-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||     

HOME   ଜିଲ୍ଲା

ଓଡ଼ିଆ ସାହିତ୍ୟ ସଂସଦ ପରିବାର ତରଫରୁ ରାଜ୍ୟ ସ୍ତରୀୟ ଗ୍ରୀଷ୍ମ ଆଲୋଚନା ଚକ୍ର ଅନୁଷ୍ଠିତ

07-May-2022



 ଗଞ୍ଜାମ(ପ୍ରେରଣା ଖବର) - ପୁରୁଷୋତ୍ତମପୁର ବ୍ଲକ୍ ଅନ୍ତର୍ଗତ ଝାଡ଼ବାଇ ଗ୍ରାମ ପଞ୍ଚାୟତ ନିକଟସ୍ଥ ଗାଙ୍ଗନାପୁର ଗ୍ରାମରେ ଗୁଗୁଲ ମିଟ୍ ଦ୍ଵାରା ଗ୍ରୀଷ୍ମ ଆଲୋଚନା ଚକ୍ର ହୋଇଯାଇଛି | 

      ଶ୍ରୀ ଚିତ୍ରସେନ ମହାରଣାଙ୍କ ଦ୍ୱାରା ପ୍ରତିଷ୍ଠା କରା ଯାଇଥିବା ଏକ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ହେଉଛି  ଓଡ଼ିଆ ସାହିତ୍ୟ ସଂସଦ । ଲକ୍ଷ୍ୟ କେବଳ ଗୋଟିଏ, ସୁପ୍ତ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣି ସେମାନଙ୍କୁ ପ୍ରେରଣା ଯୋଗେଇଦେବା ଓ ସେମାନଙ୍କ ଦ୍ୱାରା ରଚିତ ଗଳ୍ପ ଓ କବିତାକୁ ସାରା ଦୁନିଆ ପାଖରେ ପହଞ୍ଚେଇବା। ଆଜିର ଯୁବପିଢୀ ସାହିତ୍ୟଠୁ ଦୂରେଇ ରହୁଥିବା ବେଳେ ସାହିତ୍ଯକୁ ଆଗେଇ ନେବା ପାଇଁ ଶ୍ରୀ ଚିତ୍ରସେନ ମହାରଣାଙ୍କ ଏହି ପ୍ରୟାସ ବାସ୍ତବିକ୍ ସ୍ୱାଗତଯୋଗ୍ୟ । 
         
        ଗ୍ରୀଷ୍ମ ଋତୁ ଅବସରରେ 'ଗ୍ରୀଷ୍ମ' କୁ ନେଇ ଓଡ଼ିଆ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଏକ ରାଜ୍ୟ ସ୍ତରୀୟ ଅନଲାଇନ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି । ଅନୁଷ୍ଠାନ ର ସହ ସମ୍ପାଦକ ଶ୍ରୀ ପରମା ନାଏକ ଆସର କୁ ପରିଚାଳନା କରିଥିଲେ ଓ ଆସର ଆରମ୍ଭରେ ମଙ୍ଗଳା ଚରଣ ଗାନ କରିଥିଲେ | ଏହି ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ  ଗଞ୍ଜାମ ଜିଲ୍ଲାରୁ କବି ପ୍ରକାଶ ନାହାକ ଉପସ୍ଥିତ ଥିଲେ । ମୁଖ୍ୟ ବକ୍ତା ଭାବେ ସମ୍ବଲପୁର ଜିଲ୍ଲାରୁ କବି ନିତ୍ୟାନନ୍ଦ ଖମାରୀ, ସମ୍ମାନିତ ବକ୍ତା ଭାବେ ବୌଦ୍ଧ ଜିଲ୍ଲାରୁ କବି ନିବାଶ ନାୟକ, ବରେଣ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ ଗଞ୍ଜାମ ଜିଲ୍ଲାରୁ ଶ୍ରୀନିବାସ ପଣ୍ଡା ,  ତା ସହିତ ଅନୁଷ୍ଠାନର ପ୍ରତିଷ୍ଠାତା ଓ ସଭାପତି ଶ୍ରୀ ଚିତ୍ରସେନ ମହାରଣା , ଉପ ସଭାପତି ଶ୍ରୀମତୀ ମୀରା ବାଈ ପାଣିଗ୍ରାହୀ , ସମ୍ପାଦିକା ଶ୍ରୀମତୀ ରୋଜାଲିନି ସେନାପତି, ସହ ସମ୍ପାଦକ ଶ୍ରୀ ପରମା ନାଏକ, ପ୍ରମୁଖ ସାମିଲ ରହି ସହଯୋଗ କରିଥିଲେ । ଏଥିରେ ଓଡିଶାର କୋଣ ଅନୁକୋଣରୁ ଶତାଧିକ କବି ଓ କବୟତ୍ରୀ ଅଂଶଗ୍ରହଣ କରିଥିଲେ ।  ଶେଷରେ ପ୍ରତିଷ୍ଠାତା ଓ ସଗଗଭାପତି ଚିତ୍ରସେନ ମହାରଣା ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026

You Might Also Like