-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକ ର ଶିକ୍ଷା ପରିବାର ପକ୍ଷରୁ ସାଂସ୍କୃତିକ ସନ୍ଧ୍ୟା ମହକ ଆୟୋଜିତ*

09-May-2022



ସୋନପୁର (ମନୋରଞ୍ଜନ ତ୍ରିପାଠି) ସୋନପୁର ବ୍ଲକ ର ଶିକ୍ଷା ପରିବାର ପକ୍ଷରୁ  ଗତକାଲି ସନ୍ଧ୍ୟା ରେ ସୋନପୁର ସରସ୍ଵତୀ ଶିଶୁ ମନ୍ଦିର ପ୍ରାଙ୍ଗଣ ରେ ଏକ  ସଂlସ୍କୃତିକ  ସନ୍ଧ୍ୟା ମହକ ଆୟୋଜିତ ହୋଇଯାଇଛି ।ଏଥିରେ  ମୁଖ୍ୟ ଅତିଥି ରୂପେ ସୁବର୍ଣ୍ଣପୁର ଅତିରିକ୍ତ ଜ଼ିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇ  ମହକ ମୋ ହକ ରେ ପରିଣତ ହେଉ ବୋଲି ଛାତ୍ର ଛାତ୍ରୀ ଙ୍କୁ ପରାମର୍ଶ ଦେଇଥିବା ବେଳେ  ଶିକ୍ଷା ପରିବାର ର ଏଭଳି ଉଦ୍ୟମ ନିରନ୍ତର ଭାବେ ଜାରି ରଖିବାକୁ ଗୋଷ୍ଠୀ ଶିକ୍ଷା ବିଭାଗ ଅଧିକାରୀ ମାନଙ୍କୁ ଉତ୍ସାହିତ କରିଥିଲେ l  ସମ୍ମାନିତ ଅତିଥି ଭାବେ  ସୁବର୍ଣ୍ଣପୁର ପୌରାଧ୍ୟକ୍ଷା ତାମସୀ ତାମସ୍ମିତା  ନାୟକ, ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେନ୍ଦ୍ର କୁମାର ମିଶ୍ର,ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ ଯୋଗ ଦେଇ  ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରି ଉତ୍ସାହିତ କରିଥିଲେ l ସୋନପୁର ବ୍ଲକ ର ଅସୁର ମୁଣ୍ଡା ସେବା ଶ୍ରମ, ମାଟିଆ ପାଲି ଉପ୍ରା ବିଦ୍ୟାଳୟ, ଖଲିଆ ପାଲି, ରେଙ୍ଗାଲି, ବହିର ଖମନ, ସାଗର ପାଲି, ଖାରି, ବୈଦ୍ୟ ନାଥ, ଉପ୍ରା ବିଦ୍ୟାଳୟ ସମେତ ଧଉରା ଖମନ, ପ୍ରତାପ ପୁର, ବଡ଼ ଝିଙ୍କି, ବଡ଼ ବଜାର ସରକାରୀ ଉପ୍ରା ବିଦ୍ୟାଳୟ, ଓ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପ୍ରମୁଖ  ବିଦ୍ୟାଳୟ ର ସାଂସ୍କୃତିକ ଦଳ ଯୋଗ ଦେଇ ରଙ୍ଗା ରଙ୍ଗ ଗୀତ ନାଚ ପରିବେଷଣ କରି ଥିଲେ l ଏବଂ ଛାତ୍ର ଛାତ୍ରୀ  ଅଭିଭାବକ ଓ ଦର୍ଶକ ଙ୍କ ମନ ମୋହି ଥିଲେ l  କାର୍ଯ୍ୟକ୍ରମ କୁ ଗୀତାରାଣୀ ଦରୱାନ  ଓ  ଶିକ୍ଷକ ଅମ୍ବୁଜ ବିହାରୀ ଶତପଥି ସଂଯୋଜନା କରିଥିବା ବେଳେ ସମସ୍ତ ସିଆରସିସି, ଏ ବି ଓ, ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ l ପ୍ରକାଶ ଥାଉ କି ଯେ ଜ଼ିଲ୍ଲା ର  ଶିକ୍ଷା ଅଧିକାରୀ, ଅତିରିକ୍ତ ଶିକ୍ଷାଧିକାରୀ ମାନେ ଜ଼ିଲ୍ଲା ର ବିଭିନ୍ନ ବେସରକାରୀ ସ୍କୁଲ ର ବିଭିନ୍ନ କାର୍ଯ୍ୟକ୍ରମ ରେ ଅତିଥି  ଭାବେ ଯୋଗ ଦେଇ  ଆୟୋଜକ ଓ ଛାତ୍ର ଛାତ୍ରୀ ଙ୍କୁ ଖୁବ ଉତ୍ସାହିତ କରି ଆସୁଥିବା ବେଳେ ଦୀର୍ଘ ବର୍ଷ ର  ପ୍ରତୀକ୍ଷା ପରେ  କୁନି କୁନି ଛାତ୍ର ଛାତ୍ରୀ ଙ୍କ  ଏଭଳି ଏକ ସାଂସ୍କୃତିକ ଵା ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ କୁ ନିମନ୍ତ୍ରିତ ହୋଇ ବି  ଜ଼ିଲ୍ଲା ଶିକ୍ଷା ବିଭାଗ ର ମୁଖିଆ ମାନଙ୍କ  ଅନୁପସ୍ଥିତି ଓ ଛାତ୍ର ଛାତ୍ରୀ, ଅଭିଭାବକ ଙ୍କୁ ନିରାଶ କରିବା ଘଟଣା ସହର ର ଶିକ୍ଷା ପ୍ରେମୀ, ବୁଦ୍ଧିଜୀବୀ, ଓ ସଚେତନ ନାଗରିକ ଦୃଢ଼ ନିନ୍ଦl କରିବା ସହ ଘୋର ସମାଲୋଚନା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026

You Might Also Like