-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ର ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ସରୋଜ କୁମାର ମେହେର

09-May-2022



ପାଟଣାଗଡ (ରୁପେନ୍ଦ୍ର ମୁଣ୍ଡା) : ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବିଧାୟକ ସରୋଜ ମେହେର ଆଜି ଲୋକଙ୍କ ବିଭିନ୍ନ ସମସ୍ୟାକୁ ନେଇ ସହରରେ ଥିବା ବିଭିନ୍ନ କାର୍ଯ୍ୟାଳୟକୁ ଯାଇ ସମସ୍ୟାର ସମାଧାନ ପାଇଁ ପରିଦର୍ଶନ କରିବା ସହ ପରିକ୍ଷଣ ନିରୀକ୍ଷଣ କରି ଆଶୁ ସମାଧାନ ପାଇଁ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ବିଧାୟକ ଶ୍ରୀ ମେହେର ପ୍ରଥମେ ବ୍ରହ୍ମପୁରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପାଟଣାଗଡ଼ ଉପଖଣ୍ଡ ଡ଼ାକ୍ତରଖାନାକୁ ଯାଇ ରୋଗୀମାନଙ୍କ ସ୍ଵାସ୍ଥ୍ୟସେବା କିପରି ଚାଳିଛି ୱାର୍ଡକୁ ୱାର୍ଡ ବୁଲି ଦେଖିଥିଲେ । ଡାକ୍ତରଖାନାର ସମସ୍ୟା ଉପରେ ଏସ୍‌ସିଏମ୍‌ଙ୍କ ସହ ଆଲୋଚନା କରିଥିଲେ । ପାଟଣାଗଡ ଇଲେକ୍ଟ୍ରିକ ଅଫିସରେ ପହଁଚି ଏ ଅଂଚଳର ଇଲେକ୍ଟ୍ରିକ ବିଭ୍ରାଟକୁ ନେଇ ବିଭାଗୀୟ ଅଧିକାରୀ ସହିତ ଆଲୋଚନା କରିଥିଲେ ଏବଂ କିପରି ଏହି ସମସ୍ୟାର ଶୀଘ୍ର ସମାଧାନ ହେବ ସେ ଉପରେ ବିଧାୟକ ଏସ୍‌ଡିଓଙ୍କୁ ତାଗିତ କରିଥିଲେ । ଏହା ସହ ସହରର ବିଭିନ୍ନ ସ୍ଥାନର ନୂତନ ଇଲେକ୍ଟ୍ରିକ ସଂଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଲୋକଙ୍କ କିପରି ସୁବିଧା ହେବ ସେ ଉପରେ କାର୍ଯ୍ୟ କରିବାକୁ କହିଥିଲେ । ପରେ ପାଟଣାଗଡ଼ ବଥର୍ଲା ଛକଠାରେ ଏକ ବୌଦ୍ଧ ମୂର୍ତ୍ତି ସ୍ଥାପନ କରିବା ଓ ଏଥିରେ ପାଟଣାଗଡ ଏନ୍‌ଏସି ଅଧ୍ୟକ୍ଷା ମାନସୀ ବିଶ୍ୱାଳ , ଉପାଧ୍ୟକ୍ଷ ପ୍ରଫୁଲ୍ଲ ମେହେର , କାଉନସିଲର ସୁଜିତ ମେହେର ସହ ସୁକୁମାର ବାରିକ , ପରେଶ ସାହୁ , ପ୍ରଦୀପ ମେହେର , ପ୍ରମୋଦ ମେହେର ସହ ବହୁ ବିଜେଡି କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026

You Might Also Like