-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||     

HOME   ଜିଲ୍ଲା

ପ୍ରଶାସନ ର ପ୍ରତିଶୃତି ପାଣିର ଗାର - ଆବାସ ଯୋଜନାର ହିତାଧିକାରୀଙ୍କୁ ହଇରାଣ ନେଇ ଆମରଣ ଅନଶନ ରତ ଆନ୍ଦୋଳନକାରୀ ଗୁରୁତର

19-Nov-2020



ଟିଲାଗଡ଼(ପ୍ରେରଣା ଖବର) - ବଲାଙ୍ଗୀର ଜିଲ୍ଲାର ମୁରିବାହଲ ବ୍ଲକ ହଳଦୀ ଗ୍ରାମ ପଞ୍ଚାୟତ ର ଯମୁନା ଗ୍ରାମ ର ସୁଶୀଲ ମେର୍ଲି ନାମକ ଜଣେ ବ୍ୟକ୍ତି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏକ ଘର ପାଇଁ ବାରମ୍ବାର ଆବେଦନ,ନିବେଦନ କରିଥିଲେ ସୁଦ୍ଧା କିଛି ସୁଫଳ ପାଇପାରି ନ ଥିଲେ। ପ୍ରଶାସନିକ ଅବହେଳା ଯୋଗୁଁ ନିରାଶ ହୋଇ ସେ ଗତ ସେପ୍ଟେମ୍ବର ମାସ ୨୯ ତାରିଖରେ ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ ରେ ବସିଥିଲେ । ମୁରିବାହଲ ବି ଡି ଓ ମହେନ୍ଦ୍ର ପ୍ରଧାନୀ ଲିଖିତ ଆକାର ରେ ୩୦ ଦିନ  ମଧ୍ୟରେ ଉକ୍ତ ଯୋଜନା କାର୍ଯ୍ୟକାରୀ କରାଯିବା ପ୍ରତିଶ୍ରୁତି ଦେଇଥିଲେ । ଉକ୍ତ ପ୍ରତିଶ୍ରୁତି ପାଇଁ ସେ ଅନଶନ ରୁ ଉଠିଥିଲେ । ହେଲେ ଏତେ ଦିନ ବିତିଯିବା ସତ୍ୱେ ଓ ବାରମ୍ବାର ସମସ୍ତ ଉଚ୍ଚ ଅଧିକାରୀ ଙ୍କ ନିକଟରେ ଗୁହାରୀ କରି କିଛି ସୁଫଳ ନ ପାଇ ଗତ 

ବୁଧବାର ସକାଳ ୧୦ ଟା ରୁ ପୁନଃ ଆମରଣ ଅନଶନ ରେ ବସିଥିଲେ। ତେବେ ସାନ୍ଧ୍ୟ ପ୍ରାୟ ୮ ଟା ରେ ସେ ଅଚେତ ହୋଇ ଯାଇଥିଲେ। ଖବର ପାଇ ତାଙ୍କୁ ବ୍ଳକ ବିଡ଼ିଓ ସୁଶୀଲ ମେର୍ଲି  ତାଙ୍କ ନିକଟରେ ପହଞ୍ଚି  ପ୍ରଥମେ ମୁରିବାହଲ ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ର ର ଡାକ୍ତରୀ ପରୀକ୍ଷା କରି ଅବସ୍ଥା ଗୁରୁତର ଥିବାରୁ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏବେ ସେ ଚିକିତ୍ସା ଧୀନ ଅବସ୍ଥାରେ ଥିବା ବେଳେ ସେ ଆମରଣ ଅନଶନ ଜାରି ରଖିବା କହିଛନ୍ତି। ସେ କହିଛନ୍ତି ଯେ ମୋ ପରି ଅନେକ ହିତାଧିକାରୀ ଙ୍କୁ ହଇରାଣ ହରକତ କରାଯିବା ଟଙ୍କା କାରବାର କରିବା ଖୋଲା ଖୋଲି ଲାଞ୍ଚ ମାଗିବା ଓ ନ ଦେବାରୁ ଗରିବ ଙ୍କୁ ମୋ ପରି ହଇରାଣ କରିବା ଯୋଗୁଁ ସେ ଅନଶନ କରିଛନ୍ତି। ଏପରି କି ଆବଶ୍ୟକ ହେଲେ ଆତ୍ମହତ୍ୟା କରିଦେବି ଯଦ୍ୱାରା ସରକାର ଜାଣନ୍ତୁ ଓ ଲୋକେ ଉପକୃତ ହୁଅନ୍ତୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026

You Might Also Like