-+91-9937148622 |

prerana_bgr@rediffmail.com |

  Saturday 20th April 2024 |

| | | |

R.N.I. Regd No. ODIODI/2010/46693

Breaking News

ପଲସାଗୋରାରେ ବିଜେପିର ବଡ଼ ମିଶ୍ରଣ ପର୍ବ ଧର୍ମେନ୍ଦ୍ରଙ୍କ ଉପସ୍ଥିତିରେ ଶତାଧିକ ନେତା ଧରିଲେ ପଦ୍ମ   (20-Apr-2024)       ||      ମେଦନା ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ12 ଲିଟର ବିଦେଶୀ ମଦ ଜବତ,ଜଣ ଗିରଫ   (20-Apr-2024)       ||      ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   (20-Apr-2024)       ||      ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    (20-Apr-2024)       ||      ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି    (20-Apr-2024)       ||      ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   (19-Apr-2024)       ||      ମଦ କାରବାରରେ ଜଣେ ଗିରଫ   (19-Apr-2024)       ||      ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   (19-Apr-2024)       ||      ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    (19-Apr-2024)       ||      ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   (19-Apr-2024)       ||      ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   (19-Apr-2024)       ||      ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   (19-Apr-2024)       ||      "ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   (19-Apr-2024)       ||      ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   (19-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||     

HOME   ମନୋରଞ୍ଜନ

ନୂଆ ଓଡ଼ିଆ ସିନେମା ଉଦଣ୍ଡୀ ସୀତା

19-Feb-2022



ଭୁବନେଶ୍ୱର : ‘ସୀତା ଲୋ ଆଜି ଜଳୁଛି ଯାହାର ଚିତା ଲୋ’ । ଏ ଗୀତ ସବୁବେଳେ ଦର୍ଶକଙ୍କ ହୃଦୟକୁ ଛୁଇଁଛି । ଯେତେବେଳେ ଯେଉଁଠି ଏ ଗୀତ ବାଜିଛି ଦର୍ଶକ ୧୯୯୨ ମସିହାକୁ ଫେରିଛନ୍ତି ଆଉ ଖୋଜିଛନ୍ତି ଉଦଣ୍ଡୀ ସୀତାକୁ। ଆଜି ଠିକ୍‌ ୩୦ ବର୍ଷ ପରେ ସେମିତି ସେହି ଶୀର୍ଷକକୁ ନେଇ ନିର୍ମାଣ

ହେଉଛି ଆଉ ଏକ ନୂଆ ଓଡ଼ିଆ ସିନେମା। ନିକଟରେ ଏହି ସିନେମାର ସୁଟିଂ ଆରମ୍ଭ ହୋଇଛି। ଅଶ୍ୱିନୀ ତ୍ରିପାଠୀ ଫିଲ୍ମସ୍‌ ବ୍ୟାନରରେ ଆଇଡଲ୍ ଓଡ଼ିଶା ସହଯୋଗରେ ସିନେମାଟି ପ୍ରସ୍ତୁତ ହେଉଛି। ଯାହାର ମୁଖ୍ୟ ଚରିତ୍ରରେ ଅଭିନୟ କରୁଛନ୍ତି ଓଲିଉଡ ଅଭିନେତ୍ରୀ ଦେବଯାନୀ। ଯିଏ ଅତୀତରେ ଦର୍ଶକଙ୍କୁ ଅନେକ ଓଡ଼ିଆ ସିନେମା ଭେଟି ଦେଇଛନ୍ତି। ଏହି ସିନେମାରେ କିନ୍ତୁ ଦର୍ଶକ ଦେବଯାନୀଙ୍କୁ ସମ୍ପୂର୍ଣ୍ଣ ନୂଆ ରୂପରେ ଦେଖିବାକୁ ପାଇବେ । ସେ ଜଣେ ଶକ୍ତିଶାଳୀ, ସାହସୀ ଚରିତ୍ରରେ ନଜର ଆସିବେ । ସିନେମାର କାହାଣୀ, ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନା ସାଙ୍ଗକୁ ପ୍ରଯୋଜନା ଭାର ସମ୍ଭାଳିଛନ୍ତି ମ୍ୟୁଜିକ୍ ଭିଡିଓ

ଦୁନିଆର ସୁପର୍‌ଷ୍ଟାର୍ ଅଶ୍ବିନୀ ତ୍ରିପାଠୀ ଓ ରିପୋର୍ଟ ଦେଇଛନ୍ତି ଅମୃତ ନନ୍ଦ। ସଂଳାପ ଡ. ରଜନୀରଞ୍ଜନ ଲେଖିଥିଲା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଲୋକପ୍ରିୟ ସଙ୍ଗୀତକାର ଜାପାନୀ । ଡିଓପିରେ ଅକ୍ଷୟ କୁମାର ନାୟକ, ସମ୍ପାଦନାରେ ମାନସ କୁମାର ସାହୁ ଏବଂ କଲରିଷ୍ଟ ଭାବେ ବିଶ୍ବଜିତ ସ୍ବାଇଁ ସହାୟତା କରୁଛନ୍ତି।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲସାଗୋରାରେ ବିଜେପିର ବଡ଼ ମିଶ୍ରଣ ପର୍ବ ଧର୍ମେନ୍ଦ୍ରଙ୍କ ଉପସ୍ଥିତିରେ ଶତାଧିକ ନେତା ଧରିଲେ ପଦ୍ମ   20-Apr-2024
  ଜିଲ୍ଲା  
ମେଦନା ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ12 ଲିଟର ବିଦେଶୀ ମଦ ଜବତ,ଜଣ ଗିରଫ   20-Apr-2024
  ଜିଲ୍ଲା  
ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   20-Apr-2024
  ରାଜନୀତି  
ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    20-Apr-2024
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି   20-Apr-2024
  ଜିଲ୍ଲା  
ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   19-Apr-2024
  ଜିଲ୍ଲା  
ମଦ କାରବାରରେ ଜଣେ ଗିରଫ   19-Apr-2024
  ଜିଲ୍ଲା  
ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   19-Apr-2024
  ରାଜନୀତି  
ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    19-Apr-2024
  ଜିଲ୍ଲା  
ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   19-Apr-2024

You Might Also Like