-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ଜିଲ୍ଲା

ଏସ ବି ଆଇ ରୋଡ଼ ରେ ପଡ଼ିଥିବା କଲେଜ ଛାତ୍ର ଙ୍କ ମନି ପର୍ସ କୁ ପୋଲିସ କୁ ହସ୍ତାନ୍ତର କରି ମାନବିକତା ଦେଖାଇଲେ ସୁବର୍ଣ୍ଣପୁର ର ବରିଷ୍ଠ ନାଗରିକ

06-May-2022



ସୁବର୍ଣ୍ଣପୁର:   ସୋନପୁର ଷ୍ଟେଟ ବ୍ୟାଙ୍କ ରାସ୍ତା ଉପରେ ପଡ଼ିଥିବା ଏକ ମନିପର୍ସ କୁ ପୋଲିସ କୁ ହସ୍ତାନ୍ତର କରି ନିଜର ମାନବିକତା ର ପରିଚୟ ଦେଲେ ସୁବର୍ଣ୍ଣପୁର ର ବିଶିଷ୍ଟ ବ୍ୟବସାୟୀ ତଥା ବରିଷ୍ଠ ନାଗରିକ  ଚମରା ରାମ ତ୍ରିପାଠୀ l ଉକ୍ତ ମନି ପର୍ସ ଟି ଗୁଡଭେଲିପଦର ଗାଁ ର ଏକ କଲେଜ ଛାତ୍ର ଚନ୍ଦ୍ର ମୋହନ ବାଗ  ବୋଲି ଜଣା ପଡ଼ିଥିବା ବେଳେ ପର୍ସ ଭିତରେ ଦୁଇଟି ଏ ଟି ଏମ କାର୍ଡ ଓ କିଛି ଗୁରୁତ୍ୱ ପୂର୍ଣ୍ଣ କାଗଜ ପତ୍ର ଥିବା ପୋଲିସ ଏସ ଆଇ.... ସୂଚନା ଦେଇଛନ୍ତି l ଏଇ 2021/ 22 ବର୍ଷ ରେ ଏମିତି ଅନେକ କେସ ପୋଲିସ ପାଖ କୁ ପହଂଚିଥିବା  ପୁଣି ସେଥି ମଧ୍ୟ ରୁ ଅନେକ ସ୍କୁଲ କଲେଜ

ଛାତ୍ର ଛାତ୍ରୀ ନିଜ ନିଜ ର ମହାନତା ଦେଖାଇ ଥିବା ଜଣା ଯାଇଛି l ଯାହାକି ଏକ ସମାଜ ପରିବର୍ତ୍ତନ ର ଏକ ଶୁଭ ସୂଚନା ଏବଂ ଏଭଳି ବଦାନ୍ୟ ବ୍ୟକ୍ତି  ଓ ଛାତ୍ର ଛାତ୍ରୀ ଙ୍କ ମହାନତା ମଣିଷ ପଣିଆ ସହିତ ଏଇ ସୋସିଆଲ ମିଡ଼ିଆ ର ବହୁଳ ପ୍ରଚାର ପ୍ରସାର ଆଗାମୀ ଯୁବ ପିଢିଙ୍କୁ ଖୁବ ପ୍ରେରଣା ଓ ଉତ୍ସାହ ଯୋଗାଇବ ବୋଲି ବରିଷ୍ଠ ସାମ୍ବାଦିକ ପର୍ଶୁରାମ ମିଶ୍ର ଓ ଦିଲ୍ଲୀପ ପାତ୍ର ମତ ରଖିଛନ୍ତି l ଏଭଳି ବଦାନ୍ୟ ବ୍ୟକ୍ତି ଵା ଛାତ୍ର ଛାତ୍ରୀ  ଓ  ପୋଲିସ ର  ଉଦ୍ୟମ କୁ  ସେବା  କାର୍ଯ୍ୟ କୁ ସୋନପୁର ବୁଦ୍ଧିଜୀବୀ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026

You Might Also Like