-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||     

HOME   ଜିଲ୍ଲା

ନିଆରା ଢଙ୍ଗରେ ବିଶ୍ୱ ଶ୍ରମିକ ଦିବସ ପାଳିଲେ ସରପଞ୍ଚ ଅର୍ପିତା

01-May-2022



ବରଗଡ଼/ପଦ୍ମପୁର: ଆଜି ସମଗ୍ର ଭାରତ ବର୍ଷ ରେ ବିଶ୍ୱଶ୍ରମିକ ଦିବସ ପାଳନ କରାଯାଉଥିବାବେଳେ,ଏକ ନିଆରା ଢଙ୍ଗରେ ଶ୍ରମିକ ଦିବସ ପାଳନ କରିଥାନ୍ତି ବରଗଡ ଜିଲ୍ଲା ଗାଇସିଲେଟ ବ୍ଳକ ଅଧିନସ୍ଥ କଟାବାହାଲ ଗ୍ରାମପଞ୍ଚାୟତ ର ସରପଞ୍ଚ ଶ୍ରୀମତି ଅର୍ପିତା ପଣ୍ଡା । ସକାଳୁ ସକାଳୁ ବାହାରି କଟାବାହାଲ ଗ୍ରାମପଞ୍ଚାୟତ ଅଧିନସ୍ଥ କୁଲିଆରୀ ଗ୍ରାମ ରେ ଏମଜିଏନଇଜିଆରଏସ୍ ଯୋଜନା ରେ ହେଉଥିବା ନୂତନ ପୋଖରୀ ଖନନ କାର୍ଯ୍ୟକ୍ରମ ରେ ନିୟୋଜିତ ଥିବା ଶ୍ରମିକ ମାନଙ୍କ ପାଖରେ ଯାଇଥିଲେ । ସମସ୍ତ ଶ୍ରମିକ ମାନଙ୍କୁ ବିଶ୍ୱ ଶ୍ରମିକ ଦିବସ ର ତାତ୍ପର୍ଯ୍ୟ ସମ୍ପର୍କ ବୁଝାଇବା ସଙ୍ଗେ ସଙ୍ଗେ ଅଭିନନ୍ଦନ ଜଣାଇବା ସହ କିପରି ଭାବରେ ବାହାର ରାଜ୍ୟକୁ ଶ୍ରମିକ ଭାଇ ଭଉଣୀ ମାନେ କାମ କରିବାକୁ ନ ଯିବେ ସେ ବିଷୟରେ ପରାମର୍ଶ ଦେଇଥିଲେ । ପ୍ରଚଣ୍ଡ ରୌଦ୍ରତାପରେ ଅଧିକ ସମୟ ଧରି କାମ ନ କରିବାକୁ ପରାମର୍ଶ ଦେଇଥିଲେ । କାର୍ଯ୍ୟରତ ସମସ୍ତ ଶ୍ରମିକ ମାନଙ୍କୁ ଅବିର ଲଗାଇ ମିଷ୍ଟାନ୍ନ ବଣ୍ଟନ କରିଥିଲେ ଏବଂ ସଦାସର୍ବଦା କିଭଳି ଭାବେ ଶ୍ରମିକ ମାନଙ୍କୁ ସରକାରୀ ଯୋଜନା ଅଧିକ ରୁ ଅଧିକମାତ୍ରାରେ ପହଞ୍ଚାଇବେ ସେ ସମ୍ପର୍କରେ ପ୍ରତିଶ୍ରୁତି ମଧ୍ୟ ପ୍ରଦାନ କରିଛନ୍ତି । ପ୍ରଥମ ଥର ଜଣେ ମହିଳା ସରପଞ୍ଚ ଶ୍ରୀମତି ଅର୍ପିତା ପଣ୍ଡା ଙ୍କୁ ଶ୍ରମିକ ଭାଇ ମାନେ ନିଜ ଗହଣରେ ପାଇଁ ଖୁସି ହେବାସହ ଭୂୟସୀ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026

You Might Also Like