-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ବରଗଡ଼ ଗନ୍ଧମାର୍ଦ୍ଦନର ଭୋଜପୁରଗଡ଼ ଜଳମହାଦେବ ରେ ଶିବରାତ୍ରି ପାଳନ 

02-Mar-2022



ପଦ୍ମପୁର:-ବରଗଡ଼ ଜିଲ୍ଲା ଗନ୍ଧମାର୍ଦ୍ଦନ ପାହାଡ଼ର ଭୋଜପୁର ଗଡ଼ ରେ ଥିବା ଜଳମହାଦେବ ପୀଠ ଠାରେ ଦୁଇଦିନ ଧରି ମହା ଶିବରାତ୍ରୀ ପାଳନ ହୋଇଯାଇଛି । ବୋଡାସମ୍ବର ଅଞ୍ଚଳ ର ପ୍ରସିଦ୍ଧ ଜଳମହାଦେବ ପୀଠ ଦିର୍ଘ ଆଠ କିଲୋମିଟର ରାସ୍ତା ଅତିକ୍ରମ କରି ବୋଡାସମ୍ବର ଅଞ୍ଚଳ ର ବତୀପଥର , ଅମରାଖୋଲ , ବୋଡାସମ୍ବର , ଖଲାବାହାଲ , କେର୍ମେଲାବାହାଲ ଗାଁ ଓ ପାଟଣାଗଡ଼ ଅଚଳର ଚାବରିପାଲି , ବୁରୋମାଲ, ହନୁପାଲି , ମାନପୁର ପ୍ରଭୃତି ଗାଁର ସହଯୋଗ ରେ ବତିପଥର ଗ୍ରାମବାସୀ ମହାଶିବରାତ୍ରୀ ପାଳନ କରିଛନ୍ତି ।ଏଥିରେ ଦୁଇଦିନ ଧରି ଶିବଭକ୍ତ ଙ୍କ ପାଇଁ ମାଗଣାରେ ଅନ୍ନ ଭୋଗ ବଣ୍ଟନ କରିବାସହ ପ୍ରଭୁ ଶିବଙ୍କ ନାମରେ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ନିଘଞ୍ଚ ଜଙ୍ଗଲ,ବଣପାହାଡ଼ ଘେରା ଏହି ଜଳମହାଦେବ କୁ ବିଭିନ୍ନ ଅଞ୍ଚଳରୁ ପ୍ରାୟ ଦଶହଜାର ରୁ ଉର୍ଦ୍ଧ୍ବ ଭକ୍ତ ଙ୍କ ସମାଗମ ହୋଇଥିବାବେଳେ ପୀଠରେ ଭକ୍ତ  ଝରଣା ର ପାଣି ଧାର ଗର୍ତ୍ତ ରେ ବୁଡିରହିଥିବା ଶିବଙ୍କ ପୂଜାର୍ଚ୍ଚନା ନିଜେନିଜେ ଭକ୍ତ ମାନେ କରିଥିଲେ ।ରାତି ଉଜାଗର ରହି ହଜାର ହଜାର ଭକ୍ତ ଶିବଙ୍କ ଆରାଧନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like