-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତଶ୍ରମିକ ମାନେ ନିଜ ଅଧିକାର ସମ୍ପର୍କରେ ସଚେତନ ହେବା ଉପରେ ଗୁରୁତ୍ୱାରୋପ

01-May-2022



ବଲାଙ୍ଗୀର,ବଲାଙ୍ଗୀର ରେ  ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ  ସ୍ଥାନୀୟ ବିଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ପରିସରରେ, ଓଡିଶା କୋଠାବାଡି ଓ ନିର୍ମାଣ ଶ୍ରମିକ କଲ୍ଯାଣ ବୋର୍ଡ ଜିଲ୍ଲା ପ୍ରଶାସନ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ବଲାଙ୍ଗୀର ଙ୍କ ମିଳିତ ଆନୁକୁଲ୍ୟରେ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳିତ ହୋଇଥିଲା। ଏହି ଦିବସ ପାଳନ ଉପଲକ୍ଷେ ସାଧାରଣ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରମିକ ମାନେ ନିଜ ଅଧିକାର ପ୍ରତି ସଚେତନ ହେବା ସହ ଶ୍ରମିକ ମାନେ ଯେପରି ରାଜ୍ଯ ସରକାର ଙ୍କ ବିଭିନ୍ନ ଶ୍ରମିକ କଲ୍ଯାଣ ଯୋଜନା ର ସୁଫଳ ପାଇପାରିବେ ସେଥିପ୍ରତି ବିଭିନ୍ନ ଶ୍ରମିକ ସଙ୍ଗଠନ ତଥା ଜିଲ୍ଲା ଶ୍ରମବିଭାଗ ବିଶେଷ ଯତ୍ନବାନ୍ ହେବାକୁ ପରାମର୍ଶ ଦେଇଥିଲେ। ଶ୍ରମିକ ମାନେ ହେଉଛନ୍ତି ବିକାଶ ର ମୁଖ୍ୟ ଆଧାର। ରାଜ୍ଯ ସରକାର ସେମାନଙ୍କ କଲ୍ଯାଣ ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ଏବଂ ଏହି ଯୋଜନା ଗୁଡିକ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉପରେ ସେ ଗୁରୁତ୍ଵାରୋପ କରିଥିଲେ। ସଭାରେ ଉପାଧ୍ୟକ୍ଷା ମିଥିଳା ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହ ଶ୍ରମିକମାନେ ସେମାନଙ୍କ କଲ୍ଯାଣ ପାଇଁ କାର୍ଯ୍ଯକାରୀ ହେଉଥିବା ବିଭିନ୍ନ ଯୋଜନା ଓ ଅଧିକାର ସମ୍ପର୍କରେ ସଚେତନ ହେବା ପାଇଁ ପରାମର୍ଶ ଦେଇଥିଲେ। ସଭାରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଲ ରାଣା ସଭାପତିତ୍ଵ କରି ଶ୍ରମିକ ମାନଙ୍କ ନିମନ୍ତେ କାର୍ଯ୍ଯକାରୀ ହେଉଥିବା ବିଭିନ୍ନ ବିଭିନ୍ନ କଲ୍ଯାଣ ଯୋଜନା ଓ ସାମାଜିକ ନିରାପତ୍ତା ଆଇନ ସମ୍ପର୍କରେ ଆଲୋକପାତ କରିବା ସହ ଏସମ୍ପର୍କରେ ବିଭିନ୍ନ ଶ୍ରମିକ ସଙ୍ଗଠନ ଓ ଶ୍ରମ ବିଭାଗ ବ୍ୟାପକ ସଚେତନତା କରିବା ଉପରେ ଗୁରୁତ୍ଵାରୋପ କରିଥିଲେ। ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ, ଅତି କୁଶଳୀ, ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରି ସମ୍ପର୍କରେ ଆଲୋକପାତ କରିବା ସହ ଶ୍ରମିକମାନେ ନିଜ ଅଧିକାର ପ୍ରତି ସଚେତନ ହେବା କୁ ପରାମର୍ଶ ଦେଇଥିଲେ। ଶ୍ରମିକ ମାନଙ୍କ ହିତ ପାଇଁ ଶ୍ରମବିଭାଗ ଆହୁରି ସକ୍ରିୟ ଭବରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ ସେଠୀ ସ୍ୱାଗତ୍ କରିବା ସହିତ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ତତ୍ପର୍ଯ୍ୟ ଓ ବଲାଙ୍ଗିର ଜିଲାରେ ଶ୍ରମିକ ମାନଙ୍କ

କଲ୍ଯାଣ ନିମନ୍ତେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ଅବସରରେ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ଯାଣ ଯୋଜନା ରେ ୨୦୦ ଜଣ ଙ୍କୁ ଶ୍ରମ କାର୍ଡ,ଅଣ ସଙ୍ଗଠିତ ଶ୍ରମିକ ସାମାଜିକ ନିରାପତ୍ତା ଯୋଜନାରେ ୮୫ ଜଣ ଙ୍କୁ ପରିଚୟ ପତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭଗ ଦ୍ଵାରା ଖବରକାଗଜ ବିତରକ ମାନକୁ ଅତିଥି ଗଣ ପରିଚୟ ପତ୍ର ବିତରଣ କରିଥିଲେ। ଏହି ଉତ୍ସବରେ ଆଇନ ସେବା ପ୍ରାଧୀକରଣ ର ପାରା ସ୍ୱେଚ୍ଛାସେବୀ ବିଦୁ ଲତା ଖମାରି ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ଶ୍ରମ ନିରୀକ୍ଷକ ନିରଞ୍ଜନ ଭୂୟାଁ, ସମେତ ବିଭିନ୍ନ ଶ୍ରମିକ ସଙ୍ଗଠନ କର୍ମକର୍ତ୍ତା ତଥା ଶ୍ରମିକ, ଜିଲ୍ଲା ଶ୍ରମବିଭାଗ କର୍ମଚାରୀ ମାନେ,ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ମାନେ ମଧ୍ୟ ଉପସ୍ଥିତ ଥିଲେ। ଶେଷରେ ସହକାରୀ ଶ୍ରମ ଅଧିକାରୀ ପାନା ମଣି ସୋରେନ ଧନ୍ଯବାଦ ଅର୍ପଣ କରିଥିଲେ l (ଅନ୍ତର୍ଯ୍ୟାମୀ ସାହୁଙ୍କ ରିରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like