-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||     

HOME   ଜିଲ୍ଲା

ଗ୍ରୀଷ୍ଣରେ ଭୀମଡୁଙ୍ଗୁରି ପର୍ଯ୍ୟଟନକ୍ଷେତ୍ରରେ ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ

03-May-2022



ବଲାଙ୍ଗୀର,(ପ୍ରେରଣା ଖବର)-ବଲାଙ୍ଗୀରର ଜିଲ୍ଲା ଦେଓଗାଁ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରି ପର୍ଯ୍ୟଟନକ୍ଷେତ୍ରର ଉନ୍ନତି ହୋଇଚାଲିଛି । ରାଜ୍ୟସରକାରଙ୍କ ଜଙ୍ଗଲବିଭାଗ ଓ ପର୍ଯ୍ୟଟନବିଭାଗର ମିଳିତ ଆନୁକୂଲ୍ୟରେ ଅନେକଗୁଡିଏ ଉନ୍ନୟନକାମ ଚାଲିଛି । ସେଥି ମଧ୍ୟରେ ଭୀଢମପାହାଡର ଗୁମ୍ଫାମାନଙ୍କୁ ପାହାଚନିର୍ମାଣ,ବିଦ୍ୟୁତିକରଣ,ପାନୀୟଜଳର ସୁବିଧା,ଗେଷ୍ଟ ହାଉସ ଇତ୍ୟାଦି କାମ ସରିଯାଇଛି । ତେବେ ଏଠାରେ ସବୁଠୁ ଆକର୍ଷଣୀୟ ହୋଇଛି ଭୀମକଟାରେ ପେଡାଲ ବୋଟିଂ । ଗତ ୩ବର୍ଷ ତଳେ ଭୀମପାହାଡର ପାଦଦେଶରେ ଥିବା ୨୦ଏକର ବିଶିଷ୍ଟ ଭୀମକଟାର ଉନ୍ନତିକରଣ କରାଯାଇଥିଲା । ଏଠାରେ ଆହୁରି କାମ ବାକି ରହିଛି । ତେବେ ଜଙ୍ଗଲବିଭାଗ ତରଫରୁ ଗତମାସରେ ପର୍ଯ୍ୟଟକଙ୍କ ପାଇଁ ଏଠାରେ ବୋଟିଂର ସୁବିଧା ଉପଲବ୍ଧ କରାଯାଇଛି ଯାହାକି ପର୍ଯ୍ୟଟକଙ୍କୁ ଖୁବ ଆକର୍ଷିତ କରୁଛି । ଗ୍ରୀଷ୍ଣଋତୁରେ ବୋଟିଂର ମଜା ନେଇ ସହିତ ଲୋକେ ଏଠାରେ ଗାଧୋଉଛନ୍ତି ମଧ୍ୟ । ଆଜି ଠାରୁ ଏଠାରେ ଅଷ୍ଟମ ଭୀମପାହାଡ ମହୋତ୍ସବ ଆରମ୍ଭ ହୋଇଥିବା ବେଳେ ଏଠାରେ ପର୍ଯ୍ୟଟକଙ୍କ ଭିଡ ମଧ୍ୟ ଲାଗିରହିଛି । ପର୍ଯ୍ୟଟକଙ୍କ ସୁବିଧା ପାଇଁ ବନବିଭାଗର କର୍ମଚାରୀମାନେ ରହି ଲୋକଙ୍କଠାରୁ ଟିକେଟ କାଟି ଲାଇଫଜାକେଟ ଦେଇ ବୋଟିଂ କରାଉଛନ୍ତି । ଭିଡକୁ ଆଖି ଆଗରେ ରଖି ତୁଷୁରା ପୋଲିସ ଆଇଆଇସିଙ୍କ ଅନୁରୋଧକ୍ରମେ ଏଠାରେ ଓଡ୍ରାଫର ଦୁଇଜଣ ଷ୍ଟାଫଙ୍କୁ ମଧ୍ୟ ମୁତୟନ କରାଯାଇଛି । ବଲାଙ୍ଗୀର ସହରଠାରୁ ମାତ୍ର ୧୮କିମି ଦୂରରେ ଏହି ପର୍ଯ୍ୟଟନସ୍ଥଳି ଥିବାରୁ ଏଠାକୁ ଯିବାକୁ ଲୋକଙ୍କ ଆଗ୍ରହ ମଧ୍ୟ ବଢୁଛି । ଏଠାରେ ଛୋଟବଡ ୪ଟି ବୋଟର ବ୍ୟବସ୍ଥା କରାଯାଇଥିବା ବଲାଙ୍ଗୀର ରେଞ୍ଜର କେସବକିଶୋର ନାଏକ କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026

You Might Also Like