-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଅସ୍ଥାୟୀ କୋଭିଡ କିଓକ୍ସ ଉଦ୍‌ଘାତିତ- ସାଧାରଣ ଲୋକଙ୍କ ପାଇଁ ଉପଲବ୍ଧ ହେବ କୋଭିଡ ସମ୍ବନ୍ଧୀୟ ସାମଗ୍ରୀ 

17-Nov-2020



ବଲାଙ୍ଗିର(ପ୍ରେରଣା ଖବର)-ଆଜି ପୂର୍ବାହ୍ନରେ ବଲାଙ୍ଗୀର ସହରସ୍ଥ ଭାଗିରଥୀ ଛକ  ନିକଟରେ ଥିବା ରିଲାଏନ୍ସ ସ୍ମାର୍ଟ ସମ୍ମୁଖରେ ଏକ ଅସ୍ଥାୟୀ କୋଭିଡ କିଓକ୍ସ ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତି, ଓର୍‌ମାସ୍ ଏବଂ ଜିଲ୍ଲା ପ୍ରଶାସନର ସହାୟତାରେ ଖୋଲା ଯାଇଥିବା ଏହି ଅସ୍ଥାୟୀ କୋଭିଡ କିଓକ୍ସକୁ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଡ. ମହେଶ୍ୱର ସ୍ୱାଇଁ ଉଦ୍‌ଘାଟନ କରିଥିଲେ । ଏହି କୋଭିଡ କିଓକ୍ସ ଆଶୁତୋଷ ସ୍ୱୟଂ ସହାୟକ ଗୋଷ୍ଠୀ, ରାଜୀବ ନଗର, ବଲାଙ୍ଗୀରଙ୍କ ଦ୍ୱାରା ଦୀର୍ଘ ଏକ ମାସ ଅର୍ଥାତ ନଭେମ୍ବର ର ୧୭ ତାରିଖରୁ ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ପରିଚାଳିତ ହେବ ।

କୋଭିଡ କିଓକ୍ସରେ କୋଭିଡ ସମ୍ବନ୍ଧୀୟ ସାମଗ୍ରୀ ଯଥା- ମାସ୍କ, ହ୍ୟାଣ୍ଡ ୱାସ୍‌, ଫେସ୍ ସିଲ୍‌, ସାନିଟାଇଜର, ହେଣ୍ଡ ଗ୍ଲୋଭ, କାଢ଼ା ପ୍ରସ୍ତୁତି କଂଚା ମାଲ ଏବଂ ଅନ୍ୟାନ୍ୟ କୋଭିଡ ସାମଗ୍ରୀ ସୁଲଭ ମୂଲ୍ୟରେ ଗୋଟିଏ ସ୍ଥାନରୁ ଜନସାଧାରଣ ପାଇପାରିବେ । କୋଭିଡ କିଓକ୍ସ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଓରମାସ୍ ର ଯୁଗ୍ମ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକ, ଓଡ଼ିଶା ଜୀବିକା ମିଶନ କମଳେନ୍ଦୁ ପଲ, ନାବାର୍ଡର ଡିଡିଏମ୍ ଲକ୍ଷ୍ମଣ ସାଏ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ମିଶନ ଶକ୍ତି ପ୍ରକଳ୍ପ ସଂଯୋଜକ ସୁମନ ଦ୍ୱିବେଦୀ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like