-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||     

HOME   ଜିଲ୍ଲା

ଦୀପକ କୁମାର ନନ୍ଦ ପାଇଲେ ଡକ୍ଟରେଟ ଡିଗ୍ରୀ, ତାଙ୍କ ନିଜ ଗାଁ ବଡପଡାରେ ଖୁସିର ମାହୋଲ।

02-May-2022



ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବଙ୍ଗୋମୁଣ୍ଡା ବ୍ଲକ, ବଡ଼ପଡା ଗ୍ରାମର ପ୍ରଭାତ କିରଣ ନନ୍ଦଙ୍କ ପୁତ୍ର ଦୀପକ କୁମାର ନନ୍ଦଙ୍କୁ ମୁମ୍ବାଇ ସ୍ଥିତ ଟାଟା ସାମାଜିକ ବିଜ୍ଞାନ ସଂସ୍ଥା, ବିଶ୍ୱବିଦ୍ୟାଳୟ ତରଫରୁ ସମାଜିକ କାର୍ଯ୍ଯ ପାଠରେ ଡକ୍ଟରେଟ ଡିଗ୍ରୀ ପାଇବାରେ ସମର୍ଥ ହୋଇଛନ୍ତି I ସେ ତାଙ୍କର ସନ୍ଦର୍ଭ ଓଡ଼ିଶା ବିକାଶର ରାଜନୀତିକରଣ ଏବଂ ଆଂଚଳିକ ବୈଷ୍ୟମତା ଉପରେ ଲେଖି ସଫଳତାର ସହିତ ଚଳିତ ମାସ ଏପ୍ରିଲ ୧୯ ତାରିଖ ଉତୀର୍ଣ୍ଣ ହୋଇଛନ୍ତି I ଏଭଳି କୀର୍ତ୍ତିମାନ ବଙ୍ଗୋମୁଣ୍ଡା ଭଳି ଏକ ଅର୍ଥନୈତିକ ଏବଂ ଶିକ୍ଷାଗତ ଅନଗ୍ରସର ଅଞ୍ଚଳ ପାଇଁ ଗର୍ବ ଏବଂ ଗୌରବର ବିଷୟ I ତାଙ୍କର ଶିକ୍ଷା ସେ ବଡ଼ପଡା-ତୁରକେଲା ପ୍ରାଥମିକ ବିଦ୍ୟାଳୟ ଏବଂ ଜାମଖୁଣ୍ଟା ମାଧ୍ୟମିକ ଇଂରାଜୀ ବିଦ୍ୟାଳୟରୁ ଆରମ୍ଭ କରି ପରବର୍ତ୍ତୀ ସମୟରେ ଭୁବନେଶ୍ୱର ଏବଂ ମୁମ୍ବାଇ ରେ ଅଧ୍ୟୟନ କରିଥିଲେ I ସେ ଜଣେ ମେଧାବୀ ଛାତ୍ର ଥିଲେ ଏବଂ ଇତି ମଧ୍ୟରେ ସେ ବିଦେଶ ଭ୍ରମଣ କରି ଇଉରୋପ ସ୍ଥିତ ସ୍ୱିଡ଼େନ ରେ ମଧ୍ୟ ପାଠ୍ୟ ଅର୍ଜନ କରିଛନ୍ତି I ଏହା ସହିତ ସେ ବିଭିନ୍ନ ଜାତୀୟ ଏବଂ ଅନ୍ତର୍ଜାତୀୟ ସେମିନାର ଏବଂ କନଫରେନ୍ସ ରେ ନିଜର ଗବେଷଣା ବିଷୟବସ୍ତୁ କୁ ଉପସ୍ଥାପନା କରିଛନ୍ତି I ତାଙ୍କର ଲେଖା ସବୁ ବିଭିନ୍ନ ଖବରକାଗଜ ଏବଂ ଜର୍ଣ୍ଣାଲ ରେ ମଧ୍ୟ ପ୍ରକାଶିତ ହୋଇସାରିଛି I ଆଶାକରୁ ତାଙ୍କର ଏହି ସଫଳତା ଆହୁରି ଅନେକ ଯୁବ ଗୋଷ୍ଠୀ ପାଇଁ ପ୍ରେରଣା ଦାୟୀ ହେବ ଏବଂ ଏହି ଅଂଚଳ ଶିକ୍ଷାଗତ କ୍ଷେତ୍ରରେ ଅଗ୍ରସର ହେବ I


News Comment




Photo in News

Advertisment
Lastest News
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026

You Might Also Like