-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ପୌରlଧ୍ୟକ୍ଷା ପଦ ପାଇଁ ପ୍ରଥମ ମହିଳା ଭାବରେ ନାମାଙ୍କନ ପତ୍ର ଆଣିଲେ : ବଲାଙ୍ଗିର ମୁନିସିପାଲିଟି କାର୍ଯ୍ୟାଳୟରୁ ନାମାଙ୍କନ ପତ୍ର ଆଣିଲେ ସବିତା ବାର୍ଲା

02-Mar-2022



ବଲାଙ୍ଗିର (ପ୍ରେରଣା ଖବର): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସାରିବା ପରେ ଏବେ ମୁନିସିପାଲିଟି ନିର୍ବାଚନ ପାଇଁ ବଲାଙ୍ଗିର ରାଜନୀତି ଚଳଚଞ୍ଚଳ ହେବାରେ ଲାଗିଛି l ତେବେ ଚଳିତ ବର୍ଷ ପୌରାଧ୍ୟକ୍ଷ ପଦବୀ ରେ ପ୍ରତ୍ୟକ୍ଷ ନିର୍ବାଚନ ହେବାକୁ ଯାଉଥିବା ବେଳେ ବଲାଙ୍ଗିର ମୁନିସିପାଲିଟି ଅଧ୍ୟକ୍ଷ୍ ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି l

ଆଜି ନାମାଙ୍କନ ପତ୍ର ଦାଖଲର ପ୍ରଥମ ଦିନରେ ବଲାଙ୍ଗିର ମୁନିସିପାଲିଟି ଅନ୍ତର୍ଗତ ୨ନମ୍ବର ୱାର୍ଡ ବାସୀନ୍ଦା ସବିତା ବାର୍ଲା ପୌରାଧକ୍ଷ୍ୟ ଆସନ ପାଇଁ ନାମାଙ୍କନ ପତ୍ର ଆଣିଛନ୍ତି l

ଆଜି ଶ୍ରୀମତୀ ବାର୍ଲା ନିଜ ସମର୍ଥକ ମାନଙ୍କ ସହିତ ମିଶି ବଲାଙ୍ଗିର ମୁନିସିପାଲିଟି କାର୍ଯ୍ୟାଳୟରୁ ନାମାଙ୍କନ ପତ୍ର ଆଣିଛନ୍ତି l

ସୂଚନାଯୋଗ୍ୟ ଯେ ଶ୍ରୀମତୀ ବାର୍ଲା ହେଉଛନ୍ତି ବଲାଙ୍ଗିର ଜିଲ୍ଲା ଓକିଲ ସଂଘ ର ସମ୍ପାଦକ ଅମନ ନାଗ ଙ୍କ ଧର୍ମପତ୍ନୀ ତଥା ଜଣେ ସମାଜସେବୀ ଓ ମେଳାପୀ ମହିଳା ଭlବରେ ସମଗ୍ର ଜିଲ୍ଲାରେ ଜଣାଶୁଣା ଅଟନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like