-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||     

HOME   ମନୋରଞ୍ଜନ

ପପୁ ପମପମ ହେବେ ସରକାରୀ ବର

05-May-2022



ଭୁବନେଶ୍ୱର : କଳା ରଙ୍ଗର ପିଲା ବୋଲି ଝିଅମାନେ ଚାହୁଁ ନଥିଲେ କିନ୍ତୁ ସରକାରୀ ଚାକିରୀ ପାଇବା ପରେ ଭାଗ୍ୟ ବଦଳି ଯାଉଛି । ପପୁ ପମପମଙ୍କ ଜୀବନରେ ଏମିତି କିଛି ଘଟିଛି ଯାହା ନଦେଖିଲେ ବିଶ୍ୱାସ କରିପାରିବେନି । ସରକାରୀ ଚାକିରୀ ପାଇବା ପରେ ପପୁଙ୍କ ଭାଗ୍ୟ ଖୋଲି ଯାଇଛି । ଜଣେ ସରକାରୀ ବର କିଭଳି ସୁବିଧା ସବୁ ପାଇପାରେ ତାକୁ ନେଇ

ଚିତ୍ରଣ ହୋଇଛି ପପୁ ପମ ପମ ସିରିଜର ଦ୍ୱିତୀୟ ଅବଦାନ ‘ସରକାରୀ ବର’ । କଞ୍ଚାଲଙ୍କା ଓଟିଟି ପ୍ଲାଟଫର୍ମରେ ଷ୍ଟ୍ରିମିଂ ହେବାକୁ ଯାଉଛି ଏହି ନୂଆ ୱେବ ସିରିଜ୍ । ପପୁ ପମପମ କ୍ରିଏସନ ବ୍ୟାନରରେ ସଂଗୀତା ଶତପଥୀଙ୍କ ପ୍ରଯୋଜିତ ‘ସରକାରୀ ବର’ର କାହାଣୀ ନିଜେ ପପୁ ଲେଖିଥିବା ବେଳେ ନିର୍ଦ୍ଦେଶନା ଦେଇଛନ୍ତି ରମେଶ ରାଉତ । ଏଥିରେ ଡାଇଲଗ ଲେଖିଛନ୍ତି ରୁପସାଗର । ପପୁ ମୁଖ୍ୟ ଭୁମିକାରେ ନଜର ଆସିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ପ୍ରିୟଙ୍କା ମହାପାତ୍ର, ଅଙ୍କିତା, ସୁଶ୍ରୀ, ଟୁକୁନା ଓ ରାଜୀବ ପ୍ରମୁଖ ଭିନ୍ନ ଭିନ୍ନ ଭୂମିକାରେ ନଜର ଆସିବେ । ପୂର୍ବରୁ ପପୁଙ୍କ ପ୍ରଥମ ସିରିଜ୍ ‘ଟାଉଟର ପ୍ରୋ’କୁ ଦର୍ଶକ ବହୁ ମାତ୍ରାରେ ପସନ୍ଦ କରିଥିବା ବେଳେ ‘ସରକାରୀ ବର’ ମଧ୍ୟ ଓଟିଟି ପ୍ଲାଟଫର୍ମରେ ଧମାଲ କରିବ ବୋଲି ପ୍ରଡକ୍ସନ ସଂସ୍ଥା ଆଶା ରଖିଛି ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm