-+91-9937148622 |

prerana_bgr@rediffmail.com |

  Thursday 18th April 2024 |

| | | |

R.N.I. Regd No. ODIODI/2010/46693

Breaking News

“ପ୍ରେରଣାର” ୧୯ତମ ସ୍ୱନକ୍ଷତ୍ରଦିବସ ପାଳିତ.. ଲୋକଙ୍କ ସହଭାଗିତାରେ ବଲାଙ୍ଗୀରର ବିକାଶ ଆଗେଇଛି-କଳିକେଶ   (18-Apr-2024)       ||      ଚୈତ୍ର ନବରାତ୍ର ପର୍ବ ସମ୍ପନ୍ନ   (18-Apr-2024)       ||      ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ   (17-Apr-2024)       ||      ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା   (17-Apr-2024)       ||      ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   (17-Apr-2024)       ||      ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   (17-Apr-2024)       ||      ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   (17-Apr-2024)       ||      ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   (17-Apr-2024)       ||      ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   (16-Apr-2024)       ||      ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ    (16-Apr-2024)       ||      ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   (16-Apr-2024)       ||      ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   (16-Apr-2024)       ||      ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   (16-Apr-2024)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   (16-Apr-2024)       ||      ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   (15-Apr-2024)       ||      ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   (15-Apr-2024)       ||      ଛିଣ୍ଡୁନି କଣ୍ଟାବାଞ୍ଜିର ଅଛିଣ୍ଡାଗଣିତ... ନୀରୁପମା ମାଝିଙ୍କ ସପକ୍ଷରେ ବାହାରିଲା ଆଦିବାସୀକଲ୍ୟାଣସଂଘ   (15-Apr-2024)       ||      ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି   (15-Apr-2024)       ||      ସୋନପୁର ରେ ପ୍ରିୟବ୍ରତ ଓ ବୀରମହାରାଜପୁର ପାଇଁ କଂଗ୍ରେସ ର ପ୍ରାର୍ଥୀ ହେଲେ ପ୍ରଦୀପ   (15-Apr-2024)       ||      ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ   (15-Apr-2024)       ||     

HOME   ମନୋରଞ୍ଜନ

ମୁନ ଟିଭିର ନୂଆ ଚଳଚ୍ଚିତ୍ର "ଲଭ୍ ଫିଭର" ପୋଷ୍ଟର ଉନ୍ମୋଚିତ

12-Feb-2022



ଭୁବନେଶ୍ୱର,:କୋରୋନା ଛାଟ ଭିତରେ ମୁନ ଟିଭି କରି ଚାଲିଛି ରେକର୍ଡ ପରେ ରେକର୍ଡ । ଓଲିଉଡକୁ ଦେଉଛି ଗୋଟିଏ ପରେ ଗୋଟିଏ ଫିଲ୍ମ ।  ଆଜି ଏକ ବର୍ଣାଢ୍ୟ ପରିବେଶ ମଧ୍ୟରେ ଦେଇଛି ଅନେକ କିଛି  ଭଲ ଖବର । ଭୁବନେଶ୍ଵର ଠାରେ ଏକ ଫିଲ୍ମ ର ସୁଟିଂ ଶେଷ ଘୋଷଣା ସହ, "ଲଭ ଫିବର"ର ପୋଷ୍ଟର ରିଲିଜ୍, " ଲଭ ଇମ୍ପସିବୁଲ"ର ଅଡିଓ ରିଲିଜ଼, "ଲଭ 420 " ଓ "ତୁ ସେଇ ନୀଳ ନୟାନା" ର ଫାଷ୍ଟ ଲୁକ ରିଲିଜ଼ କରିଛି । ଏହାସହ "ପ୍ରେମ କେବେ ହାରେନା" ର ଶୁଭ ମହୁରତ ଅନୁଷ୍ଠିତ ହୋଇଯାଇଛି l

     ଏହି ଅବସରରେ "ଲଭ୍ ଫିଭର" ର ପୋଷ୍ଟର ରିଲିଜ୍ ହୋଇଥିଲା।
ଏଥିରେ ମୁଖ୍ୟ ଭୂମିକାରେ ରାଜବୀର , ବନ୍ଦନା ପରମାଣିକ, ପିଣ୍ଟୁ ନନ୍ଦ, ଅଶ୍ରୁମୋଚନ, ଅସୀତ ପତି,ପୁଷ୍ପା ପଣ୍ଡା,ସନ୍ତୋଷ ପଣ୍ଡା, ମୀନକେତନ। ନିର୍ଦ୍ଦେଶନା ଦାୟିତ୍ୱରେ ଅଛନ୍ତି ଚନ୍ଦନ ଜାନା ଓ ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱରେ ପି କୁମାର।
ପୋଷ୍ଟର ରିଲିଜ୍ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଶଶୀ କୁମାର ଦାସ, ପ୍ରଯୋଜକ ସଚ୍ଚିକାନ୍ତ ଜେନା, ରମେଶ ବାରିକ, ପ୍ରଶାନ୍ତ ମାର୍ଥା, ପ୍ରସନ୍ନ ଦ୍ବିବେଦୀ, ଡଃ ରଜନୀରଞ୍ଜନ ପ୍ରମୁଖ ଉପସ୍ଥିତ ଥିଲେ ଓ ରିପୋର୍ଟ ଦେଇଛନ୍ତି ଅମୃତ ନନ୍ଦ l
ଚଳଚ୍ଚିତ୍ର ଟି ଆସନ୍ତା ହୋଲି ଅବସରରେ ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ ପ୍ରକାଶ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ପ୍ରେରଣାର” ୧୯ତମ ସ୍ୱନକ୍ଷତ୍ରଦିବସ ପାଳିତ.. ଲୋକଙ୍କ ସହଭାଗିତାରେ ବଲାଙ୍ଗୀରର ବିକାଶ ଆଗେଇଛି-କଳିକେଶ   18-Apr-2024
  ଜିଲ୍ଲା  
ଚୈତ୍ର ନବରାତ୍ର ପର୍ବ ସମ୍ପନ୍ନ   18-Apr-2024
  ଜିଲ୍ଲା  
ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ   17-Apr-2024
  ଜିଲ୍ଲା  
ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା   17-Apr-2024
  ରାଜନୀତି  
ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   17-Apr-2024
  ଜିଲ୍ଲା  
ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   17-Apr-2024
  ଜିଲ୍ଲା  
ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   17-Apr-2024
  ଜିଲ୍ଲା  
ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   17-Apr-2024
  ଜିଲ୍ଲା  
ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   16-Apr-2024
  ଜିଲ୍ଲା  
ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ   16-Apr-2024
  ଜିଲ୍ଲା  
ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   16-Apr-2024
  ଜିଲ୍ଲା  
ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   16-Apr-2024

You Might Also Like