-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ♦️ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||     

HOME   ଜିଲ୍ଲା

ଅଲଣ୍ଡା ପଞ୍ଚାୟତ ରେ ଜନଶୁଣାଣୀ ଓ ସମାଧାନ

06-May-2022



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଅଲଣ୍ଡା ପଞ୍ଚାୟତ ଅଫିସ ପ୍ରାଙ୍ଗଣରେ ଏକ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ନିର୍ବାଚନ ସମୟରେ ପଞ୍ଚାୟତ ର ଜନସାଧାରଣ ଙ୍କୁ ଦେଇଥିବା କଥାନୁଯାଇ ନିର୍ବାଚନ ପରେ ବ୍ଲକ ସ୍ତରୀୟ ସମସ୍ତ ଅଧିକାରୀଙ୍କୁ ନେଇ ଜନଶୁଣାଣୀ ହୋଇଥିଲା। ଏଥିରେ ବିଶେଷକରି ପଡିକାର୍ଡ , ଭତ୍ତା, ପାନୀୟଜଳ ଯୋଗାଣ ପାଇବା ଠିକ ଭାବରେ ଯୋଗାଇ ଦେବା ପାଇଁ ଲୋକେ ଜଣାଇଥିଲେ ।  ତେବେ ପଡିକାର୍ଡ ରୁ ୨୯୧ ଜଣଙ୍କ ନାଁ କଟି ଯାଇଥିବା ଆଗରୁ ଅଭିଯୋଗ ହୋଇଥିଲା ତା ମଧ୍ଯରୁ ୨୬୮ ଟି ପଡିକାର୍ଡ ଚାଳୁ ହୋଇଥିବା ସପ୍ଲାଇ ଇନ୍ସପେକ୍ଟର କହିଥିଲେ ,ଅଲଣ୍ଡା ସମିତିସଭ୍ଯା ତଥା ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରାଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ଜନଶୁଣାଣୀ ଅଲଣ୍ଡା ସରପଞ୍ଚ ନିବେଦିତା

ବାଗ ଙ୍କ ତତ୍ତ୍ଵାବଧାନ ରେ ହୋଇଥିଲା। ସମ୍ମାନୀତ ଅତିଥି ଭାବେ ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିପୁନାଥ ସୁନା ଯୋଗଦେଇ ସମସ୍ତ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏବଂ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମ ରେ ବ୍ଲକର ସମସ୍ତ ବିଭାଗର ଅଧିକାରୀଙ୍କ ସହ ସିନ୍ଧେକେଲା ସମିତିସଭ୍ଯ ଭୋଲାନାଥ ବେହେରା, ଯୁବନେତା ଯୁବରାଜ ବାଗ ଓ ସମସ୍ତ ୱାର୍ଡ ସଭ୍ଯ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ♦️ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026

You Might Also Like