-+91-9937148622 |

prerana_bgr@rediffmail.com |

  Thursday 25th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ୟକ୍ଷମ ମହିଳା ଙ୍କ ଭରସାରେ ତିନି ଝିଅ   (25-Apr-2024)       ||      ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   (25-Apr-2024)       ||      ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   (24-Apr-2024)       ||      ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   (24-Apr-2024)       ||      ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   (24-Apr-2024)       ||      ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ    (24-Apr-2024)       ||      ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     (24-Apr-2024)       ||      ୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    (24-Apr-2024)       ||      ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   (24-Apr-2024)       ||      ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   (24-Apr-2024)       ||      ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   (24-Apr-2024)       ||      ପଲଶାଗୋରା କଲେଜ ରେ ଭୋଟର ସଚେତନତା ଶିବିର   (24-Apr-2024)       ||      ଓଡିଶା ରାଜ୍ୟ ଉଷୁ  କ୍ୟାମ୍ପ ଅନୁଷ୍ଠିତ ହଇଯାଇଛି    (24-Apr-2024)       ||      କାମରେ ଆସୁନି ୩୮ କୋଟି ର ମେଗା ପାନୀୟଜଳ ପ୍ରୋଜେକ୍ଟ   ପିଇବା ପାଣି ପାଇଁ ୨୫ ଖଣ୍ଡ ଗାଁ ର ଲୋକେ ହନ୍ତସନ୍ତ    (24-Apr-2024)       ||      ଚିଲିକା ନିର୍ବାଚନ ମଣ୍ଡଳୀରେ ଵି ଜେ ଡି ର ଶୋଭାଯାତ୍ରା   (24-Apr-2024)       ||      ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ ପଟ୍ଟନାୟକ । ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ କରିବେ ସମାବେଶ ।   (24-Apr-2024)       ||      ତରଭା ଏନ ଏ ସି କୁ ମୁନସିପାଲଟିକରିବା ମୋର ନିର୍ବାଚନୀ ପ୍ରତିଶୃତି : ନିରଞ୍ଜନ ପୂଜାରୀ    (24-Apr-2024)       ||      ଦ୍ବିତୀୟ ପର୍ଯ୍ୟାୟ ବୃତ୍ତିଗତ ବିକାଶ ତାଲିମ ଶିବିର ଅନୁଷ୍ଠିତ,୧୦୦ରୁ ଉର୍ଦ୍ଧ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ଅଂଶ ଗ୍ରହଣ   (24-Apr-2024)       ||      ରୁଷୁଡା ଓ ଚିଞ୍ଜେଡ ଗ୍ରାମପଞ୍ଚାୟତରେ ବିଜେଡିର ଜୋରଦାର ପ୍ରଚାର, ମିଶ୍ରଣ ପର୍ବ ଅନୁଷ୍ଠିତ   (24-Apr-2024)       ||     

HOME   ଜିଲ୍ଲା

ନିଜ ସହର ରୁ ଫେରିଲେ ନୟାଗଡ ର ୨ ଡାକ୍ତରୀ ଛାତ୍ର

04-Mar-2022



ନୟାଗଡ (ପ୍ରଦୀପ କୁମାର ପଣ୍ଡା): ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ମହଙ୍ଗା ପଡିଛି ଭାରତୀୟ ଙ୍କ ପାଇଁ | ଫଶି ରହିଥିବା ଅନେକ ଭାରତୀୟଙ୍କୁ ସରକାର ବିନା ଶୁଳ୍କ ରେ ମାତୃଭୂମି କୁ ଫେରାଇ ଆଣିବାକୁ ମିଶନ "ଗଙ୍ଗା" କାର୍ଯ୍ୟକାରୀ କରିଛନ୍ତି | ଏହି ପରିପ୍ରେକ୍ଷୀରେ ନୟାଗଡ଼ ର ୨ ଡାକ୍ତରୀ ଛାତ୍ର ନିଜ ଘରକୁ ଫେରିଛନ୍ତି | ଫଶି ରହିଥିବା  ଉଭୟ ଛାତ୍ରଙ୍କ ପରିବାର ତରଫରୁ ସରକାର ଏବଂ ଜିଲ୍ଲା ପ୍ରଶାସନ ପାଖରେ ଉଦ୍ଧାର ପାଇଁ ନିବେଦନ କରାଯାଇଥିଲା | ସୂଚନାକ୍ରମେ ନୟାଗଡ଼ ଜିଲ୍ଲା ସରଣକୂଳ ଥାନା ଅନ୍ତର୍ଗତ ପାଟୁଳି ସାହି ଗ୍ରାମ ର ବ୍ରଜବନ୍ଧୁ ଜେନା ଙ୍କ ପୁତ୍ର ସୌରଜିତ ଶ୍ରୀଚନ୍ଦନ ଶେଷ ବର୍ଷ ଡାକ୍ତରୀ ପଡୁଥିବା ବେଳେ ସଦର ଥାନା ଅନ୍ତର୍ଗତ ନାଗମୁଣ୍ଡୁଳି ଗ୍ରାମର ରବୀନ୍ଦ୍ର କୁମାର ପ୍ରଧାନ ଙ୍କ ପୁତ୍ର

ଧର୍ମେନ୍ଦ୍ର ପ୍ରଧାନ ତୃତୀୟ ବର୍ଷ ର ଡାକ୍ତରୀ ଛାତ୍ର ଭାବେ କିବ ସହରରେ ଫସିରହିଥିଲେ | ଗତକାଲି ୨ଜଣ ନିଜ ଘରକୁ ଫେରି ଆଜି ନୟାଗଡ଼ ଜିଲ୍ଲାପାଳ ଡ଼ା. ପୋମା ଟୁଡୁ ଏବଂ ମନ୍ତ୍ରୀ ଅରୁଣ କୁମାର ସାହୁ ଙ୍କୁ ସପରିବାରେ ଭେଟି କୃତଜ୍ଞତା ପ୍ରଦାନ କରିଛନ୍ତି | ତତସହିତ ଉଭୟ ଙ୍କ ପରିବାର ସରକାର ଏବଂ ଜିଲ୍ଲା ପ୍ରଶାସନ କୁ ଭୁରି ପ୍ରଶଂସା କରିବା ସହିତ ଧନ୍ୟବାଦ ଜଣାଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ୟକ୍ଷମ ମହିଳା ଙ୍କ ଭରସାରେ ତିନି ଝିଅ   25-Apr-2024
  ଜିଲ୍ଲା  
ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   25-Apr-2024
  ଜିଲ୍ଲା  
ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   24-Apr-2024
  ଜିଲ୍ଲା  
ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   24-Apr-2024
  ଜିଲ୍ଲା  
ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   24-Apr-2024
  ଜିଲ୍ଲା  
ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   24-Apr-2024
  ଜିଲ୍ଲା  
ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ   24-Apr-2024
  ଜିଲ୍ଲା  
ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     24-Apr-2024
  ଜିଲ୍ଲା  
୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    24-Apr-2024
  ଜିଲ୍ଲା  
ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   24-Apr-2024
  ଜିଲ୍ଲା  
ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   24-Apr-2024
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   24-Apr-2024

You Might Also Like