-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||     

HOME   ଜିଲ୍ଲା

ବନବାସୀ ଙ୍କ ଘର ପୋଡ଼ି ଘଟଣା : ଥାନାରେ ଅଭିଯୋଗ

01-Oct-2020



କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ ସର୍ଗିଗୁଡା - ଦାବ୍ରିଗୁଡା ସାହାଜଖୋଲ ଜଙ୍ଗଲ ଭିତରେ ଥିବା ପୋଲକା ଜଙ୍ଗଲରେ ରହୁଥିବା ୫ ବନବାସୀ ଙ୍କ ଘରକୁ କେହି ଦୃବୃର୍ତ୍ତ ପୋଡ଼ି ଦେଇଥିବା ଆମପାଣି ଥାନା ରେ ଅଭିଯୋଗ ହୋଇଛି। ସୂଚନା ଅନୁସାରେ ବଡପୋଡାଗୁଡା ପଞ୍ଚାୟତର ୬ ପରିବାର ଓ ନବରଙ୍ଗପୁର ଜିଲ୍ଲା ଚନ୍ଦ୍ରପୁର ଗାଁ ର ୫ ପରିବାର ଦିର୍ଘ ୫ ବର୍ଷ ହେବ ସେଠାରେ ବସବାସ କରି ଆସୁଛନ୍ତି।ସେଠାରେ ରହି ମକାଚାଷ କରି ପରିବାର ପ୍ରତି ପୋଷଣ କରିଆସୁଛନ୍ତି। ହେଲେ ଗତକାଲି ଅପରାହ୍ନ ସମୟରେ କିଛି ଦୃବୃର୍ତ୍ତ ସେଠାରେ ପହଞ୍ଚି ଘରକୁ ଜାଲି ଦେଇଥିବା ଅଭିଯୋଗ ହୋଇଛି। ଘର ପୋଡିବାପରେ ୫ ପରିବାର ବେଘର ହୋଇ ଖୋଲା ଆକାଶ ତଳେ ଆଶ୍ରୟ ନେଇଥିବା ଦେଖିବାକୁ ମିଳିଛି। ନିଆଁରେ ପୋଡ଼ି ଚାଉଳ, କିଛି ଲୁଗାପଟା ଓ ଜରୁରୀ କାଗଜପତ୍ର ପୋଡ଼ି ଯାଇଥିବା ରୁ ପାଞ୍ଚ ପରିବାର ଏବେ ବେସାହାରା ହୋଇ ପଡିରହିଛନ୍ତି। ଅଭିଯୋଗ ପରେ ଆମପାଣି ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରି ଥିବା ଥାନା ଅଧିକାରୀ ପୁଷ୍ପାଞ୍ଜଳି ନିଙ୍ଗୀ କହିଛନ୍ତି। ଅନ୍ୟପଟେ ଘରପୋଡ଼ି ଥିବା ଲୋକେ ବନବିଭାଗର ନିର୍ଦ୍ଦେଶରେ ଜଙ୍ଗଲ ସୂରକ୍ଷା କମିଟି ଘର ପୋଡ଼ି ଥିବା ସନ୍ଦେହ କରୁଥିବା ବେଳେ ଜଙ୍ଗଳ ସୂରକ୍ଷା କମିଟି ସଭାପତି ସିଧାସଳଖ ଅଭିଯୋଗ କୁ ଖଣ୍ଡନ କରିଛନ୍ତି।
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ରୁ ତ୍ରିନାଥ ବେଶ୍ରା ଙ୍କ ରିପୋ୍ଟ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026

You Might Also Like