-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    (29-Mar-2024)       ||      ୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   (29-Mar-2024)       ||      ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   (29-Mar-2024)       ||      ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   (29-Mar-2024)       ||      ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   (29-Mar-2024)       ||      ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   (29-Mar-2024)       ||      ୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||     

HOME   ଜିଲ୍ଲା

ଛତ୍ରପତି ଶିବାଜୀ ଙ୍କ ଜୟନ୍ତୀ ଅବସରରେ ସୁବର୍ଣ୍ଣପୁର ଠାରେ ସାପ୍ତାହିକ ସଫେଇ ଅଭିଯାନ*

20-Feb-2022



ସୁବର୍ଣ୍ଣପୁର(ପ୍ରେରଣା ଖବର)ଛତ୍ରପତି ଶିବାଜୀ ଙ୍କ ଜୟନ୍ତୀ ଅବସରରେ ଆଜି ସୁବର୍ଣ୍ଣପୁର ଶ୍ରୀ ଗୋକନେଶ୍ୱର ଶୈବ ପୀଠ ଠାରେ ସଫେଇ ଅଭିଯାନ କରାଯାଇଛି l ହିନ୍ଦୁ ସାମ୍ରାଜ୍ୟ ସ୍ଥାପନ କରିଥିବା ମହାନୁଭବ ଶ୍ରୀ ଶିବାଜୀ ଙ୍କୁ ସ୍ମରଣ କରି ସହର ରେ ଗତ କାଲି  ରାମେଶ୍ୱର ମନ୍ଦିର ଠାରୁ ଏଇ ସାପ୍ତାହିକ ଅଭିଯାନ ଆରମ୍ଭ କରାଯାଇଛି l ଆଜି ଏଇ ଅଭିଯାନ ସ୍ୱଚ୍ଛ ଭାରତ ସଂଗଠନ ର ସଭାପତି ଲଷ୍ମୀ ନାରାୟଣ ମେହେର ଙ୍କ ପରାମର୍ଶ ଓ ଉପଦେଷ୍ଟା ସୟଦ ଅଲିମୁଲ ଇସଲାମ ଙ୍କ ତତ୍ୱାବଧାନ ରେ ବରିଷ୍ଠ ସଭ୍ୟ ରାମଚନ୍ଦ୍ର ଆଗ୍ରୱାଲା, ପ୍ରଦୀପ ପୁରୋହିତ, ପ୍ରହଲ୍ଲାଦ ମିଶ୍ର, ପ୍ରମୋଦ କୁମାର ସାହୁ,ଲଡ଼ୁ କିଶୋର ମଲ୍ଲିକ, ତରଣୀ ମେହେର, ସିମାଞ୍ଚଳ ହୋତା, ଦିଲ୍ଲୀପ ଭୁକ୍ତା, ଗୋକୁଳ ଠାକୁର, ତ୍ରିଲୋଚନ ତରିଆ,  ଙ୍କ ସମେତ  ସକ୍ରିୟ ସଭ୍ୟ ପ୍ରତାପ ଦାଶ, ଅମର ଭୁତ, ଜୟନ୍ତ ବେହେରା,, ଜୟନାରାୟଣ ସାହୁ, ଓ ୟୋଗେସ ଆଗ୍ରୱାଲା ପ୍ରମୁଖ ଯୋଗ ଦେଇ ଥିଲେ l ଏଇ କାର୍ଯ୍ୟକ୍ରମ କୁ  ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରିଥିବା ବେଳେ ଏଇ ଶୈବ ପୀଠ ଠାରେ ନୂତନ ଭାବେ ସ୍ଥାପନ ହୋଇଥିବା ସୁବର୍ଣ୍ଣପୁର ର ସର୍ବ ପୁରାତନ ଅନୁଷ୍ଠାନ ଶ୍ରୀ ଗୋପାଳଜୀ ଯୋଗାଳୟ ର  କର୍ମକର୍ତ୍ତା ସ୍ୱଚ୍ଛ ଭାରତ ସଂଘ ସ୍ବେଛାସେବୀ ଙ୍କୁ ସ୍ୱାଗତ କରି ଯୋଗ ପ୍ରଶିକ୍ଷଣ ଦେଇଥିଲେ l ଏହି  ମହତ କାର୍ଯ୍ୟ  ଓ  ସଚେତନତା କାର୍ଯ୍ୟକ୍ରମ କୁ ଜାରି ରଖିବାକୁ  ଓ  ବ୍ୟାପକ କରିବାକୁ ପରାମର୍ଶ କରି ଯୋଗାଳୟ ର ସମ୍ପାଦକ  ଶ୍ରୀ ଆର୍ତତ୍ରାଣ  ବାବୁ ଅନୁଷ୍ଠାନ ର ଏହି କାର୍ଯ୍ୟକ୍ରମ ସବୁ କୁ ଭୁୟସୀ ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    29-Mar-2024
  ଜିଲ୍ଲା  
୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   29-Mar-2024
  ଜିଲ୍ଲା  
ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   29-Mar-2024
  ଜିଲ୍ଲା  
ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   29-Mar-2024
  ଜିଲ୍ଲା  
ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   29-Mar-2024
  ଜିଲ୍ଲା  
ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   29-Mar-2024
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024

You Might Also Like