-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||     

HOME   ଜିଲ୍ଲା

ସୋନପୁର କଲେଜ ସଂସ୍କୃତ ବିଭାଗ ପକ୍ଷରୁ ୱେବିନାର 

01-Oct-2020



ସୋନପୁର,ଠ୧/୧୦(ନି.ପ୍ର): କରୋନା ମହାମାରୀକୁ ଦୃଷ୍ଟିରେ ରଖି ସୋନପୁର କଲେଜ ସଂସ୍କୃତ ବିଭାଗ ଅନୁକୂଲ୍ୟରେ ତଥା ଆଇକ୍ୟୁଏସ୍‌ସି ସହଯୋଗରେ କଲେଜରେ ୱେବିନାର ଅନୁଷ୍ଠିତ ହୋଇଯାଇଛି । ନିୟୋଜନଦାତ୍ରୀ ସଂସ୍କୃତ ଭାଷା ବିଷୟବସ୍ତୁ ଉପରେ ଆୟୋଜିତ ଏହି ଅନ୍‌ଲାଇନ୍ ସେମିନାରରେ ବିଭାଗର ମୁଖ୍ୟ ଭାଗିରଥୀ ମହାପାତ୍ର ଉପସ୍ଥିତ ରହି ଅତିଥି ଓ ବକ୍ତା ମାନଙ୍କୁ ସ୍ୱାଗତ ଜଣାଇଥିଲେ । ମହାବିଦୟାଳୟର ଅଧ୍ୟକ୍ଷ ପ୍ରଫେସର ତରୁଣ କୁମାର ମିଶ୍ର ଉଦ୍‌ଘାଟନୀ ଭାଷଣ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଭାବରେ ସର୍ବଭାରତୀୟ ଲୋକ ଭାଷା ପ୍ରଚାର ସମିତିର ସଭାପତି ଡ. ସଦାନନ୍ଦ ଦୀକ୍ଷିତ ଓ ମୁଖ୍ୟ ବକ୍ତା ଡ. ବିଶ୍ୱଜିତ ବିଦ୍ୟାଲଙ୍କାର(ମୁଙ୍ଗେର ବିଶ୍ୱବିଦ୍ୟାଳୟ, ବିହାର)ବକ୍ତବ୍ୟ ରଖିଥିଲେ । ପୂର୍ବତନ ବିଭାଗ ମୁଖ୍ୟ ଭାସ୍କର ପ୍ରସାଦ ମିଶ୍ର ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ । ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଶତାଧିକ ବିଦ୍ୟାର୍ଥୀ ଏହି ୱେବିନାରରେ ଅଂଶଗ୍ରହଣ କରିଥିଲେ । ବିଭାଗୀୟ ଅଧ୍ୟାପକ ଡ. କୈଳାଶ ଚାନ୍ଦ ସଭା ସଞ୍ଚଳନ କରିଥିଲେ ।   ଆଇକ୍ୟୁଏସ୍‌ସ ସଂଯୋଜକ  ଅଶ୍ୱିନୀ କୁମାର ହୋତା ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026

You Might Also Like