-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||     

HOME   ଜିଲ୍ଲା

ଶୁକତେଲ ନଦୀ ଗର୍ଭରୁ ପ୍ରାଚୀନ ପ୍ରସ୍ତର ଖଣ୍ଡ- ବିଜେପି କର୍ମକର୍ତାଙ୍କ ସ୍ଥାନ ପରିଦର୍ଶନ, ପ୍ରତ୍ନତତ୍ତ୍ଵ ବିଭାଗକୁ ଚିଠି ଲେଖିଲେ ଲୋଇସିଂହା ବିଧାୟକ

16-Nov-2020



ଲୋଇସିଂହା, ( ବିନୋଦ କୁମାର ଦୀପ): ଲୋଇସିଂହା ବ୍ଲକ  ହୀରାପୁର ପଂଚାୟତ ହୀରାପୁର ଗ୍ରାମ ଓ ପୁଇଁତଲା ବ୍ଲକ ବିଲେଇସର୍ଡl ଗ୍ରାମ ଦେଇ ଯାଇଥିବା ସୁକତେଲ ନଦୀ ମଧ୍ୟରେ ଗତ କିଛିଦିନ ପୂର୍ବେ ଖଣ୍ଡ ଖଣ୍ଡ ଭିନ୍ନ ପଥରମାନ ଦେଖିବାକୁ ମିଳିଥିଲା l ଏହି ପଥରମାନ ଦେଖିବା ପାଇଁ ଆଖପାଖ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଭିଡ ଜମିବାକୁ ଲାଗିଲା l ପ୍ରେରଣା ଖବର କାଗଜ ରେ ମଧ୍ୟ ଏ ସମ୍ପର୍କରେ ସବିଶେଷ ରିପୋର୍ଟ ପ୍ରକାଶ ପାଇଛି ନ, ଗତ କାଲି ସ୍ଥାନୀୟ ବିଧାୟକ ଡ଼. ମୁକେଶ ମହାଲିଙ୍ଗ ଏହି ସ୍ଥାନକୁ ଆସି  ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଓ ବଡ଼ କଥା ହେଲା  ଏ ସ୍ଥାନର ସର୍ବେକ୍ଷଣ ପାଇଁ  ଡ଼. ମହାଲିଙ୍ଗ ପ୍ରଥମ ବ୍ୟକ୍ତି ଭବରେ ଭୁବନେଶ୍ୱର ପ୍ରତ୍ନତତ୍ୱ ବିଭାଗକୁ ଚିଠି ମଧ୍ୟ କରିଛନ୍ତି l ଏହି କ୍ରମରେ ଆଜି ବଲାଙ୍ଗୀର ଏମପିଙ୍କ ଲୋଇସିଂହା ପ୍ରତିନିଧି ବାଳକୃଷ୍ଣ ଧାରୁଆ ବିଜେପି କର୍ମୀଙ୍କ ସହ ନିରୀକ୍ଷଣ ପାଇଁ  ଏହି ସ୍ଥାନକୁ ବୁଲିଆସିଲେ  l ଏହି ବିଭିନ୍ନ ପ୍ରଥର  ଓ  ଏହାର ବିବିଧ  ତଥ୍ୟ ଉପରେ ଲୋକଙ୍କ ସହ ଆଲୋଚନା  କରିଥିଲେ l ଏହି ପଥରଖଣ୍ଡ ବାବଦରେ ବୁଝିବାରୁ ଏହା କୌଣସି ଐତିହାସିକ କିମ୍ବଦନ୍ତୀ ହୋଇଥାଇପାରେ ଏଥିଲାଗି ଉଚସ୍ତରୀୟ ସର୍ବେକ୍ଷଣ ଜରୁରୀ ବୋଲି ଲୋକେ ଜୋର୍ଆ  ଦେଇଥିଲେ l ଉପରକୁ ଚିଠି ହୋଇଛି ବିଭାଗରୁ ଚିଠି ଆସିଲେ ଏହି ସବୁ ବିଷୟରେ ଜାଣିବା ସହ ଆଉ ନୁଆ ତଥ୍ୟ କିଛି ଜଣାପଡିବ ବୋଲି ବି ଜେ ପି କର୍ମୀ ମାନେ କହିଛନ୍ତି l ବିଜେପି କର୍ମୀ ରଶ୍ମିନ ରଞ୍ଜନ ପଧାନ, ବହାଦୂର ନନ୍ଦ, ସୋମନାଥ ପଧାନ, ଗୌତମ କୁଅଁର, ବୁଦ୍ଧଦେବ ମୁଦୁଲି, ଶ୍ରୀକାନ୍ତ ପଧାନ, ଜ୍ୟୋତି ବିଶ୍ୱାଳ ଓ ବିଜେପି କାର୍ଯ୍ୟକର୍ତା ମାନେ ଏହି ସ୍ଥାନ ପରିଦର୍ଶନ କରି ଏହାର ସର୍ବେକ୍ଷଣ ପାଇଁ ସରକାରଙ୍କ ଉପରେ ଚାପ ପକାଇବେ ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026

You Might Also Like