-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||     

HOME   ଜିଲ୍ଲା

ଗୋଟିଏ ଶିଳାନ୍ୟାସ ଉପରେ ଆଉ ଗୋଟିଏ ଶିଳାନ୍ୟାସ ଘଟଣାକୁ ପୂର୍ବତନ ବିଧାୟକ ଘୋର ନିନ୍ଦା କରିଛନ୍ତି

20-Nov-2020



କଟକ (ଦୀପକ କୁମାର ଷଡଙ୍ଗୀ) କଟକ ଜିଲ୍ଲା ସାଲେପୁର ବ୍ଲକ ମଧ୍ୟକଛ ପଞ୍ଚାୟତ ଆତୋଡ଼ାଠାରେ ପୁନର୍ବାର ଗତ କାଲି ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ୧୩୨/୩୩ ବିଦ୍ୟୁତ ଗ୍ରୀଡ଼ ସବଷ୍ଟେସନ ର ଶିଳାନ୍ୟାସ କରିଛନ୍ତି। ଏଥିରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇଥିବା ବେଳେ ବିଧାୟକ ପ୍ରଶାନ୍ତ ବେହେରା ଉପସ୍ଥିତ ଥିଲେ। ସ୍ମରଣଯୋଗ୍ୟ ଯେ ଗତ ୨୦୧୯ ମସିହା ମାର୍ଚ ୫ ତାରିଖ ରେ ତତ୍କାଳୀନ ବିଧାୟକ ପ୍ରକାଶ ବେହେରା ଏହି ନିର୍ମାଣ କାର୍ଯ୍ୟ ର ଶିଳାନ୍ୟାସ କରିଥିଲେ  ସେବେ ଠାରୁ ଏହି ପ୍ରକଳ୍ପ ର କାର୍ଯ୍ୟ ଚାଲିଥିବାବେଳେ।ତେବେ ପୁନର୍ବାର ଶିଳା ନ୍ୟାସ କୁ ପ୍ରକାଶ ବେହେରା ନିନ୍ଦା କରିବା ସହିତ ଆମେ କରିଥିବା କାର୍ଯ୍ୟ କୁ ଆମେ ଆଉ କାହାରି କୁ କରାଇ ଦବୁନାହିଁ ବୋଲି ଆଜି ପ୍ରେସ ବିଜ୍ଞପ୍ତି ରେ ଜଣାଇଛି। ସେ ପ୍ରକାଶ କରିଛନ୍ତି ଜଦି ଏଭଳି କାର୍ଯ୍ୟ ଶାସନ କ୍ଷମତା ବଳରେ କରନ୍ତି ତେବେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନା ରହିଛି। ଆମେ କରିଥିବା ପ୍ରୋଜେକ୍ଟ ଗୁଡିକୁ କେନ୍ଦ୍ର ଦ୍ଵାରା କରିବୁ ବୋଲି ମଧ୍ୟ ଶ୍ରୀ ବେହେରା ପ୍ରକାଶ କରିଛନ୍ତି।ଶାସକ ଦଳର ଏଭଳି କାର୍ଯ୍ୟ ପାଇଁ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ର ବିଷୟ ପାଲଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026

You Might Also Like