-+91-9937148622 |

prerana_bgr@rediffmail.com |

  Thursday 28th March 2024 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସଂସ୍କୃତ ପରିଷଦ ବଲାଙ୍ଗିରର ବୈଠକ   (27-Mar-2024)       ||      ପେଲେସ ଲାଇନ ରାଧାକୃଷ୍ଣ ମନ୍ଦିରରେ ହରିହର ଭେଟ   (27-Mar-2024)       ||      ସିନ୍ଧେକେଲା କଟକିଆ ସମାଜ ଦ୍ୱାରା ଅଷ୍ଟପ୍ରହରି ଓ ଫାଲଗୁନ ଉତ୍ସବ ଉଦଯାପିତ   (27-Mar-2024)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ହୋଲି ଉତ୍ସବ ପାଳନ ମେଲୋଡି ସଂଗୀତ ଓ ନାଚ ରେ ଖୁବ୍ ମଜା ନେଲେ ସହର ବାସୀ   (27-Mar-2024)       ||     

HOME   ମହାନଗର

ପ୍ରଥମ ଥର ପାଇଁ ଦାଦାଗିରି ଚଳଚ୍ଚିତ୍ର ରେ ଏକାଠି ହେଲେ ଦୁଇ ସୁପରଷ୍ଟାର

17-Feb-2022



"ଦାଦାଗିରି" ରେ ଏକାଠି ହେଲେ ପ୍ରଥମ ଥର ପାଇଁ ଦୂଇ ସୁପରଷ୍ଟାର

ପ୍ରଥମ ଥର ପାଇଁ ଅଭିନେତା ଅନୁଭବ ଙ୍କ ମେଗା ରିଆଲିଟି ଗେମ୍ ସୋ "ଦାଦାଗିରି" ରେ ଅଭିନେତା ବାବୁଶାନ୍ ଅତିଥି ଭାବେ ଭାଗ ନେବା ସହ ମଉଜ ମସ୍ତି କଲେ।
ଫିଲ୍ମ ବାଳୁଙ୍ଗା ଟୋକା ର ଶୀର୍ଷ ସଙ୍ଗୀତ ରେ ନାଚିଲେ ଓଡ଼ିଶାର ଦୁଇ ସୁପରଷ୍ଟାର ଅନୁଭବ ଓ ବାବୁଶାନ୍।
ଅଭିନେତା ଅନୁଭବ ମହାନ୍ତି ଙ୍କ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଆଇ ଲଭ ୟୁ ର କଳାକାର ନମ୍ରତା ଥାପା, ପିଣ୍ଟୁ ନନ୍ଦ, ପ୍ରଯୋଜକ

ଟୁଟୁ ନାୟକ, କଣ୍ଠଶିଳ୍ପୀ ଟି ସୈ।ରୀ , ଜୀ ସାର୍ଥକ ର ଲୋକପ୍ରିୟ ଧାରାବାହିକ ର ଅଭିନେତ୍ରୀ ଲିପ୍ସା ମିଶ୍ର,ଜୀନା ସାମଲ,ଜେସୀ ସାମଲ, ତୃପ୍ତି ମିରାମ୍ବିକା, ପ୍ରମୁଖ ଦାଦାଗିରି ହୃଦୟ ରୁ ରେ ଭାଗ ନେଇ ଦର୍ଶକ ଙ୍କ ମନୋମୋହି ସାରିଛନ୍ତି।
ସୁପରଷ୍ଟାର ବାବୁଶାନ୍ ଙ୍କ ଅଧ୍ୟାୟ ଟି ଆସନ୍ତା ଶନିବାର ୧୯ ଫେବୃଆରୀ ରେ ଦାଦାଗିରିର  ପ୍ରସାରଣ ହେବ।
ଏହି ଅଧ୍ୟାୟ ରେ ବାବୁଶାନ୍ ଅନୁଭବ ଙ୍କ ସହ ଗେମ୍ ଖେଳିବା ସହ ନିଜ ଚଳଚ୍ଚିତ୍ର ର ଗୀତ ଓ ନୃତ୍ୟ ମଧ୍ୟ କରିବାର ଦେଖିବାକୁ ମିଳିବ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024
  ଜିଲ୍ଲା  
କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   27-Mar-2024
  ଜିଲ୍ଲା  
ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   27-Mar-2024
  ଜିଲ୍ଲା  
ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   27-Mar-2024
  ଜିଲ୍ଲା  
ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ   27-Mar-2024

You Might Also Like