-+91-9937148622 |

prerana_bgr@rediffmail.com |

  Thursday 25th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଅଂଶୁଘାତ ସଚେତନ କର୍ମଶାଳା   (25-Apr-2024)       ||      ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    (25-Apr-2024)       ||      ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   (25-Apr-2024)       ||      ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   (25-Apr-2024)       ||      ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   (24-Apr-2024)       ||      ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   (24-Apr-2024)       ||      ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   (24-Apr-2024)       ||      ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ    (24-Apr-2024)       ||      ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     (24-Apr-2024)       ||      ୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    (24-Apr-2024)       ||      ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   (24-Apr-2024)       ||      ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   (24-Apr-2024)       ||      ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   (24-Apr-2024)       ||      ପଲଶାଗୋରା କଲେଜ ରେ ଭୋଟର ସଚେତନତା ଶିବିର   (24-Apr-2024)       ||      ଓଡିଶା ରାଜ୍ୟ ଉଷୁ  କ୍ୟାମ୍ପ ଅନୁଷ୍ଠିତ ହଇଯାଇଛି    (24-Apr-2024)       ||      କାମରେ ଆସୁନି ୩୮ କୋଟି ର ମେଗା ପାନୀୟଜଳ ପ୍ରୋଜେକ୍ଟ   ପିଇବା ପାଣି ପାଇଁ ୨୫ ଖଣ୍ଡ ଗାଁ ର ଲୋକେ ହନ୍ତସନ୍ତ    (24-Apr-2024)       ||      ଚିଲିକା ନିର୍ବାଚନ ମଣ୍ଡଳୀରେ ଵି ଜେ ଡି ର ଶୋଭାଯାତ୍ରା   (24-Apr-2024)       ||      ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ ପଟ୍ଟନାୟକ । ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ କରିବେ ସମାବେଶ ।   (24-Apr-2024)       ||      ତରଭା ଏନ ଏ ସି କୁ ମୁନସିପାଲଟିକରିବା ମୋର ନିର୍ବାଚନୀ ପ୍ରତିଶୃତି : ନିରଞ୍ଜନ ପୂଜାରୀ    (24-Apr-2024)       ||     

HOME   ଜିଲ୍ଲା

କୋଦଳା ଏନଏସି ଅଧ୍ୟକ୍ଷଙ୍କ ମନମାନି ଶ୍ରମିକ ଦିବସରେ ଡାକିଲେନି କାଉନସିଲରଙ୍କୁ

01-May-2022



କୋଦଳା(ଭଗବାନ ପାଢୀଙ୍କ ରିପୋର୍ଟ) -ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ନାୟକ ଆଜି ଶ୍ରମିକ ଦିବସ ଥିବାବେଳେ କୋଦଳା ଏନଏସି ତରଫରୁ ସ୍ଥାନୀୟ କଲ୍ୟାଣୀ ମଣ୍ଡପ ଠାରେ କାର୍ଯ୍ୟରତ କର୍ମଚାରୀଙ୍କୁ ଡାକି ପୁରସ୍କୃତ କରିଥିବା ବେଳେ ଡାକିଲେ ନାହିଁ କିଛି କାଉନସିଲରଙ୍କୁ।
ଘଟଣା ସ୍ଥଳରେ ଦେଖିବାକୁ ମିଳିଛି ନିଜ ପୁଅ ଡ୍ରାଇଭର ଓ କିଛି କାଉନସିଲରଙ୍କ ସ୍ୱାମୀ ଙ୍କୁ ଡାକି ନିଜେ ବାହା ବାହା ନେବାପାଇଁ ଏଇ କାର୍ଯ୍ୟକ୍ରମ କରୁଛନ୍ତି ବୋଲି ବାଟରେ ହାଟରେ ଚର୍ଚ୍ଚା ହେଉଛି।

ଏହି କାର୍ଯ୍ୟକ୍ରମରେ ଉପାଧ୍ୟଖ୍ୟା ଓ ୪ନମ୍ବର ଓ ୮ନମ୍ବର ଓ୍ଵାର୍ଡ ର କାଉନସିଲର ଉପସ୍ଥିତ ଥିବା ବେଳେ ଅନ୍ୟ ମାନଙ୍କ ଭିତରେ ତାଙ୍କ ପୁଅ କିଛି ସାଙ୍ଗ ଡ୍ରାଇଭର ଓ କିଛି କାଉନସିଲର ଙ୍କ ସ୍ୱାମୀମାନେ ଯୋଗ ଦେଇଥିଲେ।ରାଜ୍ୟ ସରକାର ଆଜି ଶ୍ରମିକଦିବସ ଉପଲକ୍ଷେ ଶ୍ରମିକ ମାନଙ୍କ ଦୈନିକ ୧୧ଟଙ୍କା ଲେଖାଏଁ ଟଙ୍କା ବଢ଼େଇ ଥିବାବେଳେ ସେଇଠାରେ କିନ୍ତୁ ଏହା କେନ୍ଦ୍ର ଦେଇଛି ବୋଲି ମତ ପ୍ରକାଶ କରିଥିଲେ ୮ନମ୍ବର କାଉନସିଲର ମଧୁସୂଦନ ଜେନା।
ଏଇ ବୈଠକରେ ରାଜନୀତି କରଣ କରି ଲୋକଙ୍କ ମନରେ ଏଇ ଭଳି ଭାବନା ଜାତ କରିଥିବାରୁ ଏଇଭଳି କାର୍ଯ୍ୟକୁ ଦୃଢ଼ ନିନ୍ଦା କରିଛନ୍ତି ସ୍ଥାନୀୟ ବୁଦ୍ଧିଜୀବୀ।
 

ଅଧ୍ୟକ୍ଷ ନିଜେ କହି ବୁଲୁଥିଲେ ଯଦି ରାଜନୀତିକୁ ଆସେ ରାଜନୀତି କାରଣ ନ କରି ନିଃସ୍ଵାର୍ଥପର ଭାବରେ ଲୋକଙ୍କ ସେବା କରିବି।
ଏବେ ପ୍ରଶ୍ନ ଉଠୁଛି ଏଇଟା କଣ ରାଜନୀତିକରଣ ନୂହଁ କି?
ଏଇ ଭଳି ଯଦି ଆଗକୁ ପାରିବାରିକ ରାଜନୀତି କୋଦଳା ଏନଏସି ରେ କରନ୍ତି ତାହାହେଲେ ଏକ ବଡ଼ ଆନ୍ଦୋଳନ କରିବେ ବୋଲି ଅନ୍ୟ କାଉନସିଲର ମାନେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଂଶୁଘାତ ସଚେତନ କର୍ମଶାଳା   25-Apr-2024
  ଜିଲ୍ଲା  
ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    25-Apr-2024
  ଜିଲ୍ଲା  
ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   25-Apr-2024
  ଜିଲ୍ଲା  
ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   25-Apr-2024
  ଜିଲ୍ଲା  
ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   24-Apr-2024
  ଜିଲ୍ଲା  
ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   24-Apr-2024
  ଜିଲ୍ଲା  
ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   24-Apr-2024
  ଜିଲ୍ଲା  
ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   24-Apr-2024
  ଜିଲ୍ଲା  
ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ   24-Apr-2024
  ଜିଲ୍ଲା  
ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     24-Apr-2024
  ଜିଲ୍ଲା  
୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    24-Apr-2024
  ଜିଲ୍ଲା  
ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   24-Apr-2024

You Might Also Like