-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ନର୍ଲା ପ୍ରେସ କ୍ଲବରେ ଜାତୀୟ ପ୍ରେସ ଦିବସ ପାଳିତ

16-Nov-2020



ନର୍ଲା (ସଞ୍ଜଵ ଦାସ)-ଜାତୀୟ ପ୍ରେସ ଦିବସ ଅବସରରେ ନର୍ଲା ପ୍ରେସ କ୍ଲବ ପକ୍ଷରୁ ପ୍ରେସ ଦିବସ ପାଳନ କରାଯାଇଛି। ସ୍ଥାନୀୟ  ବି.ଆର.ସି ଅଫିସ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ ଯୁବନେତା ତଥା ସମାଜସେବୀ ମନୋଜ କୁମାର ପଟ୍ଟନାୟକ ଯୋଗଦାନ କରି ସମାଜର ଚତୁର୍ଥ ସ୍ତମ୍ବ ସାମ୍ବାଦିକଙ୍କ ସୁରକ୍ଷା ଓ ସାମ୍ବାଦିକ ଭତ୍ତା ପ୍ରଦାନ ପାଇଁ ସରକାର ପଦକ୍ଷେପ ନିଅନ୍ତୁ ବୋଲି କହିଛନ୍ତି। ସମ୍ମାନୀତ  ଅତିଥି ରୂପେ ନର୍ଲା ସମାଜ  ପ୍ରତିନିଧି ମନୋଜ କୁମାର ଷଡଙ୍ଗୀ ଯୋଗଦାନ କରିଥିଲେ। ନର୍ଲା ପ୍ରେସ କ୍ଲବ ସଭାପତି ଦୀପକ କୁମାର ଠାକୁର ସ୍ଵାଗତ ଭାଷଣ ଓ ବରିଷ୍ଠ ସାମ୍ବାଦିକ ଭିକାରୀ  ଗଉଡ ଅତିଥି ପରିଚୟ ପ୍ରଦାନ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ନୂତନ ଭାବେ ୫ ଜଣ ସାମ୍ବାଦିକ ପ୍ରେସ କ୍ଲବରେ ସାମିଲ ହୋଇଥିଲେ। ସଭାକାର୍ଯ୍ୟ ପରେ ସମାଜସେବୀ ମନୋଜ ବାବୁଙ୍କ ଦ୍ଵାରା ଗରିବ ଅସହାୟ ଲୋକଙ୍କୁ ନର୍ଲା ମାଝୀ ପଡ଼ାରେ ଶୀତ ବସ୍ତ୍ର ବଣ୍ଟନ କରାଯାଇଥିଲା। ଏଥିରେ ନର୍ଲା ପ୍ରେସ କ୍ଲବ କର୍ମକର୍ତ୍ତା ସହଯୋଗ ପ୍ରଦାନ କରିଥିଲେ।କରୋନା ମହାମାରୀ ଯୋଗୁଁ ଜାତୀୟ ପ୍ରେସ ଦିବସ ନିରାଡମ୍ବର ଭାବେ ପାଳନ ହୋଇଥିବା ବେଳେ ନର୍ଲା ପ୍ରେସ କ୍ଲବ ସଭାପତି ଦୀପକ ଠାକୁର, ସମ୍ପାଦକ ଅଜୟ ସେନାପତି, ତ୍ରିଲୋଚନ ଗଉଡ, ପ୍ରଦୀପ କୁମାର ଗଉଡ, ସୁଶାନ୍ତ ଚାନ୍ଦ, ଖଗେଶ୍ୱର କୁମାର, ସଞ୍ଜିବ ଦାସ,ସୁମିତ ଶର୍ମା, କାଶୀନାଥ ଦାଶ ସହିତ ଅନ୍ୟ ପତ୍ରିକାର ବନ୍ଧୁମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପୂର୍ଣ୍ଣ ସହଯୋଗ କରିଥିଲେ। ଶେଷରେ ପ୍ରେସ କ୍ଲବ ସମ୍ପାଦକ ଅଜୟ ସେନାପତି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like