-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||     

HOME   ଜିଲ୍ଲା

ବରଗଡ଼ ରେ କେନସର୍ ହସ୍ପିଟାଲ୍ ପାଇଁ ଆନ୍ଦୋଳନ ତେଜିଲା

19-Nov-2020



ବରଗଡ଼, (ମୁକୁନ୍ଦ ଦାସ) : ବରଗଡ଼ ଜିଲ୍ଲାରେ କ୍ୟାନସର ପୀଡ଼ିତଙ୍କ ସଂଖ୍ୟା ସର୍ବାଧିକ ହୋଇଥିବାରୁ ଏଠାରେ ଏକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା କରିବାକୁ ଜନସାଧାରଣ ରେ ବହୁ ଦିନରୁ ଦାବି ହୋଇ ଆସୁଛି। ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବରଗଡ଼ ଜିଲ୍ଲାରେ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଥିଲେ।ମାତ୍ର ମୁଖ୍ୟମନ୍ତ୍ରୀ ଙ୍କ ପ୍ରତିଶୃତି ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇ ନପାରିବାରୁ ଜିଲ୍ଲା ବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।
ଏହି ପରିପ୍ରେକ୍ଷୀରେ ଗତ କାଲିଠାରୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆନ୍ଦୋଳତ୍ମକ ପନ୍ଥା ଆରମ୍ଭ ହୋଇଛି। ଗତକାଲି କୋଶଳ   ସେନା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ବରଗଡ଼ ସଦର ମହକୁମା ଗାନ୍ଧୀ ଛକ ଠାରେ ଆମରଣ ଅନଶନ ଆରମ୍ଭ କରାଯାଇଛି। ଆସନ୍ତା କାଲି ୟୁନାଇଟେଡ଼ ଫୋରମ୍ ଅଫ୍ କ୍ୟାନସର ହସ୍ପିଟାଲ ପକ୍ଷରୁ ଜନ ଆନ୍ଦୋଳନ ରାଲିର ଆୟୋଜନ କରାଯାଇଛି। ଏହି ରାଲି ବରଗଡ଼ କଲି ମନ୍ଦିର ଛକରୁ ବାହାରି ସହର ପରିକ୍ରମା କରିବା ପରେ ଜିଲ୍ଲାପାଳ ଙ୍କ ଅଫିସ ରେ ପହଞ୍ଚି ଦାବି ପତ୍ର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଥୂବା ଫୋରମ୍ ର ସଂଯୋଜକ ପ୍ରଦୀପ ଦେବତା ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026

You Might Also Like