-+91-9937148622 |

prerana_bgr@rediffmail.com |

  Friday 9th December 2022 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   (09-Dec-2022)       ||      ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   (09-Dec-2022)       ||      ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   (09-Dec-2022)       ||      ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   (09-Dec-2022)       ||      ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ    (09-Dec-2022)       ||      ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ    (09-Dec-2022)       ||      ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   (09-Dec-2022)       ||      ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   (08-Dec-2022)       ||      ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   (08-Dec-2022)       ||      ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।    (08-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   (08-Dec-2022)       ||      ନିଶା ନିବାରଣ ସଚେତନତା ରଥ ର ଜିଲ୍ଲା ପରିକ୍ରମl - ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ -   (08-Dec-2022)       ||      ନୂଆପଡ଼ା : ସ୍ତ୍ରୀକୁ ହତ୍ୟା କରି ମିଛ ନାଟକ କରୁଥିଲା ସ୍ୱାମୀ    (08-Dec-2022)       ||      ରେକର୍ଡ ସଂଖ୍ୟକ ଭୋଟ ରେ ବିଜୟୀ ହେଲେ ବର୍ଷା ସିଂ ବରିହା   (08-Dec-2022)       ||      କୁଚିଣ୍ଡା ଜିଲ୍ଲା ଗଠନ ଦାବି ନେଇ ସର୍ବ ଦଳୀୟ ବୈଠକ, ଆନ୍ଦୋଳନ ପାଇଁ ସଜବାଜ I   (08-Dec-2022)       ||      ଯୋରନ୍ଦା ଗାଦି ଭାଙ୍ଗିବାର ପ୍ରତିବାଦ ଓ ଥଇଥାନ ଦାବି କରି ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ I   (08-Dec-2022)       ||      ପଦ୍ମପୁର ଫାଇଟ : ୧୫ ରାଉଣ୍ଡ ସୁଦ୍ଧା ଆଗରେ ଅଛି ବିଜେଡି    (08-Dec-2022)       ||      ଏସଏସଏ, ୟୁନିଟ ଲୋଇସିଂହା ଓ ଆଗଲପୁର ପକ୍ଷରୁ ବିଶ୍ୱରତ୍ନ ଡ଼. ଭୀମରାଓ ଆମ୍ବେଦକରଙ୍କ ୬୬ ତମ ମହା ପରିନିର୍ବାଣ ଦିବସ ପାଳନ   (08-Dec-2022)       ||      "ଦମନ" ଦେଖିଲେ ସଦର ହସ୍‌ପିଟାଲ୍ କର୍ମଚାରୀ I   (08-Dec-2022)       ||      କଖଗ’ ପକ୍ଷରୁ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ଚତୁର୍ଥ ନାଟ୍ୟୋତ୍ସବ I   (08-Dec-2022)       ||     

HOME   ଜିଲ୍ଲା

ଜାତୀୟ ଗ୍ରାମୀଣ ମେଧାବୃତ୍ତି(NRTS)ପରୀକ୍ଷା: ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ର କୃତିତ୍ୱ

04-Mar-2022



ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ) ପାଇକମାଲ ବ୍ଲକ ର ଏକମାତ୍ର  ବାଳିକା ଉଚ୍ଚ ବିଦ୍ୟାଳୟ ଦୀର୍ଘ  ବର୍ଷ ଧରି ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଅଭିଭାବକ ମାନଙ୍କ ଆପ୍ରାଣ ପ୍ରଚେଷ୍ଟା ଫଳରେ ଛାତ୍ରୀ ମାନେ ବିଭିନ୍ନ କ୍ଷେତ୍ର ରେ କୃତିତ୍ୱ ଅର୍ଜନ କରୁଛନ୍ତିl ମେଧାବୀ ଛାତ୍ରୀ ଙ୍କ ମଧ୍ୟ ରେ ଉତ୍ସାହ ସୃଷ୍ଟି କରିବା ଉଦ୍ଦେଶ୍ୟରେ ରେ ଦଶମ ଶ୍ରେଣୀ ଛାତ୍ରୀ ଙ୍କୁ ବିଦ୍ୟାଳୟ ସ୍ତର ରେ"ଉଜ୍ୱଳ ତାରକା " ତିଆରି କରାଯାଇଛି l ଜାତୀୟ ଗ୍ରାମୀଣ ମେଧାବୃତ୍ତି ପରୀକ୍ଷା ରେ ଦୁଇ ଜଣ ଛାତ୍ରୀ ଅଙ୍କିତା ପ୍ରିୟଦର୍ଶିନୀ ମହାରଣା ଏବଂ ରୋଜି ସା କୃତିତ୍ୱ ଅର୍ଜନ କରିଛନ୍ତି l ଏହି ଅବସରରେ ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ପଣ୍ଡାଙ୍କ ସଭାପତିତ୍ବରେ ଶୁକ୍ରବାର ଦିନ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଥିଲା l ଉକ୍ତ ସଭାରେ ଜାତୀୟ ମେଧାବୃତ୍ତି ପରୀକ୍ଷାରେ କୃତିତ୍ବ ହାସଲ କରିଥିବା

ଦୁଇ ଛାତ୍ରୀ ଙ୍କୁ ପୁଷ୍ପଗୁଚ୍ଛ ସହ  ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇ ଥିଲା l ଏହି ଛାତ୍ରୀ ମାନେ ଓଡିଶା ସରକାରଙ୍କ ଠାରୁ ଟଙ୍କା ଆକାରରେ ଛାତ୍ର ବୃତ୍ତି ପାଇବେl ବୟୋଜ୍ୟେଷ୍ଠ ଶିକ୍ଷୟତ୍ରୀ ଅନିମା ରାଉତ  ସଭା ର ଉଦ୍ୟସ ଜ୍ଞପନ କରିଥିଲେ l ଶିକ୍ଷୟତ୍ରୀ ସଂଗୀତା ସାହୁ ଓ ରଂଜିତା ସାହା ଉଦବୋଧନ ସଂଗୀତ ଗାନ କରିଥିଲେ l ଉଷା ଦାଶ, ଅନିତା ପାଣିଗ୍ରାହୀ, ନମିତା ସାହୁ, ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ ସେବକ ସେଠ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   09-Dec-2022
  ଜିଲ୍ଲା  
ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   09-Dec-2022
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   09-Dec-2022
  ଜିଲ୍ଲା  
ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   09-Dec-2022
  ରାଜ୍ୟ  
ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ   09-Dec-2022
  ଜିଲ୍ଲା  
ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ   09-Dec-2022
  ଜିଲ୍ଲା  
ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   09-Dec-2022
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   08-Dec-2022
  ଜିଲ୍ଲା  
ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   08-Dec-2022
  ଜିଲ୍ଲା  
ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।   08-Dec-2022
  ଜିଲ୍ଲା  
ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   08-Dec-2022
  ଜିଲ୍ଲା  
ନିଶା ନିବାରଣ ସଚେତନତା ରଥ ର ଜିଲ୍ଲା ପରିକ୍ରମl - ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ -   08-Dec-2022

You Might Also Like