-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

କୋଦଳା ଏନଏସି ଅଧ୍ୟକ୍ଷଙ୍କ ମନମାନି ଶ୍ରମିକ ଦିବସରେ ଡାକିଲେନି କାଉନସିଲରଙ୍କୁ

01-May-2022



କୋଦଳା(ଭଗବାନ ପାଢୀଙ୍କ ରିପୋର୍ଟ) -ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ନାୟକ ଆଜି ଶ୍ରମିକ ଦିବସ ଥିବାବେଳେ କୋଦଳା ଏନଏସି ତରଫରୁ ସ୍ଥାନୀୟ କଲ୍ୟାଣୀ ମଣ୍ଡପ ଠାରେ କାର୍ଯ୍ୟରତ କର୍ମଚାରୀଙ୍କୁ ଡାକି ପୁରସ୍କୃତ କରିଥିବା ବେଳେ ଡାକିଲେ ନାହିଁ କିଛି କାଉନସିଲରଙ୍କୁ।
ଘଟଣା ସ୍ଥଳରେ ଦେଖିବାକୁ ମିଳିଛି ନିଜ ପୁଅ ଡ୍ରାଇଭର ଓ କିଛି କାଉନସିଲରଙ୍କ ସ୍ୱାମୀ ଙ୍କୁ ଡାକି ନିଜେ ବାହା ବାହା ନେବାପାଇଁ ଏଇ କାର୍ଯ୍ୟକ୍ରମ କରୁଛନ୍ତି ବୋଲି ବାଟରେ ହାଟରେ ଚର୍ଚ୍ଚା ହେଉଛି।

ଏହି କାର୍ଯ୍ୟକ୍ରମରେ ଉପାଧ୍ୟଖ୍ୟା ଓ ୪ନମ୍ବର ଓ ୮ନମ୍ବର ଓ୍ଵାର୍ଡ ର କାଉନସିଲର ଉପସ୍ଥିତ ଥିବା ବେଳେ ଅନ୍ୟ ମାନଙ୍କ ଭିତରେ ତାଙ୍କ ପୁଅ କିଛି ସାଙ୍ଗ ଡ୍ରାଇଭର ଓ କିଛି କାଉନସିଲର ଙ୍କ ସ୍ୱାମୀମାନେ ଯୋଗ ଦେଇଥିଲେ।ରାଜ୍ୟ ସରକାର ଆଜି ଶ୍ରମିକଦିବସ ଉପଲକ୍ଷେ ଶ୍ରମିକ ମାନଙ୍କ ଦୈନିକ ୧୧ଟଙ୍କା ଲେଖାଏଁ ଟଙ୍କା ବଢ଼େଇ ଥିବାବେଳେ ସେଇଠାରେ କିନ୍ତୁ ଏହା କେନ୍ଦ୍ର ଦେଇଛି ବୋଲି ମତ ପ୍ରକାଶ କରିଥିଲେ ୮ନମ୍ବର କାଉନସିଲର ମଧୁସୂଦନ ଜେନା।
ଏଇ ବୈଠକରେ ରାଜନୀତି କରଣ କରି ଲୋକଙ୍କ ମନରେ ଏଇ ଭଳି ଭାବନା ଜାତ କରିଥିବାରୁ ଏଇଭଳି କାର୍ଯ୍ୟକୁ ଦୃଢ଼ ନିନ୍ଦା କରିଛନ୍ତି ସ୍ଥାନୀୟ ବୁଦ୍ଧିଜୀବୀ।
 

ଅଧ୍ୟକ୍ଷ ନିଜେ କହି ବୁଲୁଥିଲେ ଯଦି ରାଜନୀତିକୁ ଆସେ ରାଜନୀତି କାରଣ ନ କରି ନିଃସ୍ଵାର୍ଥପର ଭାବରେ ଲୋକଙ୍କ ସେବା କରିବି।
ଏବେ ପ୍ରଶ୍ନ ଉଠୁଛି ଏଇଟା କଣ ରାଜନୀତିକରଣ ନୂହଁ କି?
ଏଇ ଭଳି ଯଦି ଆଗକୁ ପାରିବାରିକ ରାଜନୀତି କୋଦଳା ଏନଏସି ରେ କରନ୍ତି ତାହାହେଲେ ଏକ ବଡ଼ ଆନ୍ଦୋଳନ କରିବେ ବୋଲି ଅନ୍ୟ କାଉନସିଲର ମାନେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like