-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||     

HOME   ଜିଲ୍ଲା

ତୁଷୁରା ଓକିଲ ସଂଘ ସଭାପତିଙ୍କୁ ଅଚିହ୍ନା ଯୁବକ ମାଡ ମାରି ଫେରାର

30-Sep-2020



ବଲାଙ୍ଗୀର/ତୁଷୁରା- ବଲାଙ୍ଗୀର ଜିଲ୍ଲା ତୁଷୁରା ତହସିଲ ସମ୍ମୁଖରେ ତୁଷୁରା ଓକିଲ ସଂଘର ସଭାପତି ଆର୍ତ୍ତତ୍ରାଣ ପୁରୋହିତକୁ ଅଚିହ୍ନା ଯୁବକ ମାଡ ମାରି ଫେରାର ହୋଇ ଯାଇଥିବା ବେଳେ ଏନେଇ ତୁଷୁରା ଥାନାରେ କେଶ ନଂ ୧୨୯/୨୦୨୦ ରେ ଏକ ମାମଲା ରୁଜୁ ହେବା ସହ ତଦନ୍ତ ଚାଲିଥିବା ତୁଷୁରା ଥାନାଧିକାରୀ ଯଶୋବନ୍ତ ପ୍ରଧାନ କହିଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ପ୍ରତି ଦିନ ଭଳି ତହସିଲ କାର୍ଯ୍ୟାଳୟକୁ କାର୍ଯ୍ୟ ପାଇଁ ଶ୍ରୀ ପୁରୋହିତ ଯିବା ସହ ନିଜ ଟେବୁଲରେ ବସିଥିଲେ । ପ୍ରାୟ ୧୧ ଟା ସମୟରେ ମୁହଁରେ ମାସ୍କ ଲଗାଇ ଜଣେ ଯୁବକ ଆସି ପୁରୋହିତଙ୍କୁ ପାଖକୁ ଯାଇ ଜମି ରେଜିଷ୍ଟ୍ରେସନ ଭପରେ କଥାବାର୍ତ୍ତା ହେବା ଛଳରେ  ହଠାତ୍ ଦୁଇ ମୁକା ମାଡ ମାରିଥିଲା । ମାଡ ମାରିବା ପରେ ଉକ୍ତ ଯୁବକକୁ ଉପସ୍ଥିତ ଅନ୍ୟ ଓକିଲମାନେ  ଧରିବା ପାଇଁ ଚେଷ୍ଟା କରିଥିବା ବେଳେ ଆଗରୁ ବାଇକରେ ଜଗିଥିବା ଅନ୍ୟ ଜଣେ ଯୁବକଙ୍କ ସହ ମାଡମାରି ଥିବା ଯୁବକ ଫେରାର ମାରିଥିଲା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମାଡ ମାରିବା ଯୁବକର ଏକ ଚପଳ ଜବତ କରି ତଦନ୍ତ ଆରମ୍ଭ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026
  ରାଜ୍ୟ  
ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   27-Nov-2026

You Might Also Like