-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରାମଜୀପଡା ରାମଲିଳା ଉଦ୍‌ଯାପିତ- ଛଉ ନୃତ୍ୟ ଓ ସଙ୍ଗୀତରେ ଦୁଲୁକିଲା ମଂଚ 

03-May-2022



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ଜଗନ୍ନାଥ ମନ୍ଦିର ସମ୍ମୁଖରେ ରାମଜୀ ନାଟକ ସଂସ୍ଥା ପକ୍ଷରୁ ରବିବାର ଦିନ ଉଦ୍‌ଯାପିତ ହୋଇଯାଇଛି ରାମଲିଳା ନାଟକ । ବଲାଙ୍ଗିର ସାଂସ୍କୃତିକ ଅଭ୍ୟୁଦୟ ଉପରେ ଲୀଳାଗୁରୁ ତଥା ନିର୍ଦ୍ଦେଶକ ବାଳମକୁନ୍ଦ ବେହେରା ସୂଚନା ଦେଇଥିଲେ ଯେ ପ୍ରାୟ ୧୫୦ ବର୍ଷ ପୂର୍ବର ରାମଲୀଳା ସଂସ୍ଥା ପକ୍ଷରୁ ରାମଲୀଳା ଅନୁଷ୍ଠିତ ହୋଇ ଆସୁଛି । ବିଭିନ୍ନ କାରଣରୁ ପ୍ରାୟ ୧୮ ବର୍ଷ ଧରି ବନ୍ଦ ରହିଥିବା ବେଳେ ଏବେ ନୁଆ କଳାକାର ଆଗ୍ରହ ଫଳରେ ନାଟକ ପୁଣି ଥରେ ଆକର୍ଷଣର କେନ୍ଦ୍ର ପାଲଟିଛି ।  ଚଳିତ ବର୍ଷ ରାବଣ ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ବଲାଙ୍ଗିରର ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ରୁଦ୍ର ନାରାୟଣ ପଟେଲଙ୍କ ଅଭିନୟ ଚିତାକର୍ଷକ ହୋଇଥିବା ବେଳେ ଜନସାଧାରଣଙ୍କ ଦ୍ୱାରା ବିଶେଷ ଆଦୃତ ହୋଇଥିଲା । ଗତ ଏପ୍ରିଲ ୧୦ ରୁ ଆରମ୍ଭ ହେଇ ମଇ ୧ ପର୍ଯ୍ୟନ୍ତ ଉଦ୍‌ଯାପିତ ହୋଇଯାଇଛି । ଜଗନ୍ନାଥପଡା ମନ୍ଦିରର ସମ୍ମୁଖରେ ଦୀର୍ଘ

ଦିନ ଚାଲି ଆସିଥିବା ରାମଲିଳା ମାଧ୍ୟରେ ରାମମାୟଣ ରସାମୃତ ପାନ କରିଥିଲେ ଦର୍ଶକ । ଉଦ୍‌ଯାପନୀ ଉତ୍ସବରେ ଛଉ ନୃତ୍ୟ ଓ ସଂଗୀତ ରେ ମଂଚ ଦୁଲୁକିଥିଲେ । ସୀତା ଚୋରୀ, ଜଟାୟୁ ମରଣ,ବାଲି ବଧ, ଲଙ୍କା ପୋଡି, ବିଭିଷଣ ବଧ, ଇନ୍ଦ୍ରଜିତ ବଧ, ଲକ୍ଷ୍ମଣ ଭେଦ, ରାବଣ ବଧ, ସୀତା ଅଗ୍ନି ପରୀକ୍ଷା ଓ ରାଜ୍ୟ ଅଭିଷେକ ବିଶେଷ ଆକର୍ଷଣି ହୋଇଥିଲା । ଏହି ଅବସରରେ ପୁରାତନ ୩୮ ଜଣକଳାକାର ଗୁରୁ ବାଳକୃଷ୍ଣ ବେହେରା, ସାଲିନ ବାବୁ (ରାମ ଭୂମିକାରେ), ମାନସ ରଂଜନ ସାହୁ (ସୀତା ଭୂମିକାରେ), ଆନନ୍ଦ ମିଶ୍ର (ଲକ୍ଷ୍ମଣ ଭୂମିକାରେ) ବାସୁଦେବ ବେହେରା, ସୁଶାନ୍ତ ଚୋପଦାର, ପିତବାସ ବେହେରା, ଦିଲିପ ସିଂଦେଓ, ସୁଦର୍ଶନ ପଟେଲ, ସୋମନାଥ ନାଏକ, ବିିପିନ ପ୍ରଧାନ, ମଧୁ, ଭିମ ବଗର୍ତ୍ତି, ନିଳାଞ୍ଚଳ ନାଏକ, ସୁରଂଜିତ ସାହାଣି, ବିଶ୍ୱନାଥ ସରାଫ, ସଚିକାନ୍ତ ନାଏକ, ପ୍ରହଲ୍ଲାଦ ଦର୍ଜି, ସୁବାଷ ସାଏ, ସାରଥି ପଟେଲ, ମନ ବେହେରା, ନରେନ୍ଦ୍ର ନିହାଲ, ଚୈତନ୍ୟ ମଟାରୀ, କ୍ଷେତ୍ର ବନଛୋର,ପୁରୁଷୋତ୍ତମ ଦେବତା, ମନାସି ଅଲି, ଅସିତ ବାଗ,ପ୍ରଶାନ୍ତ ବେହେରା, ଶ୍ରୀକାନ୍ତ ଦାଶ, ଜୟ ପ୍ରକାଶ ପୁଝାରୀ,ବିରଂଚି ସେଠ, ବିରେନ୍ଦ୍ର ମନହିରା, ଗଙ୍ଗାଧର ଦେବତା,  ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଆଗାମୀ ଦିନରେ କିଭଳି ରାଜ୍ୟସ୍ତରୀୟ ଆକର୍ଷିତ ହେବ ବୋଲି ମତ ପ୍ରକାଶ ପାଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026

You Might Also Like