-+91-9937148622 |

prerana_bgr@rediffmail.com |

  Friday 9th December 2022 |

| | | |

R.N.I. Regd No. ODIODI/2010/46693

Breaking News

ରିଷିଡା କପ ଫୁଟବଲ: ସିଆଲି ସୋନପୁର କୁ ହରାଇ ତୁଷୁରା ଫାଇନାଲରେ ।   (09-Dec-2022)       ||      ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   (09-Dec-2022)       ||      ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   (09-Dec-2022)       ||      ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   (09-Dec-2022)       ||      ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   (09-Dec-2022)       ||      ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ    (09-Dec-2022)       ||      ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ    (09-Dec-2022)       ||      ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   (09-Dec-2022)       ||      ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   (08-Dec-2022)       ||      ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   (08-Dec-2022)       ||      ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।    (08-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   (08-Dec-2022)       ||      ନିଶା ନିବାରଣ ସଚେତନତା ରଥ ର ଜିଲ୍ଲା ପରିକ୍ରମl - ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ -   (08-Dec-2022)       ||      ନୂଆପଡ଼ା : ସ୍ତ୍ରୀକୁ ହତ୍ୟା କରି ମିଛ ନାଟକ କରୁଥିଲା ସ୍ୱାମୀ    (08-Dec-2022)       ||      ରେକର୍ଡ ସଂଖ୍ୟକ ଭୋଟ ରେ ବିଜୟୀ ହେଲେ ବର୍ଷା ସିଂ ବରିହା   (08-Dec-2022)       ||      କୁଚିଣ୍ଡା ଜିଲ୍ଲା ଗଠନ ଦାବି ନେଇ ସର୍ବ ଦଳୀୟ ବୈଠକ, ଆନ୍ଦୋଳନ ପାଇଁ ସଜବାଜ I   (08-Dec-2022)       ||      ଯୋରନ୍ଦା ଗାଦି ଭାଙ୍ଗିବାର ପ୍ରତିବାଦ ଓ ଥଇଥାନ ଦାବି କରି ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ I   (08-Dec-2022)       ||      ପଦ୍ମପୁର ଫାଇଟ : ୧୫ ରାଉଣ୍ଡ ସୁଦ୍ଧା ଆଗରେ ଅଛି ବିଜେଡି    (08-Dec-2022)       ||      ଏସଏସଏ, ୟୁନିଟ ଲୋଇସିଂହା ଓ ଆଗଲପୁର ପକ୍ଷରୁ ବିଶ୍ୱରତ୍ନ ଡ଼. ଭୀମରାଓ ଆମ୍ବେଦକରଙ୍କ ୬୬ ତମ ମହା ପରିନିର୍ବାଣ ଦିବସ ପାଳନ   (08-Dec-2022)       ||      "ଦମନ" ଦେଖିଲେ ସଦର ହସ୍‌ପିଟାଲ୍ କର୍ମଚାରୀ I   (08-Dec-2022)       ||     

HOME   ଜିଲ୍ଲା

ପାରମ୍ପରିକ ଖାଦ୍ୟ ଦେଶୀ ବିହନ ଏବଂ କଂସଦରବାର ସଂସ୍କୃତିକ କାର୍ଯ୍ୟକ୍ରମ

15-Mar-2022



ବଲାଙ୍ଗୀର(ବସନ୍ତ ମେହେର )/ ଜିଲ୍ଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପାଞ୍ଚୟତ ପିଠ ଠାରେ ନବନିର୍ବାଚିତ ସରପଞ୍ଚ ଉମାକାନ୍ତ ମେହେରଙ୍କ ପ୍ରତେକ୍ଷ ତତ୍ତ୍ୱବଧାନରେ  ପରମ୍ପାରିକ ଖାଦ୍ୟ, ଦେଶୀ ବିହନ ଓ ସଂସ୍କୃତିକ କାର୍ଯ୍ୟକ୍ରମ ସହ କଂସ

ଦରବାର ହୋଇ କଂସ ମହାରାଜା ଗ୍ରାମ ପରିଭ୍ରମଣ କରି ସମସ୍ତ ଚାଷୀଙ୍କୁ ଉପଢ଼ୋକନ ଦେଇ ଜଙ୍ଗଲର ପରିବେଶକୁ ସୁରକ୍ଷା ଦେଇ ନିଆଁଦାଉରୁ ରକ୍ଷା ଜୀବଜନ୍ତୁ ସୁରକ୍ଷା ଦେଇ ହେବ ତା ଉପରେ କଂସ ମହାରାଜଙ୍କ ଉପରେ ନୂତନ ପିଢ଼ି ଓ ପରପିଢ଼ି ସହିତ ଦେଶୀ ବିହନକୁ ରଖିବା ଜୈବିକ ଖତ ତିଆରିବା, ଉପରେ ଚାଷୀ ମାନେ ଶପଥ କରିଥିଲେ,ଏହି ଚାଷୀ ପଦ୍ଧତି କୁ ଫେରିବା ପାଇଁ ଏବଂ ବିହନ ମିତବସିଥିଲେ ଏଥିରେ ଗ୍ରାମର ସ୍ଵଂୟ ସହାୟକ ଦଳର ସହଯୋଗ ରେ ଆର୍ ସି ଡି ସି ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାଧ୍ୟମରରେ ବ୍ଲକସ୍ତରୀୟ 

ନଲେଜ ଏକ୍ସଚେଞ୍ଜ ପ୍ରୋଗ୍ରାମ୍ଅ ନୁଷ୍ଠିତ ହୋଇଥିଲା ଏଥିରେ 5ଟି ଗ୍ରାମପଞ୍ଚାୟତର ଓ ୩୦ ଟି ଗ୍ରାମର ଚାଷୀ ବନବାସୀ ସ୍ଵଂୟ ସହାୟକ ଦଳ ଗ୍ରାମ ବିକାଶ କମିଟି ପଞ୍ଚାୟତ ପ୍ରତିନିଧି, ଗନ୍ଦମାର୍ଦନ ଖାଦ୍ୟ ସୁରକ୍ଷା ମହାସଂଘ ର ଟେକେନ୍ଦ୍ର ଜାଲ ଆର୍ ସି ଡି ସି  କର୍ମୀ ଦେବରାଜ ଭୁଏ, ଶମ୍ଭୁ ପ୍ରସାଦ ସାହୁ, ଲିଙ୍ଗରାଜ ନିଆଲ ବୈଖୁଣ୍ଠ ବାଗଓ ସଂଯୁକ୍ତା ତ୍ରିପାଠୀ ଅଂଶଗ୍ରହଣ କରିଥିଲେ, ଗଣମଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ରହିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଷିଡା କପ ଫୁଟବଲ: ସିଆଲି ସୋନପୁର କୁ ହରାଇ ତୁଷୁରା ଫାଇନାଲରେ ।   09-Dec-2022
  ଜିଲ୍ଲା  
ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   09-Dec-2022
  ଜିଲ୍ଲା  
ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   09-Dec-2022
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   09-Dec-2022
  ଜିଲ୍ଲା  
ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   09-Dec-2022
  ରାଜ୍ୟ  
ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ   09-Dec-2022
  ଜିଲ୍ଲା  
ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ   09-Dec-2022
  ଜିଲ୍ଲା  
ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   09-Dec-2022
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   08-Dec-2022
  ଜିଲ୍ଲା  
ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   08-Dec-2022
  ଜିଲ୍ଲା  
ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।   08-Dec-2022
  ଜିଲ୍ଲା  
ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   08-Dec-2022

You Might Also Like