିକାରୀ ଡୋଲାମଣି ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିବିରକୁ ଉଦଘାଟନ୍ କରିଥିଲେ । ଶିବିରରୁ ୩୨ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା ।